ଜିଲ୍ଳାରେ ବିଭିନ୍ନ ଅପରାଧ ଓ ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା
ବାରିପଦା : ଆଜି ବାରିପଦା ଠାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ମହାତ୍ମା ଗାନ୍ଧୀ ସମ୍ମିଳନୀ କକ୍ଷରେ ମାନ୍ୟବର ମନ୍ତ୍ରୀ, ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ ବିଭାଗ, ଡା. କୃଷ୍ଣଚନ୍ଦ୍ର ମହାପାତ୍ର ଜିଲ୍ଲାର ବିଭିନ୍ନ ପ୍ରକାର ଅପରାଧ ଓ ଆଇନ ଶୃଙ୍ଖଳା ପରିସ୍ଥିତିର ସମୀକ୍ଷା କରିଥିଲେ। ଉକ୍ତ ସମୀକ୍ଷା ବୈଠକରେ ମାନ୍ୟବର ବିଧାୟକ ବାରିପଦା, ଶ୍ରୀ ପ୍ରକଶ ସୋରେନ, ଜିଲ୍ଲାପାଳ ଶ୍ରୀ ହେମକାନ୍ତ ସୟ, ପୂର୍ବାଞ୍ଚଳ ପୋଲିସ ଡି ଆଇ ଜି ଶ୍ରୀ ପିନାକ […]
Read More Text.