ଫକୀରମୋହନ କଲେଜରେ ଛାତ୍ରୀଙ୍କ ଆତ୍ମାହୂତୀ ଉଦ୍ୟମ : ପ୍ରିନ୍ସିପାଲ ଓ ଏଜୁକେସନ ବିଭାଗ HODଙ୍କୁ ନିଲମ୍ବିତ କଲା ଉଚ୍ଚଶିକ୍ଷା ବିଭାଗ
ଭୁବନେଶ୍ବର ୧୨।୭: ବାଲେଶ୍ବର ଫକୀରମୋହନ କଲେଜରେ ଛାତ୍ରୀ ଦେହରେ ନିଆଁ ଲଗାଇବା ଘଟଣାରେ କାର୍ଯ୍ୟାନୁଷ୍ଠାନ । ବାଲେଶ୍ୱର ଫକୀରମୋହନ କଲେଜ ପ୍ରିନ୍ସିପାଲ ଦିଲ୍ଲୀପ ଘୋଷ ଓ ଏଜୁକେସନ ବିଭାଗ HOD ସମୀର ସାହୁ ସସ୍ପେଣ୍ଡ ହୋଇଛନ୍ତି । ଉଭୟଙ୍କୁ ସସ୍ପେଣ୍ଡ କଲେ ଉଚ୍ଚଶିକ୍ଷା ବିଭାଗ । କାର୍ଯ୍ୟାନୁଷ୍ଠାନ ବାବଦରେ ସୂଚନା ଦେଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ । ସୂଚନାଯୋଗ୍ୟ ଯେ, ବାଲେଶ୍ୱର ଜିଲ୍ଲା ଫକୀରମୋହନ କଲେଜ ପରିସରରେ ଘଟିଥିଲା ଛାତିଥରା ଦୃଶ୍ୟ । ଭୋଗରାଇ ଅଞ୍ଚଳର ଛାତ୍ରୀ […]
Read More Text.