ଅତି ପ୍ରବଳ ବର୍ଷା ସାଙ୍ଗକୁ ବଜ୍ରପାତ ସମ୍ଭାବନା : ୯ରୁ କମିବ

ଭୁବନେଶ୍ୱର,୮।୭: ଦକ୍ଷିଣ ପଶ୍ଚିମ ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଏହାର ଆଖପାଖ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏହା ସହିତ ଜଡିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କି.ମି. ଉଚ୍ଚରେ ରହି ଦକ୍ଷିଣ-ପଶ୍ଚିମ ଆଡକୁ ବ୍ୟାପିଛି। ଏହା ଆସନ୍ତା ୨ଦିନ ମଧ୍ୟରେ ଝାଡ଼ଖଣ୍ଡ ଏବଂ ଉତ୍ତର ଛତିଶଗଡ଼ ଦେଇ ପଶ୍ଚିମ-ଉତ୍ତରପଶ୍ଚିମ ଆଡକୁ ଗତି କରିବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡିଶାରେ ପ୍ରବଳରୁ ଅତ୍ୟନ୍ତ ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବନୁମାନ କରିଛି। ମଙ୍ଗଳବାର […]

Read More Text.
Zzzzz

ଅଜଣା ଗାଡ଼ି ଧକ୍କାରେ ଜଣେ ମୃତ, ଅନ୍ୟ ଜଣେ ଗୁରୁତର

ବାଂଶପାଳ: କେନ୍ଦୁଝରଜିଲ୍ଲା ବାଂଶପାଳ ବ୍ଲକ କାଞ୍ଜିପାଣି ଥାନା ଅନ୍ତର୍ଗତ କୁଆଁର ଠାରେ ଆଜି ଏକ ଦୁର୍ଘଟଣା ଘଟିଛି। ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ଅନ୍ୟ ଜଣେ ଗୁରୁତର ଅଛନ୍ତି। ମୃତ ବ୍ୟକ୍ତି ହେଲେ ରମେଶ ବାରିକ (୨୫)। ସୂଚନା ଅନୁସାରେ ରମେଶ ଆଜି ହାଟରୁ ଲିପୁ ବାରିକଙ୍କ ସହିତ ବାଇକରେ ଘରକୁ ଫେରୁଥିବା ବେଳେ ତାଙ୍କୁ ଏକ ଅଜଣା ଗାଡ଼ି ଧକ୍କା ଦେଇଥିଲା। ରମେଶ ଓ ଲିପୁ ଅପରାହ୍ନରେ କାଞ୍ଜିପାଣି ସାପ୍ତାହିକ ହାଟରୁ ଘରକୁ […]

Read More Text.
Zzzz

ସବ୍ ଜେଲ୍‌କୁ ଜିଲ୍ଲା ଜେଲ୍‌ରେ ମିଶ୍ରଣ କରାଯିବ

ଭୁବନେଶ୍ୱର: ରାଜ୍ୟ ଜେଲ୍ ନିର୍ଦ୍ଦେଶାଳୟ ପକ୍ଷରୁ କେତେକ ସବ୍ ଜେଲ୍‌କୁ ବନ୍ଦ କରି ନିକଟସ୍ଥ ଜିଲ୍ଲା ଜେଲ୍‌ରେ ମିଶ୍ରଣ କରାଯିବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ଯୋଜନାରେ ସଂଶୋଧିତ ସୁବିଧାଗୁଡ଼ିକୁ ନିକଟବର୍ତ୍ତୀ ଜେଲ୍ ସହିତ ମିଶ୍ରଣ କରିବା ଏବଂ ବର୍ତ୍ତମାନର କଏଦୀମାନଙ୍କୁ ସ୍ଥାନାନ୍ତର କରିବା ଅନ୍ତର୍ଭୁକ୍ତ। ନିର୍ଦ୍ଦେଶାଳୟର ବିଜ୍ଞପ୍ତିରେ ନୟାଗଡ଼ ଜିଲ୍ଲାର ଖଣ୍ଡପଡ଼ା ସବ୍ ଜେଲ୍, ବାଲେଶ୍ବର ଜିଲ୍ଲାର ନୀଳଗିରି ସବ୍ ଜେଲ୍ ଏବଂ ବରଗଡ଼ ଜିଲ୍ଲାର ସୋହେଲା ସବ୍ ଜେଲ୍ ରହିଛି। ସବ୍ ଜେଲ୍‌ଗୁଡ଼ିକୁ […]

Read More Text.
Zzz

ମାଓକ୍ୟାମ୍ପ ଠାବ: ଟିଫିନ ବୋମା, ୨୦ ଜିଲୋଟିନ୍‌ ସହ ବିପୁଳ ବିସ୍ଫୋରକ ଜବତ

ନୂଆପଡ଼ା: ନୂଆପଡ଼ା ଜିଲ୍ଲା ସିନାପାଲି ଥାନା ଝାରବନ୍ଧ ଗାଁ ନିକଟ ନାରାୟଣ ଡୁଙ୍ଗୁରୀ ସଂରକ୍ଷିତ ଜଙ୍ଗଲରୁ ଏକ ମାଓ କ୍ୟାମ୍ପ ଠାବ ହୋଇଛି। ମାଓ କ୍ୟାମ୍ପରୁ ଗୋଟିଏ ଟିଫିନ ବୋମା, ୨୦ଟି ଜିଲୋଟିନ୍‌ ସମେତ ବିପୁଳ ମାଓ ସାମଗ୍ରୀ ଓ ବିସ୍ଫୋରକ ଜବତ ହୋଇଛି। ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ଏସପି ଜିଆର ରାଘବେନ୍ଦ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଏସ୍‌ପି କହିଛନ୍ତି, ଗତ ୫ ତାରିଖରେ ସିନାପାଲି ଥାନା ଝାରବନ୍ଧ ଗାଁ ନିକଟ […]

Read More Text.
Zzxx

ଷ୍ଟିଅରିଂ ଛାଡ଼ ଆନ୍ଦୋଳନ: ଡ୍ରାଇଭର ସଂଘ ସହ ବୈଠକ କରିବେ ସରକାର

ଭୁବନେଶ୍ୱର,୮।୭: ଓଡ଼ିଶା ଡ୍ରାଇଭର ଏକତା ମହାମଞ୍ଚ ପକ୍ଷରୁ ମଙ୍ଗଳବାର ୬ ଦଫା ଦାବି ନେଇ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଡାକରା ଦିଆଯାଇଛି। ଏହି ପରିପ୍ରେକ୍ଷୀରେ ଆନ୍ଦୋଳନରତ ଡ୍ରାଇଭର ସଂଘ ସହ ସରକାର ବୈଠକ କରିବେ ବୋଲି ପରିବହନ ମନ୍ତ୍ରୀ ବିଭୂତି ଜେନା ମଙ୍ଗଳବାର ସୂଚନା ଦେଇଛନ୍ତି। ଆଲୋଚନା ମାଧ୍ୟମରେ ଦାବି ସମାଧାନ ପାଇଁ ଏହି ବୈଠକ ବସିବ। ଡ୍ରାଇଭର ସଂଘର ଦାବି ଯଥାର୍ଥ। ଆଲୋଚନା ମାଧ୍ୟମରେ ସମସ୍ତ ସମାଧାନ କରାଯିବ ବୋଲି ମନ୍ତ୍ରୀ ଗଣମାଧ୍ୟମକୁ ପ୍ରକାଶ କରିଛନ୍ତି। […]

Read More Text.
Mo

‘ମନମୋହନଙ୍କ ପାଇଁ ରାଜ୍ୟରେ ସରକାର’, ପ୍ରଶଂସାରେ ପୋତିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮।୭: ଓଡ଼ିଶା ଭାଜପାର ରାଜ୍ୟ ସଭାପତି ଭାବେ ଚତୁର୍ଥ ଥର ପାଇଁ ନିର୍ବାଚିତ ହୋଇଥିବା ମନମୋହନ ସାମଲଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଶଂସାରେ ପୋତିଛନ୍ତି। ସର୍ବସମ୍ମତିକ୍ରମେ ନିର୍ଦ୍ୱନ୍ଦ୍ୱରେ ସଭାପତି ନିର୍ବାଚିତ ହେବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘୨୦୨୪ରେ ମନମୋହନ ଭାଇଙ୍କ ଦୃଢ଼ ନେତୃତ୍ୱ ଯୋଗୁଁ ବିଜେପି ରାଜ୍ୟରେ ଏକାକୀ ସରକାର ଗଠନ କରିବାରେ ସଫଳ ହୋଇଛି।’ ମନମୋହନ ସାମଲଙ୍କ ନେତୃତ୍ୱରେ ଭାଜପା ଲୋକସଭା ନିର୍ବାଚନରେ ୨୧ରୁ ୨୦ଟି ଆସନ ଜିତି ଓଡ଼ିଶାକୁ କେନ୍ଦ୍ରରେ ଆକର୍ଷଣର […]

Read More Text.
Xxx

ପୁଣି ଜନନୀ ଯନ୍ତ୍ରଣା ; ଖଟିଆରେ ବୁହା ହେଲେ ଗର୍ଭବତୀ

କଲମପୁର : ସବୁଦିନିଆ ରାସ୍ତା ଖଣ୍ଡେ ନଥିବା ଯୋଗୁଁ ଦୁର୍ଗମ ଅଞ୍ଚଳବାସୀଙ୍କୁ ଭୋଗିବାକୁ ପଡୁଛି ନାହିଁ ନଥିବା ଦୁର୍ଦ୍ଦଶା। ଗାଁକୁ ଆମ୍ବୁଲାନ୍ସ ପହଞ୍ଚି ପାରେନି ବୋଲି ଯନ୍ତ୍ରଣାରେ ଛଟପଟ ରୋଗୀ ତଥା ଗର୍ଭବତୀ। ଗର୍ଭବତୀ ମହିଳାଙ୍କୁ ଖଟିଆରେ ବୁହା ହେବା ଭଳି ଅନେକ ଘଟଣା ରୀତିମତ ଘଟି ଚାଲିଛି।  ଆଦର୍ଶ ଗ୍ରାମ ପଞ୍ଚାୟତ ଭାବେ ପରିଚିତ କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ସିନ୍ଧିପଦର ପଞ୍ଚାୟତ ଅଧୂନସୁ ବାର୍ଷିକୋଣା ଗାଁରେ। ଗାଁର ମହେନ୍ଦ୍ର ମାଝୀଙ୍କ ସ୍ତ୍ରୀ ରଞ୍ଜିତା […]

Read More Text.
Snake 6 750x430

ଡଗରା ବେଳାଭୂମିରେ ବଙ୍ଗୀୟ ଦମ୍ପତ୍ତିଙ୍କୁ ଅସଦାଚରଣ ଅଭିଯୋଗ, ଦୁଇ ଯୁବକ ଗିରଫ

ବାଲିଆପାଳ : ବାଲିଆପାଳ ଥାନା ଅନ୍ତର୍ଗତ ଡଗରା ବେଳାଭୂମିରେ ଜଣେ ବଙ୍ଗୀୟ ଦମ୍ପତ୍ତି ପର୍ଯ୍ୟଟକଙ୍କୁ ସ୍ଥାନୀୟ ଅଂଚଳର କିଛି ଯୁବକ ଅସଦାଚରଣ କରିବାର ଭିଡିଓ ମୋବାଇଲରୁ ମୋବାଇଲ ଭାଇରାଲ ହେବାରେ ଲାଗିଛି । ଅନ୍ୟପଟେ ଯୁବତୀଙ୍କ ଏତଲା କ୍ରମେ ବାଲିଆପାଳ ପୋଲିସ ମାମଲା ରୁଜ୍ଜୁ କରି ଆଜି ଦୁଇଜଣଙ୍କୁ ଗିରଫ କରଛି । ଅଭିଯୋଗ ମୁତାବକ ରବିବାର ପଶ୍ଚିମବଙ୍ଗ ବାଙ୍କୁଡା ଜିଲ୍ଲା ଅନ୍ତର୍ଗତ ବିଷ୍ଣୁପୁର ଗ୍ରାମର ଜନୈକ ଦମ୍ପତ୍ତି ଡଗରା ବେଳାଭୂମିକୁ ବୁଲିବାକୁ ଆସିଥିଲେ । ସେମାନେ […]

Read More Text.
Sambit patra

ରାଜ୍ୟରେ ଚାଲିଛି ଟ୍ରିପଲ ଏମ ସରକାର

ଭୁବନେଶ୍ୱର, ୮।୭: ବରିଷ୍ଠ ଭାଜପା ନେତା ମନମୋହନ ସାମଲ ପୁଣି ଥରେ ଓଡ଼ିଶା ଭାଜପାର ରାଜ୍ୟ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ସର୍ବସମ୍ମତ କ୍ରମେ ତାଙ୍କୁ ଚତୁର୍ଥ ଥର ପାଇଁ ଏହି ଗୁରୁତ୍ୱପୂର୍ଣ୍ଣ ପଦବୀ ଦିଆଯାଇଇଛି। ମନମୋହନ ପୁନଃ ସଭାପତି ନିର୍ବାଚିତ ହେବା ଅବସରରେ ପୁରୀ ଏମ୍‌ପି ସମ୍ବିତ ପାତ୍ର ଏକ ବଡ଼ ବୟାନ ଦେଇଛନ୍ତି। ରାଜ୍ୟରେ ଟ୍ରିପଲ ‘M’ ସରକାର ଚାଲିଛି ବୋଲି ସମ୍ବିତ କହିଛନ୍ତି। ଟ୍ରିପଲ ‘M’ ଅର୍ଥାତ ରାଜ୍ୟରେ ମୋଦି, ମୋହନ ଓ […]

Read More Text.
1

ଲମ୍ବା ଇନିଂସ ଖେଳିବ ବିଜେପି ସରକାର : ମନମାହନ

ଭୁବନେଶ୍ବର: ଚତୁର୍ଥ ଥର ପାଇଁ ବିଜେପିର ରାଜ୍ୟ ସଭାପତି ଭାବେ ଦାୟିତ୍ବ ଗ୍ରହଣ କରିବା ପରେ ମନ‌ମୋହନ ସାମଲ କହିଛନ୍ତି ରାଜ୍ୟରେ ବିଜେପି ସରକାର ୨୦୩୬ ମସିହା ବି ଦେଖିବ ୨୦୪୭ ମସିହା ବି ଦେଖିବ। ବିଜେପି ସରକାର ଲମ୍ବା ଇନିଙ୍ଗିସ ଖେଳିବ। ସରକାରଙ୍କ ପଛରେ ଦଳ ଖୁଣ୍ଟ ଭଳି ଛିଡା ହେବ। ବିଜେପିରେ ଜଣେ ଚା ବିକାଳି ପ୍ରଧାନମନ୍ତ୍ରୀ ହୋଇପାରନ୍ତି। ଜଣେ ଶିଶୁ ମନ୍ଦିର ଶିକ୍ଷକ ମୁଖ୍ୟମନ୍ତ୍ରୀ ହୋଇପାରନ୍ତି। ସରକାର ଆସିବା ପୂର୍ବରୁ ଆମେ ଶୋଇନି […]

Read More Text.