ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ କାଳୀୟ ଦଳନ ବେଶ
ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ କାଳୀୟ ଦଳନ ବେଶ । ଆଜି ଭାଦ୍ରବ କୃଷ୍ଣପକ୍ଷ ଏକାଦଶୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ କାଳୀୟଦଳନ ବେଶ ଓ ଧେନୁକାସୁର ବଧ ପ୍ରସ୍ତାବ ଅନୁଷ୍ଠିତ ହେବ । ଶ୍ରୀମନ୍ଦିରରେ ମଧ୍ୟାହ୍ନ ଧୂପ ବଢିବା ପରେ ମଦନମୋହନ ଓ ରାମକୃଷ୍ଣଙ୍କୁ ପୂଜାପଣ୍ଡା ସାମନ୍ତ ଆଜ୍ଞାମାଳ ବିଜେ କରାଇବା ପରେ ପୁଷ୍ପାଳକ ସେବକ ମାନେ ମହାପ୍ରଭୁଙ୍କୁ ଝୁଲଣ ମଣ୍ଡପ ନିକଟରେ ଥିବା ପାଲିଙ୍କିରେ ବିଜେ କରାଇବେ । ପରେ ଠାକୁର ମାନେ ଶ୍ରୀମନ୍ଦିର ବେଢା ପରିକ୍ରମା […]
Read More Text.