ସହରାଞ୍ଚଳରେ ନାଗରିକ ସେବାରେ ପରିବର୍ତ୍ତନ ଲାଗି ଆର. ଟି. ପି. ଏସ୍. ଅଧିନିୟମ ସମ୍ପର୍କିତ ବୈଠକ
ଭୁବନେଶ୍ବର:“ନାଗରିକ-ପ୍ରଥମ” ଶାସନ ପ୍ରତି ପ୍ରତିବଦ୍ଧତାକୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଗୁରୁତ୍ଵ ଦିଆଯାଉଛି l ସହରାଞ୍ଚଳ ଶାସନ ଏବଂ ନାଗରିକ କୈନ୍ଦ୍ରିକ ସେବା ପ୍ରଦାନକୁ ସୁଦୃଢ଼ କରିବା ଉପରେ ଧ୍ୟାନ ଦେଇ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଜନସେବା ଅଧିକାର (ଆରଟିପିଏସ) ଆଇନ ଉପରେ ଗତକାଲି ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଭାଗର ପ୍ରମୁଖ ସଚିବ ଉଷା ପାଢୀ ବୈଠକରେ ଅଧ୍ୟକ୍ଷତା କରିଥିଲେ । ବିଭାଗ ପାଇଁ ନିଜର ଦୃଷ୍ଟିକୋଣ ବ୍ୟକ୍ତ […]
Read More Text.