ହାତିଆ ପଞ୍ଚାୟତର ଉଲିଡିହି ଗ୍ରାମ୍ୟ ରାସ୍ତା ମରଣଯନ୍ତା
ବାରିପଦା : ମୟୁରଭଞ୍ଜ ଜିଲ୍ଲାର ରାଇରଙ୍ଗପୁର ବ୍ଲକ ଅନ୍ତର୍ଗତ ହାତିଆ ପଞ୍ଚାୟତର ହାତିଆ ର ଉଲିଡିହି ସାହି ଗ୍ରାମ୍ୟ ରାସ୍ତା ଅତ୍ୟନ୍ତ ବିପର୍ଯ୍ୟସ୍ତ ହୋଇପଡିଛି | ବର୍ଷା ଯୋଗୁଁ ପକା ରାସ୍ତାଟି ଅତି ଖରାପ ହୋଇଥିବାରୁ ଯାତାୟାତ ପାଇଁ ଲୋକେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି | ରାସନ, ଭତ୍ତା ଓ ଅନ୍ୟାନ୍ୟ କାମ ପାଇଁ ଲୋକେ ପଞ୍ଚାୟତ କାର୍ଯ୍ୟାଳୟକୁ ଯିବା ଆସିବା କରୁଥିବାବେଳେ, ରାସ୍ତାର ଏପରି ଶୋଚନୀୟ ଅବସ୍ଥା ଲୋକମାନଙ୍କୁ ନାକେଦମ କରୁଛି | ଲୋକମାନେ […]
Read More Text.