ପୁରୀ ଦଳାଚକଟାର ଭିଡିଓ ଏବଂ ସୂଚନା ସେୟାର କରିବାକୁ ପ୍ରତ୍ୟକ୍ଷଦର୍ଶୀଙ୍କୁ ଅନୁରୋଧ କଲେ ଅନୁ ଗର୍ଗ
ପୁରୀ : ପୁରୀ ରଥଯାତ୍ରା ଦଳାଚକଟା ସଂପର୍କିତ ଜନସାଧାରଣଙ୍କ ପାଖରେ ଯାହା ଭିଡିଓ କି ତଥ୍ୟ ଅଛି ତାକୁ ପ୍ରଦାନ କରନ୍ତୁ । ଅନେକ ଲୋକ ଶରଧାବାଲିରେ ଦଳାଚକଟା ସମୟରେ ଭିଡିଓ କରିଥିଲେ। ଯାହାକି ତଦନ୍ତରେ ସହଯୋଗ କରିବ ବୋଲି କହିଛନ୍ତି ଉନ୍ନୟନ କମିଶନର ଅନୁ ଗର୍ଗ । ଘଟଣାସ୍ଥଳକୁ ଯାଇ ତଦନ୍ତ କରିଛି । କିଛି ଲୋକଙ୍କୁ ପଚରାଉଚରା କରିଛି। ଆଗକୁ ଆହୁରି ବି ଯିବି। ତଦନ୍ତକୁ ନେଇ ଏବେଠୁ କିଛି କହିବା ଅପରିପକ୍ୱ ହେବ ବୋଲି […]
Read More Text.