ବାରିପଦା ଠାରେ ହର ଘର ତ୍ରିରଙ୍ଗା ଉପଲକ୍ଷେ ତ୍ରିରଙ୍ଗା ବାଇକ୍ ରାଲି ଅନୁଷ୍ଠିତ
ବାରିପଦା : ଆଜି ବାରିପଦାଠାରେ ହର ଘର ତ୍ରିରଙ୍ଗା ଉପଲକ୍ଷେ ଏକ ତ୍ରିରଙ୍ଗା ବାଇକ ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ବାଇକ ରାଲି ସହିତ ତ୍ରିରଙ୍ଗା ୱାକାଥନ ମଧ୍ୟ ଅନୁଷ୍ଠିତ ହୋଇଯାଇଛି। ଏହି ଶୋଭାଯାତ୍ରା ସକାଳ ୮ଘଟିକା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସର ଠାରୁ ଆରମ୍ଭ ହୋଇ ସହରର ବିଭିନ୍ନ ରାସ୍ତାରେ ପରିକ୍ରମା କରି ଜିଲ୍ଲା ସଂସ୍କୃତି କାର୍ଯ୍ୟାଳୟ ପାଖରେ ସମ୍ପୂର୍ଣ୍ଣ ହୋଇଥିଲା। ଉକ୍ତ ତ୍ରିରଙ୍ଗା ବାଇକ ଯାତ୍ରାକୁ ଜିଲ୍ଲାପାଳ ଶ୍ରୀ ହେମ କାନ୍ତ ସୟ ଓ ଜିଲ୍ଲା ଆରକ୍ଷୀ […]
Read More Text.