ବାରିପଦା ଠାରେ ବିଶ୍ୱ ଅଙ୍ଗ ଦାନ ଦିବସ ପାଳିତ
ବାରିପଦା -୧୩.୦୮- ଅଙ୍ଗଦାନ ଏକ ମହତ୍ ଦାନ । ପ୍ରତିବର୍ଷ ଅଗଷ୍ଟ ମାସର ୧୩ ତାରିଖ ରେ ବିଶ୍ୱ ଅଙ୍ଗଦାନ ଦିବସ ପାଳନ କରାଯାଏ । ମୃତ୍ୟୁ ପରେ, ସୁସ୍ଥ ଏବଂ ମୂଲ୍ୟବାନ ଅଙ୍ଗ ଦାନ କରି ଅନ୍ୟ ମାନଙ୍କର ଜୀବନ ବଞ୍ଚାଇବା ପାଇଁ ଲୋକଙ୍କୁ ପ୍ରୋତ୍ସାହନ କରିବା ଏହି ଦିବସର ଉଦ୍ଦେଶ୍ୟ । ସ୍ୱର୍ଗତ ସୂରଜ ବେହେରାଙ୍କ ପିତାମାତା ଯିଏକି ଅନ୍ୟ ବ୍ୟକ୍ତିଙ୍କ ଜୀବନ ବଞ୍ଚାଇବା ପାଇଁ ସ୍ଵଇଚ୍ଛାରେ ନିଜ ମୃତ ପୁତ୍ରର ଅଙ୍ଗ ଦାନ […]
Read More Text.