ପ୍ରେମ ପାଇଁ ବଳଦ ଦଣ୍ଡ, ଦମ୍ପତିଙ୍କୁ ଗାଁ ଦାଣ୍ଡରେ ହଳ ବୁଲାଇଲେ ଗ୍ରାମବାସୀ
କୋରାପୁଟ : ପୁଣି ମଣିଷଙ୍କୁ ବଳଦ ଦଣ୍ଡ। ସଂପର୍କରେ ବିବାହ ଯୋଗୁଁ ଦଣ୍ଡିତ କଲେ ଗାଁ ଲୋକ। ପ୍ରେମ ପାଇଁ ବଳଦ ଦଣ୍ଡର ଏହି ଦୃଶ୍ୟ ଦେଖିବାକୁ ମିଳିଛି କୋରାପୁଟ ବନ୍ଧୁଗାଁ ବ୍ଳକ ଚିଡ଼ି ୱାଲସା ଗାଁରେ । ସଂପର୍କୀୟ ଭାଇ ଭଉଣୀ ବାହା ହେବାରୁ କଙ୍ଗାରୁ କୋର୍ଟରେ ଦଣ୍ଡ ଦେଇଛନ୍ତି ଗାଁ ଲୋକ। ସ୍ବାମୀ ସ୍ତ୍ରୀଙ୍କୁ କାନ୍ଧରେ ଜୁଆଳି ପକାଇ ଗାଁ ଦାଣ୍ଡରେ ହଳ ବୁଲାଇଥିଲେ। ସ୍ଥାନୀୟ ଲୋକଙ୍କ କହିବା କଥା, ହଳ କରିବା ଅର୍ଥ ମାଟି […]
Read More Text.