Img 20250624 wa0156

ରାଧାକୃଷ୍ଣ ପୂଜା ଉତ୍ସବର ୫୦ ବର୍ଷ ପୂର୍ତ୍ତି ପାଳନ ଉତ୍ସବ

ବାରିପଦା : ବାରିପଦା ସହର ଅନ୍ତର୍ଗତ ୮ ନମ୍ବର ୱାର୍ଡସ୍ଥିତ ଶଙ୍ଖପଟ୍ଟା ଛକରେ ପବିତ୍ର ରଜ ପର୍ବ ଉପଲକ୍ଷେ ନିଆରା ଢଙ୍ଗରେ ରାଧାକୃଷ୍ଣଙ୍କ ୫୦ ତମ ପୂଜା ଉତ୍ସବ ଅନୁଷ୍ଠିତ ହୋଇଯାଇଛି I ଚଳିତ ମାସ ୧୫ ତାରିଖ ଦିନ ବୁଢାରାଉଳ ମଠ ନିକଟସ୍ଥ ଚିପଟ ନିଦୀରୁ ଘଟ ଉତ୍ତୋଳନ ଯଥା ରୀତିନୀତିରେ କରାଯାଇ ଏକ ଶୋଭାଯାତ୍ରାରେ ପୂଜସ୍ଥଳୀରେ ପହଞ୍ଚିଥିଲା I ୧୦ ଦିନ ଧରି ରାଧାକୃଷ୍ଣଙ୍କ ଯୁଗଳ ମୂର୍ତ୍ତି ପୂଜା ପାଇ ଶେଷରେ ୨୪ ତାରିଖ […]

Read More Text.
Img 20250624 wa0146

ଜିଲ୍ଲା ସ୍ବାସ୍ଥ୍ୟ ସମିତି ପକ୍ଷରୁ ତମାଖୁ ମୁକ୍ତ ବିଦ୍ୟାଳୟ ସମ୍ପର୍କିତ ଏକ ଦିବସୀୟ ତାଲିମ କାର୍ଯକ୍ରମ ଅନୁଷ୍ଠିତ

ବାରିପଦା- ଆଜି ବାରିପଦା ଠାରେ ଜିଲ୍ଲା ମୂଖ୍ୟ ଚିକିତ୍ସା ଓ ଜନସ୍ବାସ୍ଥ୍ୟ ଅଧିକାରୀ ଡା. କିଶୋର କୁମାର ଆଚାର୍ଯ୍ୟଙ୍କ ଅଧ୍ୟକ୍ଷତାରେ  ତମାଖୁ ମୁକ୍ତ ବିଦ୍ୟାଳୟ ଲାଗି ଶିକ୍ଷକ ମାନଙ୍କ ନିମନ୍ତେ ଏକଦିବସୀୟ ତାଲିମ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି।  ଏହି ଅବସରରେ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ ତରଫରୁ ତମାଖୁ, ଅନ୍ୟାନ୍ୟ ନିଶା ଦ୍ରବ୍ୟ ତଥା ଅପମିଶ୍ରିତ ଓ ବିଷାକ୍ତ ମାଦକ ଦ୍ରବ୍ୟ ବ୍ୟବହାରର କୁପରିଣାମ ସମ୍ବନ୍ଧରେ ଅବଗତ କରାଇ  ଏହାର ବ୍ୟବହାରର କୁପ୍ରଭାବ ସ୍ୱରୂପ ନିଜେ ମାରାତ୍ମକ ରୋଗରେ […]

Read More Text.
Jag

ଦଶ ମୂଳ ମୋଦକ ଚୋରୀ ଘଟଣା; ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କଲେ ଜଗନ୍ନାଥ ସ୍ୱାଇଁ ମହାପାତ୍ର

ପୁରୀ: ଦଶ ମୂଳ ମୋଦକ ଚୋରୀ ଅଭିଯୋଗରେ ନୂଆ ମୋଡ । ଅନବସରରେ ମହାପ୍ରଭୁଙ୍କୁ ଦଶମୂଳ ମୋଦକ ଲାଗି ପୂର୍ବରୁ ୭୦ ମୋଦକ କମ୍ ପଡ଼ିବା ନେଇ ବାଡଗ୍ରାହୀଙ୍କ ଅଭିଯୋଗ ପରେ ଜୋର୍ ଧରିଛି ଚୋରି ଚର୍ଚ୍ଚା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଓ କମାଣ୍ଡରଙ୍କୁ ଏନେଇ ଚିଠି କରିଛନ୍ତି ବଳଭଦ୍ରଙ୍କ ବାଡଗ୍ରାହୀ ହଳଧର ଦାସ ମହାପାତ୍ର । ଚିଠିରେ ୭୦ଟି ମୋଦକ କମ୍ ରହିଥିବା ଅଭିଯୋଗ ହୋଇଥିବା ବେଳେ, ମାରା ମୋଦକ ମହାପ୍ରଭୁଙ୍କ ପାଖରେ ଲାଗି […]

Read More Text.
Wewre

କୋଇଲା ଖଣି ଲୁଟର ତଦନ୍ତ ପାଇଁ ଗୋପାଳପୁରରେ ଭିଜିଲାନ୍ସର ଏସ ଆଇ ଟି ଟିମ୍

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ ଭିଜିଲାନ୍ସ ଏସ ଆଇ ଟି ଟିମ । କୋଇଲା ଖଣି ଲୁଟର ତଦନ୍ତ ପାଇଁ ଗ୍ରାଉଣ୍ଡ ଜିରୋରେ ଏସ ଆଇ ଟିର ୧୦ ଜଣିଆ ଟିମ୍ ତଦନ୍ତ ଆରମ୍ଭ କରିଛନ୍ତି। ହେମଗିରି ଗୋପାଳପୁର କୋଇଲା ଖଣି ଲୁଟ ଘଟଣାରେ ତେଲେନଡିହି, ରତନସରା ଏବଂ ଭୋଗ୍ରାକଛାର ଜଙ୍ଗଲରେ ଛାନଭିନ୍ କରୁଛି ଟିମ୍। ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ ପରେ ତଦନ୍ତ ଆରମ୍ଭ ହୋଇଛି ।

Read More Text.
Krushna

ରାଜ୍ୟରେ ଆଉ ୫ଶହ ରାଇସ୍ ମିଲ୍‌ର ଆବଶ୍ୟକତା ରହିଛି: ଯୋଗାଣ ମନ୍ତ୍ରୀ

ଭୁବନେଶ୍ବର: ରାଜ୍ୟରେ ରାଇସ୍ ମିଲ୍ ଓ ଚାଉଳ ରପ୍ତାନୀ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ ବୟାନ । ମିଲ୍‌ ଅଭାବରୁ ଧାନ ଉଠାଇବାରେ ଅସୁବିଧା ହେଉଛି ବୋଲି କହିଲେ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସେ କହିଛନ୍ତି ଯେ, ଆମ ରାଜ୍ୟରେ ୧୪୦୦ ରାଇସ୍ ମିଲ୍ ରହିଥିବାବେଳେ, ଆହୁରି ୪ଶହରୁ ୫ଶହ ରାଇସ୍ ମିଲ୍‌ର ଆବଶ୍ୟକତା ରହିଛି । ମିଲ୍ ଖୋଲିଲେ ସରକାର ୫୦ ପ୍ରତିଶତ ସବ୍‌ସିଡି ଦେବେ । ରାଜ୍ୟରୁ ଉତ୍ପାଦିତ ଚାଉଳରୁ […]

Read More Text.
Surya

ଜୁନ ୨୫ରେ ସମ୍ବିଧାନ ହତ୍ୟା ଦିବସ ପାଳନ କରିବେ ରାଜ୍ୟ ସରକାର

ଭୁବନେଶ୍ବର: ରାଜ୍ୟ ସରକାର ସମ୍ବିଧାନ ହତ୍ୟା ଦିବସ ପାଳନ କରିବେ | ଭୁବନେଶ୍ଵର ରେଳ ଅଡିଟରିୟମରେ ପାଳିତ ହେବ ରାଜ୍ୟସ୍ତରୀୟ ସମ୍ବିଧାନ ହତ୍ୟା ଦିବସ କାର୍ଯକ୍ରମ | ରାଜନୀତି ବିଜ୍ଞାନର ଛାତ୍ରଛାତ୍ରୀମାନେ ଏହି କାର୍ଯ୍ୟକ୍ରମରେ ଭାଗ ନେବେ | ଏନେଇ ସୂଚନା ଦେଇ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ କହିଛନ୍ତି, ଜରୁରୀକାଳୀନ ପରିସ୍ଥିତିରେ ଗିରଫ ହୋଇଥିବା ଗଣତନ୍ତ୍ର ସେନାନୀମାନଙ୍କୁ କାର୍ଯ୍ୟକ୍ରମରେ ସମ୍ମାନିତ କରିବେ ମୁଖ୍ୟମନ୍ତ୍ରୀ | ସେ ସମୟରେ ଗିରଫ ହୋଇଥିବା ୫୬ଜଣଙ୍କୁ ସରକାର ପେନସନ ଦେଉଛନ୍ତି […]

Read More Text.
Image 2025 06 24t165405.326

‘ମୁଖ୍ୟମନ୍ତ୍ରୀ ସମୟ ଦେଉନାହାନ୍ତି, ରାଷ୍ଟ୍ରପତିଙ୍କୁ ଭେଟିବ ଏଆଇସିସି ତଥ୍ୟ ଅନୁଧ୍ୟାନ କମିଟି’

ଭୁବନେଶ୍ୱର: ଆମେ ଗୋପାଳପୁରରୁ ଫେରିବାପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିବାକୁ ଯାଇଥିଲୁ, ହେଲେ ସେ ସମୟ ଦେଉ ନାହାନ୍ତି । ରାଜ୍ୟରେ ବିଜେପି ସରକାରର ବର୍ଷେ ବିତିଗଲା, ହେଲେ ମହିଳା କମିଶନ ଚୟନ ହୋଇପାରିଲା ନାହିଁ । ଏଠାକାର ପ୍ରଶାସନ ଠିକ୍ କାମ କରୁନାହିଁ ବୋଲି କହିଛନ୍ତି ଗୋପାଳପୁର ଓ କେନ୍ଦୁଝର ଲଜ୍ଜା ଘଟଣାରେ କଂଗ୍ରେସର କେନ୍ଦ୍ରୀୟ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌ । ଆଜି କଂଗ୍ରେସ ପକ୍ଷରୁ ହୋଇଥିବା ସାମ୍ବାଦିକ ସମ୍ମିଳନୀ ଆହୁରି କୁହାଯାଇଛି ଯେ, ନାରୀ ନିର୍ଯାତନା ପ୍ରସଙ୍ଗରେ […]

Read More Text.
Minister e4

ଚୋରି ହୋଇନି ମହାପ୍ରଭୁଙ୍କ ମୋଦକ, ଅଭିଯୋଗକୁ ଖଣ୍ଡନ କଲେ ଆଇନ ମନ୍ତ୍ରୀ

ପୁରୀ : ଚୋରି ହୋଇନି ମହାପ୍ରଭୁଙ୍କ ମୋଦକ । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ମୋଦକ ଚୋରି ହୋଇଥିବା ନେଇ ବଡଠାକୁରଙ୍କ ବାଡଗ୍ରାହୀ ଦଳଧର ଦାସ ମହାପାତ୍ର କରିଥିବା ଅଭିଯୋଗକୁ ଖଣ୍ଡନ କରିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି ଏଭଳି ବିଭ୍ରାନ୍ତ ଗ୍ରହଣୀୟ ନୁହେଁ । ଯେଉଁମାନେ ଏଭଳି କରିଛନ୍ତି ସେମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନିଆଯିବ । କିଛି ଲୋକ ନିଜ ପତିଆରା ଦେଖେଇବା ପାଇଁ ମିଛ ପ୍ରଚାର କରିଛନ୍ତି । ମୋଦକ ଚୋରି ହୋଇନାହିଁ, ମୁଖ୍ୟ […]

Read More Text.
Gtljqxiw4aex 7j 680x430 1

ରାଜ୍ୟରେ ଖୋଲିବ ଆଉ ୯ଟି ନୂଆ ମେଡିକାଲ କଲେଜ: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟରେ ଖୋଲିବ ନୂଆ ମେଡିକାଲ କଲେଜ । ୨୦୨୫-୨୬ ବର୍ଷରେ ହିଁ ଆଉ ୯ଟି ମେଡିକାଲ କଲେଜ ଖୋଲିବ । ଏନେଇ ଆଜି ବଡ଼ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଜଗତସିଂପୁର, ଭଦ୍ରକ, ଢେଙ୍କାନାଳ, ନବରଙ୍ଗପୁରରେ ୪ଟି MBBS କଲେଜ ଖୋଲିବ । ସେହିପରି ସମ୍ବଲପୁରର ବୁର୍ଲାରେ, ବ୍ରହ୍ମପୁର, କେନ୍ଦୁଝର, ବଲାଙ୍ଗୀରରେ ୪ଟି ଡେଣ୍ଟାଲ କଲେଜ ହେବ ଓ ମୟୁରଭଞ୍ଜରେ ଗୋଟିଏ ଆୟୁର୍ବେଦ କଲେଜ ପ୍ରତିଷ୍ଠା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି। ରାଜ୍ୟରେ […]

Read More Text.
Kangaroo court

ଦଳିତ ଯୁବକଙ୍କୁ ଲଣ୍ଡା କରି ମାଡ଼ ମାରିଥିବା ଘଟଣାରେ ୯ ଗିରଫ, ଚିକିତ୍ସା ପାଇଁ ପ୍ରତି ପରିବାରକୁ ମିଳିଲା ୧୦ ହଜାର

ଗଞ୍ଜାମ: ଗାଁ ଦାଣ୍ଡରେ ଯୁବକଙ୍କୁ ଅଧା ଲଣ୍ଡା କଲେ, ଆଣ୍ଠେଇ ଆଣ୍ଠେଇ ବୁଲାଇଲେ । ସେତିକିରେ ମନ ଭରିଲାନି ଯେ ପୁଣି ଘାସ ଖୁଆଇ ନର୍ଦ୍ଦମା ପାଣି ମଧ୍ୟ ପିଆଇଲେ । ଗାଁ ଦାଣ୍ଡରେ ଏଭଳି କଙ୍ଗାରୁ କୋର୍ଟ ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳାଇ ଦେଇଛି । ଏହାକୁ ନେଇ ଦଳିତମାନେ ମେଳି କରିଛନ୍ତି । ଗଞ୍ଜାମ ଜିଲ୍ଲା ଖରୀଗୁମ୍ମାରୁ ଯାହାଡ଼ା ପର୍ଯ୍ୟନ୍ତ ଦୁଇଜଣଙ୍କୁ ଏଭଳି ଭୟଙ୍କର ନିର୍ଯାତନା ଦେବା ଘଟଣାରେ କାର୍ଯ୍ୟାନୁଷ୍ଠାନ ନେଇଛି ପୋଲିସ୍ । ଘଟଣାରେ […]

Read More Text.