ସିଏମସି ଯୁଗ୍ମ କମିସନରଙ୍କ ସମେତ ୩୦ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ପ୍ରସଙ୍ଗ, ମେୟର କହିଲେ- ଏହା ଆରମ୍ଭ ମାତ୍ର
କଟକ: ବିଳମ୍ବରେ ଅଫିସ ଆସିବା ଓ ସରକାରୀ କାର୍ଯ୍ୟରେ ଅବହେଳା ଅଭିଯୋଗରେ ସିଏମସି ଯୁଗ୍ମ କମିସନରଙ୍କ ସମେତ ୩୦ କର୍ମଚାରୀଙ୍କ ଉପରେ ଆକ୍ସନ ହୋଇଛି। ନୂଆ କମିସନର କିରନଦୀପ କୌର ସହୋତା ଜଣେ ଯୁଗ୍ମ କମିସନର ଏବଂ ୩୦ କର୍ମଚାରୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଛନ୍ତି। ଯାହା ଏବେ କଟକ ମହନଗର ନିଗମରେ ଆଲୋଡ଼ନ ସୃଷ୍ଟି କରିଛି। ତେବେ ଘଟଣାରେ ପ୍ରତିକ୍ରିୟା ରଖିଛନ୍ତି କଟକ ମେୟର ସୁବାସ ସିଂହ। ସେ କହିଛନ୍ତି ‘‘ଏହା ଆରମ୍ଭ ମାତ୍ର, […]
Read More Text.