୨୦ ରେ ବନ୍ଦ ରହିବ ଭୁବନେଶ୍ୱର ଓ କଟକ ମହାନଗରର ସମସ୍ତ ସ୍କୁଲ
ଭୁବନେଶ୍ୱର : ଆସନ୍ତା ୨୦ ତାରିଖରେ ଭୁବନେଶ୍ୱର ଓ କଟକରେ ବନ୍ଦ ରହିବ ସମସ୍ତ ସ୍କୁଲ। ଜୁନ ୨୦ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଗସ୍ତକୁ ଧ୍ୟାନରେ ରଖି ଭୁବନେଶ୍ବର ଓ କଟକ ମହାନଗର ସ୍ଥିତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ବିଦ୍ୟାଳୟ ବନ୍ଦ ରହିବ । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ପାଇଁ ବିଶାଳ ଜନ ସମାଗମ ହେବ । ଏହାକୁ ଦୃଷ୍ଟିରେ ରଖିରେ ସବୁ ସ୍କୁଲ ବନ୍ଦ ରଖିବାକୁ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ରହିଛି […]
Read More Text.