ପ୍ରକୃତି ମାତାର ସୁରକ୍ଷା ପାଇଁ ବୃକ୍ଷ ରୋପଣ ଜରୁରି
ବିଶ୍ୱ ପ୍ରକୃତି ସଂରକ୍ଷଣ ଦିବସ ଅବସରରେ ବୃକ୍ଷ ରୋପଣ ଓ ଆଲୋଚନା ଚକ୍ର ବାରିପଦା : ବିଶ୍ୱ ପ୍ରକୃତି ସଂରକ୍ଷଣ ଦିବସ ଅବସରରେ ଶାମାଖୁଣ୍ଟା ବ୍ଲକ ଅନ୍ତର୍ଗତ ଟିକରପଡା ସ୍ଥିତ ଏକଲବ୍ୟ ମଡେଲ ସ୍କୁଲ ପରିସରରେ ବୃକ୍ଷ ରୋପଣ ଓ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି l ଆମେ ମୟୂରଭଞ୍ଜିଆ ସଂଗଠନ ଓ ବାରିପଦା ବନଖଣ୍ଡ ମିଳିତ ସହଯୋଗ ରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମ ରେ ଏକ ଲବ୍ୟ ମଡେଲ ସ୍କୁଲ ର ଅଧ୍ୟକ୍ଷ ଅମିତ କୁମାର […]
Read More Text.