Photo for the bikasita krusi sankalpa

ଚାରିଗାଁରେ ବିକଶିତ କୃଷି ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

ଆଗରପଡ଼ା :ବନ୍ତ ବ୍ଳକ ଚାରିଗାଁ ପଂଚାୟତ ଚାରିଗାଁରେ ବିକଶିତ କୃଷି ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବ୍ଲକ କୃଷି ଅଧିକାରୀ ତୁଷାରକାନ୍ତ ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଜିଲ୍ଲା କୃଷି ଅଧିକାରୀ ଶଶିଭୂଷଣ ମହାପାତ୍ର,ଭଦ୍ରକ,ରାଣୀତାଲ ସ୍ଥିତ କୃଷି ବିଜ୍ଞାନ କେନ୍ଦ୍ର ବରିଷ୍ଠ ବୈଜ୍ଞାନିକ ବିଶ୍ୱରଜଂନ ସାମନ୍ତରାୟ, ଭୁବନେଶ୍ୱରସ୍ଥିତ ଆଇସିଏଆର ସିଆଇଡବ୍ଲ୍ୟଏ ବୈଜ୍ଞାନିକ ତାନିଆ ସେଠ୍‌, କୃଷି ଉଦ୍ୟାନ ପରିଚାଳକ ମଣ୍ଟୁ ଚୌଧୁରୀ ,ସରପଂଚ ପ୍ରତିନିଧି ବନମାଳୀ ବେହେରା,ପୂର୍ବତନ ସମିତି ସଭ୍ୟ ରାମଚନ୍ଦ୍ର ସାହୁ ପ୍ରମୁଖ […]

Read More Text.
Jee

ପ୍ରକାଶ ପାଇଲା OJEE-୨୦୨୫ ରେଜଲ୍ଟ

ଭୁବନେଶ୍ୱର : ପ୍ରକାଶ ପାଇଲା OJEE-୨୦୨୫ ରେଜଲ୍ଟ। ଶିଳ୍ପମନ୍ତ୍ରୀ ସମ୍ପଦ ସ୍ୱାଇଁ ଆନୁଷ୍ଠାନିକ ଭାବେ OJEE-୨୦୨୫ ରେଜଲ୍ଟ ଘୋଷଣା କରିଲେ। ojee.nic.in ୱେବ୍‌ସାଇଟ୍‌ରେ ଛାତ୍ରୀଛାତ୍ର ନିଜ ର଼୍ୟାଙ୍କ୍‌ କାର୍ଡ ପାଇପାରିବେ । ଗତ ମେ ୨ ତାରିଖରେ ଓଜେଇଇ ପରୀକ୍ଷା ଆରମ୍ଭ ହୋଇଥିଲା । ୧୨ ତାରିଖ ଯାଏ ୩ଟି ସିଫ୍ଟରେ ପରୀକ୍ଷା ହୋଇଥିଲା । ସମସ୍ତ ପରୀକ୍ଷା କମ୍ପ୍ୟୁଟର ବେସ୍‌ଡ ଟେଷ୍ଟ (ସିବିଟି) ମୋଡ୍‌ରେ ହୋଇଥିଲା । ଚଳିତ ବର୍ଷ ସମୁଦାୟ 92,488 ପରୀକ୍ଷାର୍ଥୀ ପଞ୍ଜୀକୃତ […]

Read More Text.
Screenshot 2025 06 10 191406

ବାଲି ମାଫିଆଙ୍କ ଗୁଣ୍ଡାରାଜ, ଖଣି ଅଧିକାରୀଙ୍କୁ ଗୋଡ଼ାଇ ଗୋଡ଼ାଇ ପିଟିଲେ

ବାଲେଶ୍ୱର : ବାଲି ମାଫିଆଙ୍କ ଗୁଣ୍ଡାରାଜ । ବାଲି ମାଫିଆଙ୍କ ମାଡ଼ରେ ଲହୁ ଲୁହାଣ ଖଣି ଅଧିକାରୀ ।  ଭ୍ୟାନରୁ ଟାଣିନେଇ ଗୋଡ଼ାଇ ଗୋଡ଼ାଇ ପିଟିଲେ ମାଫିଆ । ବାଲେଶ୍ବର ଜିଲ୍ଲା ରେମୁଣା ବ୍ଲକ ବୁଢ଼ାବଳଙ୍ଗ ନଦୀ କାଠସଂଗଡା ପାଖରେ ବେଆଇନ ବାଲି ଉତ୍ତୋଳନ ବେଳେ ଖଣି ଅଧିକାରୀ ଟିମ୍ ସହ ଚଢ଼ାଉ କରିଥିଲେ । ଏହି ସମୟରେ ଜୁନିଅର ମାଇନିଙ୍ଗ ଅଫିସର ତାପସ କୁମାର ବେହେରା ଓ ଡ୍ରାଇଭର ଦେବାଶିଷ ମହାନ୍ତିଙ୍କୁ ଆକ୍ରମଣ କରିଥିଲେ ମାଫିଆ । […]

Read More Text.
Je

ଲାଞ୍ଚ ନେଲା ବେଳେ ମହିଳା ସହକାରୀ ଯନ୍ତ୍ରୀଙ୍କୁ ଧରିଲା ଭିଜିଲାନ୍ସ

କୋରାପୁଟ:୮ ହଜାର ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ସହକାରୀ ଯନ୍ତ୍ରୀ । କୋରାପୁଟ ଜିଲ୍ଲା ଲମତାପୁଟ ବ୍ଲକ ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜା ମନରେଗା ଟଙ୍କା ରିଲିଜ କରିବାକୁ ୮ ହଜାର ଟଙ୍କା ଲାଞ୍ଚ ନେବାବେଳେ ଜୟପୁର ଭିଜିଲାନ୍ସ ଦ୍ୱାରା ଧରା ପଡିଛନ୍ତି। ଲମତାପୁଟସ୍ଥିତ ସରକାରୀ କ୍ୱାଟର୍ସଠାରେ ଏହି ୮ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି ସହକାରୀ ଯନ୍ତ୍ରୀ ସୁଚିସ୍ମିତା ପରିଜା । ପୂର୍ବରୁ ୫ ହଜାର ଟଙ୍କା ନେଇସାରିଥିଲେ […]

Read More Text.
Das

ବର୍ଷକ ଭିତରେ ରାଜ୍ୟରେ ବିଜେପି ସରକାର ୨୮ ହଜାର ନିଯୁକ୍ତି ଦେଇଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଜୁନ୍ ୧୨ ତାରିଖ ଅର୍ଥାତ୍ ଗୁରୁବାର ଓଡିଶାରେ ବିଜେପି ସରକାର ତାର ଶାସନର ପ୍ରଥମ ବର୍ଷ ପୂରଣ କରିବ । ଏହା ପୂର୍ବରୁ ରାଜ୍ୟ ସରକାର ଲୋକଙ୍କ ପାଇଁ କ’ଣ ସବୁ କରିଛନ୍ତି ସେନେଇ ଟିକ ନିକ କରି ହିସାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗଣମାଧ୍ୟମରେ ସେ କହିଛନ୍ତି ଯେ, ୧ ବର୍ଷ ଭିତରେ ଲୋକଙ୍କ ଆଶା ପୂରଣ କରିଛୁ । ଯାହା ପ୍ରତିଶ୍ରୁତି ଦିଆଯାଇଥିଲା ତାହା ପୂରଣ ହୋଇଛି । […]

Read More Text.
Ut

ଆର୍‌ପିଏସ୍‌ସି ଅଧ୍ୟକ୍ଷ ହେଲେ ଓଡ଼ିଆ ପୁଅ ଆଇପିଏସ୍ ଉତ୍କଳ ରଂଜନ ସାହୁ

ଭୁବନେଶ୍ବର/ଛେଣ୍ଡିପଦା: ଓଡ଼ିଆ ପୁଅ ଉତ୍କଳ ରଂଜନ ସାହୁଙ୍କୁ ରାଜସ୍ଥାନରେ ବଡ଼ ଦାୟିତ୍ବ ମିଳିଛି। ଭାରତୀୟ ପୁଲିସ ସେବା (ଆଇପିଏସ୍) ଅଧିକାରୀ ଶ୍ରୀ ସାହୁଙ୍କୁ ରାଜସ୍ଥାନ ସରକାର ରାଜ୍ୟର ଲୋକ ସେବା ଆୟୋଗର ନୂଆ ଅଧ୍ୟକ୍ଷ ପଦବିରେ ନିଯୁକ୍ତି ଦେଇଛନ୍ତି। ଏହି ପଦବିରେ ନିଯୁକ୍ତ ହେଲା ପରେ ୧୯୮୮ ବ୍ୟାଚ୍‌ର ଆଇପିଏସ୍ ଶ୍ରୀ ସାହୁ ନିଜର ଯୋଜନା ସଂପର୍କରେ ଗଣମାଧ୍ୟମର ପ୍ରତିନିଧିଙ୍କୁ ସୂଚନା ଦେଇଛନ୍ତି। ଶ୍ରୀ ସାହୁ କହିଛନ୍ତି ଯେ, ରାଜ୍ୟ ସରକାରଙ୍କ ଆଦେଶାନୁସାରେ ତାଙ୍କୁ ଦାୟିତ୍ବ ମିଳିଛି। […]

Read More Text.
Wrerwe

କଟକ ରାଣୀହାଟରେ ବିଭିନ୍ନ ଔଷଧ ଦୋକାନରେ ଚଢାଉ

କଟକ : କଟକ ରାଣୀହାଟ ସ୍ଥିତ ବିଭିନ୍ନ ଔଷଧ ଦୋକାନରେ ମଙ୍ଗଳବାର ଚଢାଉ କରାଯାଇଛି। ଡ୍ରଗ୍ସ କଣ୍ଟ୍ରୋଲ ବିଭାଗ ପକ୍ଷରୁ କଟକ ରାଣୀହାଟ ବଜାର ସ୍ଥିତ ଏକାଧିକ ଔଷଧ ଦୋକାନରେ ଟିମ୍ ଯାଞ୍ଚ କରିଛି। ଏହି ସବୁ ଦୋକାନରେ ବିକ୍ରି ହେଉଥିବା ଏମଟିପି କିଟ୍ ଓ ଗର୍ଭପାତ ଔଷଧର ଷ୍ଟକ୍ ଯାଞ୍ଚ କରିଛି ବିଭାଗ। ବିନା ପ୍ରେସକ୍ରିପସନରେ ଏହି ସବୁ କିଟ୍ ଓ ଔଷଧ ବିକ୍ରି ବେଇଆଇନ୍ ଥିବା ବେଳେ ନିର୍ଦ୍ଦିଷ୍ଟ କିଛି ଦୋକାନରେ ଏହାର ବ୍ୟାପକ […]

Read More Text.
Nav

ସରକାରଙ୍କ ବର୍ଷପୂର୍ତ୍ତି ନେଇ ନବୀନଙ୍କ ସମାଲୋଚନା

ଭୁବନେଶ୍ବର: ବିଜେପି ସରକାରଙ୍କ ବର୍ଷପୂର୍ତ୍ତି ଅବସରରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ସରକାରଙ୍କୁ ଖାଲି ପ୍ରଚାର ପ୍ରଚାର ସର୍ବସ୍ବ କହି କଡା ସମାଲୋଚନା କରିଛନ୍ତି ନବୀନ । ତେବେ ଆଜି ଶଙ୍ଖ ଭବନରେ ଆୟୋଜିତ ବିଜେଡିର ଜନଜାଗରଣ କାର୍ଯ୍ୟକ୍ରମରେ ବିଜେପି ସରକାରଙ୍କୁ ସମୋଲୋଚନା କରି ନବୀନ କହିଛନ୍ତି, ଭାରତୀୟ ଜନତା ପାର୍ଟି ସରକାର ଓଡିଶାର ଶାସନ ଦାୟୀତ୍ୱ ନେବାର ଏକ ବର୍ଷ ହୋଇଗଲା । କୁହାଯାଉଛି ସେମାନେ ଲୋକଙ୍କ […]

Read More Text.
Ramkrushna

ସରିଲା ରାମକୃଷ୍ଣ ଦାସ ମହାପାତ୍ରଙ୍କ ନିଲମ୍ବନ ଅବଧି; ଶ୍ରୀଜିଉଙ୍କ ସେନାପଟା ଲାଗି ନୀତିରେ ହେଲେ ସାମିଲ

ପୁରୀ : ସରିଲା ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କ ନିଲମ୍ବନ ଅବଧି ।  ନିଲମ୍ବନ ହଟିବା ପରେ ଶ୍ରୀମନ୍ଦିରକୁ ପ୍ରବେଶ କଲେ ରାମକୃଷ୍ଣ ଦାସ ମହାପାତ୍ର । କାଲି ଦେବସ୍ନାନ ପୂର୍ଣ୍ଣିମା ଥିବାରୁ ଆଜି ଦଇତାପତି ସେବା କାର୍ଯ୍ୟରେ ଯୋଗଦେଇଛନ୍ତି ।  ଶ୍ରୀଜିଉଙ୍କ ସେନାପଟା ଲାଗି ନୀତିରେ ସାମିଲ ହୋଇଛନ୍ତି । ସୂଚନା ଅନୁଯାୟୀ, ଗତ ମେ’ ମାସ ୧୧ ତାରିଖରେ ଶ୍ରୀମନ୍ଦିର ପରମ୍ପରା ବିରୋଧୀ କାର୍ଯ୍ୟ ଯୋଗୁ ୩୦ ଦିନ ପାଇଁ ରାମକୃଷ୍ଣ ଦାସ […]

Read More Text.
Sus

ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଗଲେ କନିଷ୍ଠ ଯନ୍ତ୍ରୀ

ଭୁବନେଶ୍ୱର: ବରଗଡ଼ ଜିଲ୍ଲାର ଜଣେ ଠିକାଦାରଙ୍କଠାରୁ ୮,୦୦୦ ଟଙ୍କା ଲାଞ୍ଚ ନେବା ଅଭିଯୋଗରେ ମଙ୍ଗଳବାର ଦିନ ଜଣେ କନିଷ୍ଠ ଯନ୍ତ୍ରୀ (JE)ଙ୍କୁ ଓଡ଼ିଶା ଭିଜିଲାନ୍ସ ଅଧିକାରୀମାନେ ଗିରଫ କରିଛନ୍ତି। ବରଗଡ଼ ଗାଇସିଲେଟ ବ୍ଲକ୍ ଡାଙ୍ଗବାହାଲ ପଞ୍ଚାୟତରେ କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟରତ ଥିଲେ ସୁସ୍ମିତା ଓରାମ୍। ମହିଳା କନିଷ୍ଠ ଯନ୍ତ୍ରୀ ସୁସ୍ମିତା ଓରାମ୍ ଗତ ଏକ ବର୍ଷ ହେବ ଚାକିରିରେ ଯୋଗ ଦେଇଥିଲେ। ହେଲେ ଅଧିକ ଅର୍ଥ ଉପାର୍ଜନର ଲୋଭ ଆଜି ସୁସ୍ମିତାଙ୍କୁ ମହଙ୍ଗା ପଡ଼ିଛି। ମନରେଗା […]

Read More Text.