Photo for the news of medical waste machine

ସ୍ୱାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ ଅଲୋଡ଼ା ହୋଇ ପଡ଼ିରହିଛି ଲକ୍ଷାଧିକ ଟଙ୍କାର ସରଞ୍ଜାମ

ଆଗରପଡ଼ା :ସରକାର ଉତ୍ତମ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ବିଭିନ୍ନ ଯୋଜନାରେ କୋଟିକୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ବିଭାଗୀୟ ଅଧିକାରୀଙ୍କ ଦୂର ଦୃଷ୍ଟିର ଅଭାବ ଯୋଗୁଁ ଏହି ସବୁ ଯୋଜନାର ସଫଳ ରୂପାୟନ ହୋଇପାରୁନଥିବା ଜଣାପଡ଼ିଛି । ଭଦ୍ରକ ଜିଲ୍ଲା ବନ୍ତ ବ୍ଳକ ଆଗରପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ତଥା ଏହା ଅଧିନରେ ଥିବା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ଏହିପରି ଦୃଷ୍ଟାନ୍ତ ଦେଖିବାକୁ ମିଳିଛି । ସୂଚନା ଅନୁଯାୟୀ ଆଗରପଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ତଥା ପ୍ରାଥମିକ […]

Read More Text.
Sn

ସୁବର୍ଣ୍ଣପୁର ଜିଲ୍ଲାରେ ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ

ସୁବର୍ଣ୍ଣପୁର: ଆଜି ମୁଖ୍ୟମନ୍ତ୍ରୀ  ମୋହନ ଚରଣ ମାଝୀ ସୁବର୍ଣ୍ଣପୁର ଜିଲ୍ଲା ଗସ୍ତରେ ଯାଇ ଜିଲ୍ଲାରେ ୩୨୩ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ପ୍ରକଳ୍ପ ମୂଲ୍ୟର ୫୬ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଉଦ୍‍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହି ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ୮୦ କୋଟି ଟଙ୍କା ମୂଲ୍ୟର ୧୧ଟି ପ୍ରକଳ୍ପ ଉଦ୍‍ଘାଟିତ ହୋଇଛି ଏବଂ ୨୪୪ କୋଟି ଟଙ୍କା ମୂଲ୍ୟର ୪୫ ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ହୋଇଛି । ଏହିସବୁ ପ୍ରକଳ୍ପ ଗୁଡ଼ିକ ମଧ୍ୟରେ […]

Read More Text.
Screenshot 2025 06 07 181705 750

ଆଗାମୀ ସ୍ନାନଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ମକ୍‌ଡ୍ରିଲ୍

ପୁରୀ: ଆଗାମୀ ସ୍ନାନଯାତ୍ରାକୁ ଶୃଙ୍ଖଳିତ ତଥା ସୁରକ୍ଷିତ ଭାବେ ସମ୍ପନ୍ନ କରିବା ପାଇଁ ଆରମ୍ଭ ହୋଇଛି ମକଡ୍ରିଲ। ଆଜି ବିଭିନ୍ନ ବିଭାଗ ମଧ୍ୟରେ ସୁସମନ୍ୱୟର ମକଡ୍ରିଲ୍ କରାଯାଇଛି। ଟାଉନ୍ ଥାନା ପରିସରର ସମନ୍ଵିତ ନିୟନ୍ତ୍ରଣ କକ୍ଷରେ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଅତିରିକ୍ତ ଜିଲ୍ଲାପାଳ ଶରତ ଚନ୍ଦ୍ର ବେହେରା ଅଧ୍ୟକ୍ଷତା କରିଛନ୍ତି। ସ୍ନାନଯାତ୍ରା ସମୟରେ କୌଣସି ଘଟଣା ଦୁର୍ଘଟଣା ଘଟିଲେ କିପରି ତାହାର ସଫଳ ମୁକାବିଲା ତ୍ୱରାନ୍ୱିତ ଭାବରେ କରାଯାଇ ପାରିବ ତାହାର କୌଶଳ ପ୍ରଦର୍ଶନ […]

Read More Text.
Bhs

ଭାସ୍କର ସମେତ ୭ ମାଓବାଦୀ ନୀପାତ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ରେ ମାଓବାଦୀଙ୍କୁ ଆଉ ତ୍ରାହୀ ନାହିଁ। ଲଗାତାର ଅପରେସନ ଜାରି ରହିଥିବା ବେଳେ ସଂଗଠନର ବଡ଼ବଡ଼ କ୍ୟାଡ଼ର ନକ୍ସଲଙ୍କର ମୃତ୍ୟୁ ସଂଗଠନକୁ ଏବେ ଚିନ୍ତାରେ ପକାଇଛି। ଗତ ତିନି ଦିନ ହେଲା ଇନ୍ଦ୍ରାବତୀ ଜାତୀୟ ଉଦ୍ୟନରେ ନକ୍ସଲ ସହ ଯବାନଙ୍କ ଗୁଳିବିନିମୟ ଚାଲିଛି। ଗତକାଲି ଇନ୍ଦ୍ରାବତୀ ଜାତୀୟ ଉଦ୍ୟାନରେ ହୋଇଥିବା ଏନକାଉଣ୍ଟରରେ ଆଉ ଜଣେ ଦୁର୍ଦାନ୍ତ ମାଓବାଦୀ ଭାସ୍କର ମୃତ୍ୟୁବରଣ କରିଛି। ପ୍ରକାଶ ଥାଉକି ଦୁଇ ଦିନ ତଳେ କେନ୍ଦ୍ରୀୟ କମିଟିର ସଦସ୍ୟ ସୁଧାକରର […]

Read More Text.
Train 2

କାନରେ ଇୟର ଫୋନ୍ ହେଲା କାଳ, ଟ୍ରେନ ଧକ୍କାରେ ଯୁବକ ମୃତ

ବାଲେଶ୍ଵର : ଟ୍ରେନ ଧକ୍କାରେ ଯୁବକ ମୃତ।  ଅସାବଧାନତା ପାଇଁ ଚାଲିଗଲା ମୂଲ୍ୟବାନ ଜୀବନ ।  କାନରେ ଇୟର ଫୋନ୍ ଲଗାଇ ଟ୍ରେନ ଟ୍ରାକରେ ଯାଉଥିବା ବେଳେ ଧକ୍କା ଦେଲା ଯାତ୍ରୀବାହୀ ଟ୍ରେନ ।  ବାଲେଶ୍ଵର ସହଦେବ ଖୁଣ୍ଟା ଅନ୍ତର୍ଗତ ଆନନ୍ଦ ବଜାର ଓଭର ବ୍ରିଜ ପାଖରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଇଷ୍ଟ କୋଷ୍ଟ ଏକ୍ସପ୍ରେସ ଧକ୍କାରେ ଯୁବକ ମୃତ ।  ମୃତ ଯୁବକଙ୍କ ପରିଚୟ ମିଳି ନାହିଁ ।  ସ୍ଥାନୀୟ ଲୋକେ କହିବା […]

Read More Text.
Bomb explosion

ଘର ଭିତରେ ବିସ୍ଫୋରଣ ଘଟି ମହିଳା ମୃତ, ଶିଶୁ ଆହତ

ଖୋର୍ଦ୍ଧା: ଘର ଭିତରେ ବିସ୍ଫୋରଣ ଘଟି ମହିଳା ମୃତ, ଶିଶୁ ଆହତ। ବୋଲଗଡ଼ ଥାନା ଖଙ୍ଗୁରିଆ ପଞ୍ଚାୟତ ଇଚ୍ଛାପୁର ଗାଁରେ ଘଟିଛି ଏଭଳି ଅଘଟଣ। ଆହତ ଶିଶୁ ବୋଲଗଡ଼ ମେଡିକାଲ୍‌ରେ ଭର୍ତ୍ତି ହୋଇଛି। ବିସ୍ଫୋରଣର କାରଣ ଜଣାପଡ଼ି ନଥିବା ବେଳେ ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ କରୁଛି। ବିସ୍ଫୋରଣରେ ୨୭ ବର୍ଷିୟା ଲିଲି ବେଗମ୍ ନାମକ ଜଣେ ମହିଳାଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ଜଣେ ମହିଳା ଓ ଶିଶୁ ଗୁରୁତର ହୋଇଛନ୍ତି। ସେମାନଙ୍କୁ […]

Read More Text.
Giraf

ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣା, ୪ ଗିରଫ

ବ୍ରହ୍ମପୁର : ବ୍ରହ୍ମପୁର ଗୋଳନ୍ଥରା ଥାନା ଅଞ୍ଚଳରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ ଘଟଣାରେ ୪ ଗିରଫ। ଅଭିଯୁକ୍ତଙ୍କୁ ଗିରଫ କଲା ଗୋଳନ୍ଥରା ଥାନା ପୋଲିସ। ଦୁଇ ଦିନ ଧରି ତିନୋଟି ସ୍ଥାନରେ ଦୁଇ ନାବାଳିକାଙ୍କୁ ଗଣଦୁଷ୍କର୍ମ କରିଥିଲେ ୪ ଜଣ ଅଭିଯୁକ୍ତ। ଗଣଦୁଷ୍କର୍ମ ପରେ ଆତ୍ମଗୋପନ କରିଥିଲେ ଅଭିଯୁକ୍ତ । ଦୁଇ ନାବାଳିକାଙ୍କ ଗାଁରେ ହିଁ ଅଭିଯୁକ୍ତମାନେ ଲୁଚି ରହିଥିଲେ। ଗିରଫ ପରେ ଆଜି ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି ପୋଲିସ । ଏକ ଶୁଭକାର୍ଯ୍ୟରେ ଯୋଗ ଦେବାକୁ […]

Read More Text.
Taiwan 750x430

ତାଇୱାନ୍‍ ଚାଓୟାଙ୍ଗ ବିଶ୍ୱବିଦ୍ୟାଳୟରୁ ଅଚ୍ୟୁତ ସାମନ୍ତଙ୍କୁ ୬୮ତମ ସମ୍ମାନସୂଚକ ଡକ୍ଟରେଟ୍‍

ଭୁବନେଶ୍ୱର: କିଟ୍ ଓ କିସ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କୁ ତାଇୱାନ୍‍ର ଚାଓୟାଙ୍ଗ ୟୁନିଭରସିଟି ଅଫ୍‍ ଟେକ୍ନୋଲୋଜି (ସିୱାଇୟୁଟି)ରୁ ସମ୍ମାନସୂଚକ ଡକ୍ଟରେଟ୍‍ ଡିଗ୍ରୀ ପ୍ରଦାନ କରାଯାଇଛି। ଶନିବାର ଅନୁଷ୍ଠିତ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଆନୁଷ୍ଠାନିକ ଭାବରେ ଅଚ୍ୟୁତଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଥିଲା। ଏହା ତାଙ୍କର ୬୮ ତମ ସମ୍ମାନସୂଚକ ଡକ୍ଟରେଟ୍ ବୋଲି ଜଣାପଡିଛି। ଶିକ୍ଷା ଜରିଆରେ ସମାଜର ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ତାଙ୍କୁ ଏହି ସମ୍ମାନ ପ୍ରଦାନ କରାଯାଇଛି। ଏଥିପାଇଁ ସିୱାଇୟୁଟିର ଶିକ୍ଷା ପରିଷଦ […]

Read More Text.
15chariot

ଚଳଚଞ୍ଚଳ ରଥଖଳା, ଉଠିଲା ତିନି ରଥର ଚାରିନାହାକା

ପୁରୀ : ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ଚଳଚଞ୍ଚଳ ରଥଖଳା । ଉଠିଲା ତିନି ରଥର ଚାରିନାହାକା । ସ୍ନାନଯାତ୍ରାରେ ଉଠିବାକୁ ଥିବା ଚାରି ନାହାକା ଆଜି ଉଠାଯାଇଛି । ଭୋଇ ସେବକମାନେ ତୃତୀୟ ନମ୍ବର ହରିବୋଲ ପକାଇଛନ୍ତି । ସେପଟେ ତିନି ରଥର ପାଞ୍ଚ ଦଣ୍ଡା ଉଭୟ ପାର୍ଶ୍ଵରେ ଗୋଟିଏ ଗୋଟିଏ ପୋଲ ଗୟଳ ଆଗ ଏବଂ ପଛ ନିରାଡି ସହ ସଂଯୁକ୍ତ ହୋଇଛି । ପୋଲ ଗୟଳକୁ ମୁଣ୍ଡାଇ ରଖିବା ପାଇଁ ସାତ ଗୋଟି ଟାଣ […]

Read More Text.
Heat

ରାଜ୍ୟରେ ୨-୩ ଡିଗ୍ରୀ ବଢିବ ତାପମାତ୍ରା

ଭୁବନେଶ୍ୱର: ଆଗାମୀ ପାଞ୍ଚ ଦିନ ମଧ୍ୟରେ ଓଡ଼ିଶାର କିଛି ସ୍ଥାନରେ ପ୍ରବଳ ଖରା ଅନୁଭୂତ ହେବାକୁ ଥିବା ବେଳେ ଆଉ କିଛି ଅଞ୍ଚଳରେ ବର୍ଷା, ବଜ୍ରପାତ ହେବାର ସମ୍ଭାବନା ଅଛି। ଭାରତୀୟ ପାଣିପାଗ ବିଭାଗ (ଆଇଏମଡି) ଜୁନ୍ ୧୨ ତାରିଖ ପର୍ଯ୍ୟନ୍ତ ଏନେଇ ହଳଦିଆ ସତର୍କତା ଜାରି କରିଛି। ଆଗାମୀ ୩ ଦିନ ମଧ୍ୟରେ ରାଜ୍ୟରେ ଦିନର ତାପମାତ୍ରା ୨-୩ ଡିଗ୍ରୀ ସେଲସିୟସ୍ ବୃଦ୍ଧି ପାଇବାର ସମ୍ଭାବନା ଅଛି। ଏହା ପରେ ତାପମାତ୍ରାରେ କୌଣସି ବଡ଼ ପରିବର୍ତ୍ତନ […]

Read More Text.