Ap

ଆର୍‌ଆଇଇରେ ନାମଲେଖା ଆବେଦନ ଆରମ୍ଭ, ୨୯ରେ ପ୍ରବେଶିକା ପରୀକ୍ଷା

ଭୁବନେଶ୍ୱର: ଶିକ୍ଷକ ଶିକ୍ଷାରେ କ୍ୟାରିଅର କରିବାକୁ ଚାହାଁନ୍ତି କି ? ତେବେ ଆପଣଙ୍କ ପାଇଁ ସୁବର୍ଣ୍ଣ ସୁଯୋଗ। ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ (ଆର୍‌ଆଇଇ)ରେ ଶିକ୍ଷକ ଶିକ୍ଷା ନାମଲେଖା ଆବେଦନ ଆରମ୍ଭ ହୋଇଛି। ୧୭ ତାରିଖ ପର୍ଯ୍ୟନ୍ତ ଆବେଦନ ସୁଯୋଗ ମିଳିବ। ୨୯ ତାରିଖରେ ପ୍ରବେଶିକା ପରୀକ୍ଷା ହେବ। ଚଳିତବର୍ଷ କମ୍ପ୍ୟୁଟର ବେସଡ୍‌ ଟେଷ୍ଟ (ସିବିଟି) ମୋଡ୍‌ରେ ପରୀକ୍ଷା ହେବ। ବିଏ ବିଏଡ୍‌, ବିଏସ୍‌ସି ବିଏଡ୍‌, ଏମ୍‌ଏସ୍‌ସିଏଡ୍‌, ବିଏଡ୍‌ ଏମ୍‌ଏଡ୍‌, ଏମ୍‌ଏ ଏମ୍‌ଏଡ୍‌ (ବୈଷୟିକ ଶିକ୍ଷା)ରେ ଆଗ୍ରହୀ ପ୍ରାର୍ଥୀମାନେ […]

Read More Text.
Rwet

ଓଡିଶା ରକ୍ତଦାତା ମହାସଂଘ ର ରକ୍ତଦାନ ଶିବିର ଆୟୋଜିତ, ୨୫ ୟୁନିଟ୍ ରକ୍ତ ସଂଗ୍ରହ

ଭୁବନେଶ୍ୱର:ପ୍ରବଳ ଗ୍ରୀଷ୍ମ ପ୍ରବାହ କୁ ଆଖିରେ ରଖି ଓଡିଶା ରକ୍ତଦାତା ମହାସଂଘ ପକ୍ଷରୁ ଦୁର୍ଗା ପୂଜା ମଣ୍ଡପ ରୁଚିକା ବଜାର ଭୁବନେଶ୍ୱର ଠାରେ ରୋଟାରୀ କ୍ଳବ୍ ବରମୁଣ୍ଡା ସହିଯୋଗ ରେ ଏକ ରକ୍ତ ଦାନ ଶିବିର ଆୟୋଜିତ ହୋଇଯାଇଅଛି। ଉକ୍ତ ଶିବିର ରେ ରୋଟାରୀ କ୍ଲବ ସଦସ୍ୟ ଓ ଜେବି ନିର୍ମାଣ କମ୍ପାନୀ ର କର୍ମଚାରୀ ରକ୍ତଦାନ କରି ଥିଲେ । ସର୍ବ ମୋଟ ୨୫ ୟୁନିଟ୍ ରକ୍ତ ସଂଗୃହୀତ ହୋଇ ପାରିଛି । ଯାହା କି […]

Read More Text.

ବୁଲେଟକୁ ଧକ୍କା ଦେଲା ଟ୍ୟାଙ୍କର, ମାମୁଁ ସହ ୨ ଭାଣିଜୀ ମୃତ

ବ୍ରହ୍ମପୁର : ମାମୁଁଙ୍କ ସାଙ୍ଗରେ ବୁଲେଟରେ ଖୁସିରେ ଯାଉଥିଲେ ଦୁଇ ଭାଣିଜୀ ।  ନୂଆ ଡ୍ରେସକିଣିବେ କିନ୍ତୁ ମୃତ୍ୟୁର ଦୂତ ଯେପରି ଛକି ଜଗିଥିଲା ଦିଗପହଣ୍ଡି ରାସ୍ତା ଉପରେ ।  ହଠାତ ଏକ ଟ୍ୟାଙ୍କର ସହିତ ବୁଲେଟର ମୁହାଁମୁହିଁ ଧକ୍କା ହୋଇଥିଲା  ।  ଘଟଣାସ୍ଥଳରେ ମାମୁଁ ଭାଣିଜୀ ଛିନ୍ନଛତ୍ର ହୋଇ ରାସ୍ତା ଉପରେ ପଡି ଉଡ଼ିଗଲା ପ୍ରାଣବାୟୁ  l ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ନିକଟରେ ଆଜି ଅପରାହ୍ନରେ ଘଟିଯାଇଛି  l  ସୂଚନା  […]

Read More Text.
Prabhati parida 1

ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ମିଳୁଥିବା ସମ୍ମାନ ନିମାପଡ଼ା-ଗୋପବାସୀଙ୍କର: ପ୍ରଭାତୀ ପରିଡ଼ା

ନିମାପଡ଼ା: ‘ଉତ୍କର୍ଷ ନିମାପଡ଼ା ସମ୍ମିଳନୀ’ର ଦ୍ୱିତୀୟ ଅଧିବେଶନରେ ବର୍ଷକର କାମ ବାବଦରେ ରିପୋର୍ଟ କାର୍ଡ ପ୍ରଦାନ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା ନିମାପଡ଼ା ବିଧାୟିକା ପ୍ରଭାତୀ ପରିଡ଼ା । ସେ ଏହି ଅବସରରେ କହିଛନ୍ତି, “ଦେଶ ବିଦେଶରେ ଓଡ଼ିଶାର ପ୍ରଥମ ମହିଳା ଉପମୁଖ୍ୟମନ୍ତ୍ରୀ ଭାବେ ମିଳୁଥିବା ସମ୍ମାନ ନିମାପଡ଼ା-ଗୋପବାସୀଙ୍କର ସମ୍ମାନ । ଗତ ନିର୍ବାଚନରେ ଅନେକ ଜନସାଧାରଣ, ଅନେକ ମହିଳା ଏବଂ ଅନେକ ଗୁରୁଜନଙ୍କ ଆଶୀର୍ବାଦ ମିଳିଛି । ସେମାନଙ୍କୁ କୃତଜ୍ଞତା ଜଣାଉଛି ।” ସେ ଆହୁରି ମଧ୍ୟ […]

Read More Text.
Lord jagannath yatra

କୋଭିଡ ସ୍ଥିତିରେ ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ନିର୍ଦ୍ଦେଶାବଳି, ଲକ୍ଷଣ ଥିଲେ ଆସନ୍ତୁ ନାହିଁ

ଭୁବନେଶ୍ୱର : କୋଭିଡ ସ୍ଥିତିରେ ରଥଯାତ୍ରା ପାଇଁ ସ୍ୱାସ୍ଥ୍ୟ ବିଭାଗର ସ୍ୱତନ୍ତ୍ର ନିର୍ଦ୍ଦେଶାବଳି। ରଥଯାତ୍ରା ପାଇଁ କୋଭିଡ ଭଳି ଲକ୍ଷଣ ଥିଲେ ରଥଯାତ୍ରା ଦେଖିବାକୁ ଯିବାକୁ ବାରଣ କଲା ସ୍ୱାସ୍ଥ୍ୟ ବିଭାଗ । ଥଣ୍ଡା ଲକ୍ଷଣ ଥିବା ବ୍ୟକ୍ତି, ବୟୋବୃଦ୍ଧ ବ୍ୟକ୍ତି ଓ କୋମରବିଡ଼ିଟି ବା ଗୁରୁତର ରୋଗ ରହିଥିବା ଲୋକେ ରଥଯାତ୍ରାକୁ ଯିବାକୁ ବାରଣ କଲା ସ୍ୱାସ୍ଥ୍ୟ ବିଭାଗ । ଯେଉଁମାନେ ଯାଉଛନ୍ତି ସେମାନେ ମାସ୍କ ପିନ୍ଧିବା ଓ ହାତ ଧୋଇବା, ସ୍ଵଛ ପିଇବା ପାଣି ପିଇବାକୁ […]

Read More Text.
Lc

ବର୍ଷା ପୂର୍ବରୁ ଡ୍ରେନ୍‍ ସମସ୍ୟାର ହେବ ସମାଧାନ: ନଗର ଉନ୍ନୟନ ମନ୍ତ୍ରୀ

ଭୁବନେଶ୍ୱର: ବର୍ଷା ପୂର୍ବରୁ ଡ୍ରେନ୍‍ ସମସ୍ୟାର ହେବ ସମାଧାନ। ସେହିଭଳି ଇସ୍କନରେ ବର୍ଷା ଜଳ ସମସ୍ୟାର ସମାଧାନ ପାଇଁ ଖୁବଶୀଘ୍ର ନିଆଯିବ ପଦକ୍ଷେପ। ଏନେଇ ସୂଚନା ଦେଇଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର। ମନ୍ତ୍ରୀ କହିଛନ୍ତି ବର୍ଷା ଜଳ ନିଷ୍କାସନ ପାଇଁ ସ୍ଥାୟୀ ସମାଧାନ କରାଯାଉଛି। ବର୍ଷା ଦିନ ପୂର୍ବରୁ ଡ୍ରେନର ସମସ୍ତ ସମାଧାନ କରାଯିବା ସହ ମୁକୁଳା ଡ୍ରେନରେ ସ୍ଲାବ୍‍ ପକାଇବାକୁ କୁହାଯାଇଛି। ସେହିପରି ଡ୍ରେନ୍‍ ସଫେଇ କାମକୁ […]

Read More Text.
Th

ଆଗାମୀ ୪ଦିନ ପାଇଁ ରାଜ୍ୟକୁ ବିଜୁଳି ଘଡଘଡିର ଭୟ, ଜାରି ହେଲା ୟଲୋ ୱାର୍ଣ୍ଣିଂ

ଭୁବନେଶ୍ୱର : ଆଗାମୀ ୪ଦିନ ପାଇଁ ରାଜ୍ୟକୁ ବିଜୁଳି ଘଡଘଡିର ଭୟ । ଜାରି ହେଲା ୟେଲୋ ୱାର୍ଣ୍ଣିଂ । ବିଜୁଳି ଘଡଘଡି ସହ ପବନର ବେଗ ୩୦ରୁ ୪୦କିଲୋମିଟର ରହିପାରେ । ଆସନ୍ତାକାଲି ଅର୍ଥାତ ୭ ତାରିଖରେ ରାଜ୍ୟରେ ବିକ୍ଷିପ୍ତ ଭାବରେ ବିଜୁଳି ଘଡଘଡିର ଆଶଙ୍କା ଥିବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ପବନର ମଧ୍ୟ ସମ୍ଭାବନା ରହିଛି । ଏହାପରେ ୮ତାରିଖକୁ ଉତ୍ତର ଓଡିଶାର ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ ଦକ୍ଷିଣ ଓଡିଶାର […]

Read More Text.
Screenshot 2025 06 06 125914

ବିକଶିତ କୋଟିଆ ପାଇଁ ରାଜ୍ୟ ସରକାରଙ୍କ ମାଷ୍ଟର ପ୍ଲାନ୍‍

ଭୁବନେଶ୍ୱର: କୋଟିଆକୁ ବିକଶିତ କରିବା ପାଇଁ ମାଷ୍ଟର ପ୍ଲାନ ପ୍ରସ୍ତୁତ କରୁଛନ୍ତି ରାଜ୍ୟ ସରକାର। ଏନେଇ ଆଜି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି। ଲୋକସେବା ଭବନରେ ଏହି ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠି ହେବ ବେଳେ ଏଥିରେ ବିଭିନ୍ନ ବିଭାଗର ସଚିବ ଓ ବିଧାୟକ ରଘୁରାମ ମାଛ ଉପସ୍ଥିତ ରହିଛନ୍ତି। କୋଟିଆ ବିବାଦର ସମାଧାନ ସହିତ ସେଠାରେ ବିକାଶ କରିବା ନେଇ ବୈଠକରେ ଆଲୋଚନା ହୋଇଥିବା ସୂଚନା ମିଳିଛି। ଅନ୍ୟପଟେ ବିକଶିତ […]

Read More Text.
Covid 6

ରାଜ୍ୟରେ କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୩୦, ସକ୍ରିୟ ୨୩

ଭୁବନେଶ୍ୱର : ରାଜ୍ୟରେ ଗତକାଲି ସୁଦ୍ଧା କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା ୩୦ରେ ପହଁଚିଛି । ଏବେ ୨୩ଟି କେଶ ସକ୍ରିୟ ଥିବାବେଳେ ୭ଜଣ କୋଭିଡ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଅନ୍ୟ ଆକ୍ରାନ୍ତ ଘରେ ରହି ଚିକିତ୍ସତ ହେଉଛନ୍ତି । କୋଭିଡ ନେଇ କେନ୍ଦ୍ର ସହ ଆଲୋଚନା ହୋଇଛି । କେନ୍ଦ୍ର ପକ୍ଷରୁ କଣ ଗାଇଡଲାଇନ ଆସିବ ତାଉପରେ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ନଜର ରଖିଛି । ରାଜ୍ୟ କୋଭିଡ ସ୍ଥିତି ନେଇ ସ୍ୱାସ୍ଥ୍ୟ ବିଭଗ ପକ୍ଷରୁ ଲୋକଙ୍କୁ […]

Read More Text.
Screenshot 2025 06 06 142610 750

ସିଏମଓ ଅଫିସ ନାଁ କହି ଠକେଇ, ଇଞ୍ଜିନିୟରଙ୍କଠାରୁ ୨ ଲକ୍ଷ ଠକିନେଲେ ଦୁର୍ବୃତ୍ତ

ଭୁବନେଶ୍ୱର: ସିଏମଓ ଅଫିସ ନାଁ କହି ଠକେଇ। ଇଞ୍ଜିନିୟରଙ୍କଠାରୁ ୨ ଲକ୍ଷ ଠକିନେଲେ ଦୁର୍ବୃତ୍ତ । ଠକେଇ ଶିକାର ହୋଇଛନ୍ତି ଅନୁଗୁଳ ରାସ୍ତା ଓ କୋଠାବାଡି ଡିଭିଜନର ଅଧୀକ୍ଷଣ ଯନ୍ତ୍ରୀ ପ୍ରତାପ ହରିପାଲ । ଜଣେ ବ୍ୟକ୍ତି ନିଜକୁ ସିଏମଓ ଅଫିସର କର୍ମଚାରୀ ପରିଚୟ ଦେଇ ୨ ଲକ୍ଷ ନଦେଲେ ତାଙ୍କୁ ମାଲକାନଗିରି ପଠାଇଦେବାର ଧମକ ଦେଇଥିଲେ। ଦୁଇଲକ୍ଷ ଟଙ୍କା ନେବା ପରେ ପୁଣୀ ୫ଲକ୍ଷ ଟଙ୍କା ମାଗିଥିଲେ ଠକ। ଏନେଇ ଗତ ୩ ତାରିଖରେ ଭୁବନେଶ୍ବର […]

Read More Text.