ଶିକ୍ଷାନୁଷ୍ଠାନରେ ମହିଳା ସହାୟତା ନମ୍ବର ୧୮୧ ପ୍ରଦର୍ଶନ ପାଇଁ କଡ଼ା ନିର୍ଦ୍ଦେଶ
ଭୁବନେଶ୍ୱର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟରେ ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ, ସମ୍ବଲପୁରସ୍ଥିତ ଗଙ୍ଗାଧର ମେହେର ବିଶ୍ବବିଦ୍ୟାଳୟର ବିଏଡ୍ ଛାତୀଙ୍କୁ ବିବାହର ପ୍ରତିଶ୍ରୁତି ଶାରୀରିକ ସଂପର୍କ ଭଳି ଘଟଣା ପରେ ରାଜ୍ୟ ସରକାର ସତର୍କ ହୋଇ ପ୍ରତିକାର ସ୍ବରୂପ ପଦକ୍ଷେପ ନେଇଛନ୍ତି। ଶିକ୍ଷାନୁଷ୍ଠାନରେ ମହିଳାମାନେ ଯେପରି ନିର୍ଯାତନ ନହେବେ ସେଥିପାଇଁ ଆବଶ୍ୟକ ପଦକ୍ଷେପ ଗ୍ରହଣ କରିଛନ୍ତି। ଏନେଇ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ରହିଥିବା ସମସ୍ତ ବିଶ୍ୱବିଦ୍ୟାଳୟ, ସରକାରୀ ମହାବିଦ୍ୟାଳୟ, ଅନୁଦାନ ପ୍ରାପ୍ତ ମହାବିଦ୍ୟାଳୟ […]
Read More Text.