ଏଥର ତୀର୍ଥଯାତ୍ରା ରେ ବୁଲିବେ ବରିଷ୍ଠ ନାଗରିକ ଅଯୋଧ୍ୟା – ବାରଣାସୀ ଏବଂ ରାମେଶ୍ୱରମ-ମଦୁରାଇ

ବାରିପଦା: ରାଜ୍ୟର ବରିଷ୍ଠ ନାଗରିକ ମାନଙ୍କୁ ଦେଶର ବିଭିନ୍ନ ତୀର୍ଥସ୍ଥାନ ଭ୍ରମଣ ସୁବିଧା ଯୋଗାଇ ଦେବା ନିମନ୍ତେ “ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନା” ରେ ଚଳିତ ବର୍ଷ ମୟୁରଭଞ୍ଜ ଜିଲ୍ଲାରୁ ୩୯୮ ଜଣ ବରିଷ୍ଠ ନାଗରିକ ଏହି ସୁଯୋଗ ପାଇ ପାରିବେ.ଏଥିପାଇଁ ପର୍ଯ୍ୟଟନ ବିଭାଗ ତରଫରୁ ଜଣେ ତୀର୍ଥ ଯାତ୍ରୀ ଙ୍କ ପାଇଁ ଟ.୨୧,୦୦୦/-ଙ୍କା ଖର୍ଚ୍ଚ କରା ଯିବା ନେଇ ସ୍ଥିର କରାଯାଇଛି.ଏହି ତୀର୍ଥ ଯାତ୍ରା ଉଦେଶ୍ୟରେ ପ୍ରଥମ ପର୍ଯ୍ୟାୟ ରେ ଏକ ସ୍ୱତନ୍ତ୍ର ରେଳ ବାଲେଶ୍ୱର […]

Read More Text.
Photo2 for the news of kadabaranga medical

ସ୍ୱାସ୍ଥ୍ୟକେନ୍ଦ୍ରରେ ସରକାରୀ ନିୟମକୁ ଫୁ, କାର୍ଯ୍ୟକ୍ଷମ ହୋଇପାରୁନି ମାଳମାଳ ପ୍ରକଳ୍ପ

ଆଗରପଡ଼ା :ସ୍ୱାସ୍ଥ୍ୟ ସେବାରେ ଉନ୍ନତି ଆଣିବା ପାଇଁ ସରକାର ଯୋଜନା ପରେ ଯୋଜନା ପ୍ରଣୟନ କରୁଥିବା ସ୍ଥଳେ ବିଭାଗୀୟ ଅଧିକାରୀଙ୍କ ଦୂରଦୃଷ୍ଟିର ଅଭାବ ଯୋଗୁଁ ଏହି ସବୁ ଯୋଜନାର ସଫଳ ରୂପାୟନକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି । ଏହିପରି ଏକ ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ବନ୍ତ ବ୍ଲକ କାଦବରାଙ୍ଗ ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର (ନୂତନ)ରେ । ଉକ୍ତ ସ୍ୱାସ୍ଥ୍ୟ କେନ୍ଦ୍ରରେ ସରାକାରୀ ନିୟମକୁ ପାଳନ କରାଯାଉନଥିବାରୁ ଏଥିପାଇଁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର,ଆଗରପଡ଼ା ଅଧିକାରୀ […]

Read More Text.
Photo1 for the news of odisha band(agarpara)

ବନ୍ତ-ଆଗରପଡ଼ାରେ ବନ୍ଦ ସଫଳ

ଆଗରପଡ଼ା :ଫକୀରମୋହନ ମହାବିଦ୍ୟାଳୟ ଛାତ୍ରୀ ସୌମ୍ୟାଶ୍ରୀ ବିଶିଙ୍କୁ ନ୍ୟାୟ ଦାବିରେ ଗୁରୁବାର କଂଗ୍ରେସ ଓଡ଼ିଶା ବନ୍ଦ ଡାକରାରେ ଏହି ଦଳ ସମେତ ୮ ଗୋଟି ବାମପନ୍ଥୀ ଦଳ ସମର୍ଥନରେ ଆଗରପଡ଼ା ଜୋନ୍‌ରେ ଓଡ଼ିଶା ବନ୍ଦ ଡାକରା ସମ୍ପୂର୍ଣ୍ଣ ସଫଳ ହୋଇଛି । ସମସ୍ତ ଯାନବାହନ ଚଳାଚଳ, ଦୋକାନ,ବଜାର,ସରକାରୀ ଓ ବେସରକାରୀ ଅନୁଷ୍ଠାନଗୁଡ଼ିକ ବନ୍ଦ ରହିଥିଲା । ଏଥିରେ ବନ୍ତ ବ୍ଲକ କଂଗ୍ରେସ ସଭାପତି ରାଜକିଶୋର ସ୍ୱାଇଁ, ଜୋନ୍ ସଭାପତି ରବିନାରାୟଣ ମହାନ୍ତି, ସରପଂଚ ସବିତା ନାୟକ, ପ୍ରାକ୍ତନ […]

Read More Text.
Arrested 738x430 1

ଦୁର୍ବ୍ୟବହାର ଅଭିଯୋଗ, ଯୁବକ ଗିରଫ

ଆଗରପଡ଼ା :ବୁଧବାର ଅପରାହ୍ନ ପ୍ରାୟ ୫ଟା ସମୟରେ ଭଦ୍ରକରୁ ଆଗରପଡ଼ାକୁ ଆସୁଥିବା ଏକ ଯାତ୍ରୀବାହୀ ମିନି ବସରେ ଦୁଇ ଭଉଣୀଙ୍କୁ ଦୁର୍ବ୍ୟବହାର ପ୍ରଦର୍ଶନ କରିବା ସହ ଅଶ୍ଳୀଳ ଇଙ୍ଗିତ କରିବା ଅଭିଯୋଗରେ ଆଗରପଡ଼ା ଥାନା ଅନ୍ତର୍ଗତ ମହାନ୍ତିପଡ଼ା ସ୍ଥିତ ବଉଳଢ଼ି ଗ୍ରାମର ରାଜେନ୍ଦ୍ର ସାହୁ(୩୬) ନାମକ ଯୁବକଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି ବୋଲି ଥାନାଧିକାରୀ ଦେବରାଜ ଜେନା ଗଣମାଧ୍ୟମ ପ୍ରତିନିଧିମାନଙ୍କୁ ସୂଚନା ଦେଇଛନ୍ତି । ଏ ସଂପର୍କରେ ଥାନା କେସ ନଂ୧୧୬/୨୫ରେ ମାମଲା […]

Read More Text.
Ww

ମାଓ ଦମ୍ପତିଙ୍କ ଆତ୍ମସମର୍ପଣ: ମୁଣ୍ଡରେ ଥିଲା ୫୦ ଲକ୍ଷ ଲେଖାଏଁ ପୁରସ୍କାର

ମାଲକାନଗିରି: ସୀମାନ୍ତ ତେଲେଙ୍ଗାନା ରାଚକୋଣ୍ଡା ପୁଲିସ ନିକଟରେ ଦୁର୍ଦାନ୍ତ ମାଓ ଦମ୍ପତି ଆତ୍ମସମର୍ପଣ କରିଛନ୍ତି। ଦୀର୍ଘ ୪୫ ବର୍ଷ ଧରି ସଂଗଠନରେ କାର୍ଯ୍ୟ କରିବା ପରେ ଏବେ ମୁଖ୍ୟସ୍ରୋତରେ ସାମିଲ ହୋଇ ବାକି ଜୀବନ ଖୁସିରେ କଟାଇବାକୁ ଚିନ୍ତା କରିଛନ୍ତି। ଏମାନେ ହେଲେ ଦଣ୍ଡକାରଣ୍ୟ ସ୍ବତନ୍ତ୍ର ଜୋନାଲ କମିଟିର ସଚିବ ତଥା ରାଜ୍ୟ କମିଟି ସଦସ୍ୟ ମାଲା ସଂଜୀବ ଅରଫ ଲେଙ୍ଗୁ ଦାଦା(୬୨) ଏବଂ ତାଂକ ପତ୍ନୀ ଷ୍ଟେଟ କମିଟି ମେମ୍ବର ପେରାଗୁଡା ପାର୍ବତୀ ଅରଫ ଦୀନା(୫୦)। […]

Read More Text.
Train

ଓଡ଼ିଶାରେ ରେଳ ଭିତ୍ତିଭୂମିକୁ ବଡ଼ ପ୍ରୋତ୍ସାହନ: ୨ଟି ପ୍ରକଳ୍ପ ପାଇଁ ୧୪୯ କୋଟି ମଞ୍ଜୁର

ଭୁବନେଶ୍ବର: ଓଡ଼ିଶାରେ ରେଳ ଭିତ୍ତିଭୂମି ବୃଦ୍ଧି କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ୧୪୯.୩୨ କୋଟି ମୂଲ୍ୟରେ ରାଣିତାଲ ଲିଙ୍କ କ୍ୟାବିନ୍ ଏବଂ ଭଦ୍ରକ ଷ୍ଟେସନ ମଧ୍ୟରେ ଚତୁର୍ଥ ଲାଇନକୁ ମଞ୍ଜୁର କରିଛି। ଏହି ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ହାଓଡ଼ା-ଚେନ୍ନାଇ ମୁଖ୍ୟ ଲାଇନ ସହିତ ଟ୍ରେନ ପରିଚାଳନାର କ୍ଷମତା ଏବଂ ଦକ୍ଷତାକୁ ଉଲ୍ଲେଖନୀୟ ଭାବରେ ବୃଦ୍ଧି କରିବ ଏବଂ ଧାମରା ଏବଂ ପାରାଦୀପ ବନ୍ଦରକୁ ମାଲ ପରିବହନ ସଂଯୋଗକୁ ଉନ୍ନତ କରିବ। ରାଣିତାଲ ଲିଙ୍କ […]

Read More Text.
G0qsmams odisha 625x300 17 july 25

ସବୁଆଡେ ପଡିଲା ବନ୍ଦର ପ୍ରଭାବ

ଭୁବନେଶ୍ବର: ଅଖିଳ ଭାରତୀୟ କଂଗ୍ରେସ କମିଟିର ତତ୍ତ୍ବାବଧାନରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ଆଜି ରାଜ୍ୟରେ ଆନ୍ଦୋଳନର ଡାକରା ଦେଇଥିଲା । ପୂର୍ବ ନିଷ୍ପତ୍ତି କ୍ରମେ କଂଗ୍ରେସ ତରଫରୁ ଡାକରା ଦିଆଯାଇଥିବା ଏହି ଆନ୍ଦୋଳନ ସକାଳ ୬ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଜାରି ରହିଥିଲା | ଏହି ଆନ୍ଦୋଳନ ସମୟରେ ଯାନବାହନ ଚଳାଚଳ ସଂପୂର୍ଣ୍ଣ ଭାବେ ବନ୍ଦ କରିବାକୁ କଂଗ୍ରେସ ନିଷ୍ପତ୍ତି ନେଇଥିବା ବେଳେ ସବୁଆଡେ ବନ୍ଦର ପ୍ରଭାବ ପରିଲକ୍ଷିତ ହୋଇଛି | ବାଲେଶ୍ବରସ୍ଥିତ […]

Read More Text.
Whatsapp 2025 07 17 20 54 15

ଆସିକା-ଚିକିଟିକୁ ମିଳିଲା ସ୍ୱତନ୍ତ୍ର ରାଷ୍ଟ୍ରପତି ପୁରସ୍କାର

ନୂଆଦିଲ୍ଲୀ/ଭୁବନେଶ୍ବର: ଦେଶର ସ୍ୱଚ୍ଛ ସହରଗୁଡ଼ିକର ତାଲିକା ପ୍ରକାଶ ପାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆବାସ ଏବଂ ସହରାଞ୍ଚଳ ବ୍ୟାପାର ମନ୍ତ୍ରଣାଳୟ (ଏମଓଏଚୟୁଏ) ଦ୍ୱାରା ଆୟୋଜିତ ସ୍ୱଚ୍ଛ ସର୍ବେକ୍ଷଣ ୨୦୨୪-୨୫ ପୁରସ୍କାର ପ୍ରଦାନ କରିଛନ୍ତି। କେନ୍ଦ୍ରମନ୍ତ୍ରୀ ମନୋହର ଲାଲ ଏବଂ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ତୋଖନ ସାହୁଙ୍କ ଉପସ୍ଥିତିରେ ୨୩ଟି ସୁପର ସ୍ୱଚ୍ଛ ଲିଗ୍ ସହରକୁ ପୁରସ୍କାର ଦିଆଯାଇଛି। ଅହମ୍ମଦାବାଦ, ଭୋପାଳ ଏବଂ ଲକ୍ଷ୍ନୌ ଶ୍ରେଷ୍ଠ ସ୍ୱଚ୍ଛ ସହର ଭାବରେ ଉଭା ହେବା ସହିତ ଭାରତର […]

Read More Text.
232

ବିଚାର ବିଭାଗୀୟ ତଦନ୍ତ ସହ ୨କୋଟି ଦେବାକୁ ଦାବି କଲା ବିଜେଡ଼ି

ଭୁବନେଶ୍ବର: ବାଲେଶ୍ବର ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ଆତ୍ମାହୁତି ଓ ମୃତ୍ୟୁ ଘଟଣା ନେଇ ରାଜ୍ୟ ସରକାରଙ୍କ ବିରୋଧରେ କଂଗ୍ରେସ ଆଜି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା ଦେଇଥିଲା। ଏହି ଘଟଣାକୁ ନେଇ ଭୁବନେଶ୍ବର ସାସଂଦ ଅପରାଜିତା ଷଡ଼ଙ୍ଗୀଙ୍କ ପ୍ରତିକ୍ରିୟା ଦେଲା ପରେ ଏହାକୁ ବିଜେଡି ଟାର୍ଗେଟ କରିଛି। ବିଜେଡି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ କରାଯାଇ ସାଂସଦ ଶ୍ରୀମତୀ ଷଡ଼ଙ୍ଗୀଙ୍କୁ ଟାର୍ଗେଟ କରାଯାଇଛି। ଗଣମାଧ୍ୟମର ପ୍ରତିନିଧିଙ୍କୁ ବିଜେଡି ସରକାରରେ ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆ […]

Read More Text.
Mohan majhi 1

ମୃତ୍ୟୁ ଓ ଅକ୍ଷମତା କ୍ଷେତ୍ରରେ ପଞ୍ଚାୟତ ପ୍ରତିନିଧିଙ୍କୁ ମିଳିବ ୨ ଲକ୍ଷ ଅନୁକମ୍ପାମୂଳକ ସହାୟତା

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ପଞ୍ଚାୟତ ପ୍ରତିନିଧିମାନଙ୍କ ପାଇଁ କାର୍ଯ୍ୟ ଅବଧି ସମୟରେ ମୃତ୍ୟୁ କିମ୍ବା ଅକ୍ଷମତା ଘଟିଲେ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ନିଷ୍ପତ୍ତି ଅନୁଯାୟୀ ପଞ୍ଚାୟତିରାଜ ବ୍ୟବସ୍ଥାରେ କାର୍ଯ୍ୟରତ ୱାର୍ଡ ମେମ୍ବରଙ୍କଠୁ ଆରମ୍ଭ କରି ଜିଲ୍ଲା ପରିଷଦ ସଭାପତିଙ୍କ ପର୍ଯ୍ୟନ୍ତ ସମସ୍ତେ ଏଥିରେ ଅନ୍ତର୍ଭୁକ୍ତ ହେବେ। ପଞ୍ଚାୟତ ପ୍ରତିନିଧି ମାନଙ୍କ କାର୍ଯ୍ୟଅବଧି ସମୟରେ କୌଣସି କାରଣରୁ ମୃତ୍ୟୁ ଘଟିଲେ ତାଙ୍କର ନିକଟତମ ସମ୍ପର୍କୀୟଙ୍କୁ ୨ […]

Read More Text.