ଆନ୍ଦୋଳନ ବେଳେ ହାତଯୋଡି କ୍ଷମା ମାଗିଲେ ଭକ୍ତ
ଭୁବନେଶ୍ୱର,୧୭।୭: FM କଲେଜ ଛାତ୍ରୀ ସୌମ୍ୟାଶ୍ରୀଙ୍କୁ ନ୍ୟାୟ ଦେବା ଦାବିରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ । ବୁଧବାର ବିଜେଡି ଆନ୍ଦୋଳନ କରିଥିବାବେଳେ ଆଜି ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗେସ। ଲୋୟର ପିଏମଜିରେ ଆନ୍ଦୋଳନ କରୁଛି କଂଗ୍ରେସ। ଯେଉଁଥିରେ ପୂରା ରାଜଧାନୀ ଉଠୁଛି ପଡୁଛି। ଏହି ସମୟରେ ଭକ୍ତ ବଡ଼ ବୟାନ ଦେଇ କହିଛନ୍ତି, ନ୍ୟାୟର ଲଢ଼େଇରେ ଜନସାଧାରଣ ସମର୍ଥନ କରନ୍ତୁ। ନ୍ୟାୟ ନମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ହେବ। ଓଡ଼ିଶାରେ ନାରୀ ନିର୍ଯାତନା ବଢ଼ିଛି, ସୁରକ୍ଷା ଦରକାର। […]
Read More Text.