କଟିଲେ ୨୪.୩୩ ଲକ୍ଷ ଭୋଟର ! ସେପ୍ଟେମ୍ବର ୨୧ରେ ପ୍ରକାଶ ପାଇବ ଚୂଡ଼ାନ୍ତ ଭୋଟର ତାଲିକା
ଭୁବନେଶ୍ୱର: ରାଜ୍ୟରେ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ(ଏସ୍ଆଇଆର୍) ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପଞ୍ଜୀକରଣ ଓ ସଂଶୋଧନ ପାଇଁ ନିର୍ଦ୍ଧାରିତ ଦାବି ଓ ଆପତ୍ତି ଦାଖଲ ସମୟସୀମା ବୁଧବାର ସମାପ୍ତ ହୋଇଛି। ସେପ୍ଟେମ୍ବର ୧୭ ସୁଦ୍ଧା ନୋଟିସ୍ ପର୍ଯ୍ୟାୟ ସହ ସମସ୍ତ ଦାବି ଓ ଆପତ୍ତିର ଅନ୍ତିମ ଫଇସଲା କରାଯିବ। ସେପ୍ଟେମ୍ବର ୨୧ରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ୨୦୨୬, ମେ’ ୧୫ ସୁଦ୍ଧା ରାଜ୍ୟର ମୋଟ ଭୋଟର୍ ସଂଖ୍ୟା ୩ କୋଟି ୩୪ […]
Read More Text.