Grievance cell

୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର: ୨୧ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ଏନେଇ ସୂଚନା ଜାରି କଲା ସାଧାରଣ ପ୍ରଶାସନ ବିଭାଗ। ଅନିବାର୍ଯ୍ୟ କାରଣ ଯୋଗୁଁ ବନ୍ଦ ରହିବ ଅଭିଯୋଗ ଶୁଣାଣି। ଜୁଲାଇ ୭ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଜୁନ ୩୦ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରି ଅଭିଯୋଗ ଦାଖଲ ପାଇଁ ଯେଉଁମାନେ ପୂର୍ବରୁ ପଞ୍ଜୀକରଣ କରିଥିଲେ, ଏହି ଶୁଣାଣି କେବଳ ସେମାନଙ୍କ ପାଇଁ ଉଦ୍ଦିଷ୍ଟ ଥିଲା। ପରବର୍ତ୍ତୀ ଶୁଣାଣି […]

Read More Text.
Santrupta 750x430

‘ଓଡିଶା ସରକାରଙ୍କ ସମସ୍ତ ଗୁଳି ସରିବା ଯାଏ ଲଢିବ ବିଜେଡି’: ପୋଲିସ୍ ଆକ୍ସନ ନେଇ ବର୍ଷିଲେ ସଂତୃପ୍ତ ମିଶ୍ର

ଭୁବନେଶ୍ବର: ବାଲେଶ୍ବର ଏଫଏମ ବିଏଡ୍ ଛାତ୍ରୀ ସୌମ୍ୟାଶ୍ରୀ ବିଶି ମୃତ୍ୟୁ ମାମଲାରେ ଆଜି ବିରୋଧୀ ବିଜେଡି ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିବା ବେଳେ ମୁହଁମୁହିଁ ହୋଇଥିଲା ପୋଲିସ୍ ବିଜେଡି କର୍ମୀ । ଯେଉଁଥିରେ ଆନ୍ଦୋଳନକାରୀ ବିଜେଡି ନେତାଙ୍କୁ ପୋଲିସ୍ ରୋକିବାକୁ ଚେଷ୍ଟା କରି ଟିୟର ଗ୍ୟାସ, ରବର ବୁଲେଟ ଏବଂ ପାଣିମାଡ କରିଥିଲା ।  ଯେଉଁଥିରେ ଅନେକ ବିଜେଡି ନେତା ଆହତ ହୋଇଥିବା ବେଳେ ବବି ଦାସ, ପ୍ରିତିରଞ୍ଜନ ଘଡାଇ, ଏବଂ ସାଂସଦ ସୁଲତା […]

Read More Text.
Kidney

କଟକ ଏସସିବି ମେଡିକାଲରେ ପୁଣି ସଫଳ ହେଲା କିଡନୀ ପ୍ରତିରୋପଣ ଅସ୍ତ୍ରୋପଚାର

କଟକ ଏସସିବି ମେଡିକାଲରେ ପୁଣି ସଫଳ ହେଲା କାର୍ଡାଭାରିକ କିଡନୀ ପ୍ରତିରୋପଣ ଅସ୍ତ୍ରୋପଚାର। ଗତ କାଲି ବିଳମ୍ବିତ ରାତିରେ କାଡାଭୋରିକ୍ କିଡନି ପ୍ରତିରୋପଣ ହୋଇଛି । ସୌମ୍ୟଙ୍କ ପାଇଁ ଲକ୍ଷ୍ମୀନାରାୟଣ ପାଇଲେ ନୂଆ ଜୀବନ । ପୁରା ପରିବାରରେ ଖେଳିଯାଇଛି ଆନନ୍ଦର ଲହରୀ । ଖୋର୍ଦ୍ଧା କଣ୍ଟିଲୋ ଅଞ୍ଚଳର ସୌମ୍ୟରଞ୍ଜନ ବେହେରା (୩୭)ଙ୍କ କିଡନି କେନ୍ଦ୍ରାପଡ଼ା ଜିଲ୍ଲା ଇନ୍ଦୁପୁର ଅଞ୍ଚଳର ଲକ୍ଷ୍ମୀନାରାୟଣ ପତି (୪୩)ଙ୍କ ଶରୀରରେ ସଫଳତାର ସହ ପ୍ରତିରୋପଣ କରାଯାଇଛି। ତେବେ ଗତ ୧୨ ତାରିଖରେ […]

Read More Text.
Swas

ସୌମ୍ୟାଶ୍ରୀଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିଥିବା ଯୁବକଙ୍କ ମା‘ଙ୍କ ସହ କଥା ହେଲେ ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ସିନା ସୌମ୍ୟାଶ୍ରୀ ନାହାନ୍ତି, ହେଲେ ତାଙ୍କୁ ବଞ୍ଚାଇବା ପାଇଁ ଶତ ଚେଷ୍ଟା କରିଥିବା ଯୁବକ ଜଣଙ୍କ ପୋଡାଜଳା ଯନ୍ତ୍ରଣା ସହ ଯୁଝି ହେଉଛନ୍ତି । ହେଲେ ତାଙ୍କୁ ଅଣଦେଖା କରାଯାଇଛି । ଯାହା ବିଭିନ୍ନ ଗଣମାଧ୍ୟମରେ ଆଜି ସକାଳୁ ପ୍ରକାଶ ପାଇବା ପରେ ଆହତ ଉଦ୍ଧାର ଉଦ୍ୟମକାରୀ ଯୁବକଙ୍କ ସହ କତା ହୋଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।ଏନେଇ ନିଜ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି । ଲେଖିଛନ୍ତି,  ଫକିର ମୋହନ ସ୍ୱୟଂ ଶାସିତ […]

Read More Text.
Puri 1

ପୁରୀ ଜିଲ୍ଲାର ବିଭିନ୍ନ ବ୍ଲକରେ ବଢୁଛି ହଇଜା ଆକ୍ରାନ୍ତଙ୍କ ସଂଖ୍ୟା, ଝାଡାବାନ୍ତିରେ ୧ ମୃତ୍ୟୁ

ପୁରୀ : ପୁରୀ ଜିଲ୍ଲାର ବିଭିନ୍ନ ବ୍ଲକରେ ପ୍ରତିଦିନ ହଇଜା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଛି ।  ବିଶେଷ କରି କଣାସ ଅଞ୍ଚଳରେ ଝାଡାବାନ୍ତିରେ ଜଣଙ୍କ ମୃତ୍ୟୁ ହେବା ସହ ପ୍ରତିଦିନ ୧୫ରୁ ୨୦ଜଣ ଝାଡାବାନ୍ତିରେ ଆକ୍ରାନ୍ତ ହେଉଛନ୍ତି । କଣାସ ବ୍ଲକରେ ପରିସ୍ଥିତି ଉପରେ ତୀକ୍ଷ୍ମ ନଜର ରଖାଯାଇଛି ।  ଓଭର ହେଡ୍ ଟ୍ୟାଙ୍କକୁ କ୍ଲୋରିଫିକେଶନ ସହ ବାଇପାସ ଉତ୍ସ କୌଣସି ପରିସ୍ଥିତିରେ ବ୍ୟବହାର ହେବ ନାହିଁ ବୋଲି ନିର୍ଦ୍ଦେଶ ଦିଆଯାଇଛି । ବିଶୁଦ୍ଧ ପାନୀୟ ଜଳ ଯୋଗାଯାଉଛି।  […]

Read More Text.
Mixcollage 16 jul 2025 03 19 pm

ବିଜେଡିର ବିକ୍ଷୋଭ ପ୍ରଦର୍ଶନ; ପ୍ରଣବ ଦାସ ଏବଂ ପ୍ରୀତିରଞ୍ଜନ ଘଡ଼ାଇ ଆହତ

ଭୁବନେଶ୍ୱର: ଭୁବନେଶ୍ୱରର ଲୋକସେବା ଭବନ ଅଭିମୁଖେ ବିଜେଡିର ପଦଯାତ୍ରା ସମୟରେ ଦଳୀୟ ନେତା ପ୍ରଣବ ପ୍ରକାଶ ଦାସ ଏବଂ ପ୍ରୀତିରଞ୍ଜନ ଘଡ଼ାଇ ଆହତ ହୋଇଛନ୍ତି। ଏଫଏମ କଲେଜର ୨୦ ବର୍ଷୀୟ କଲେଜ ଛାତ୍ରୀଙ୍କ ପାଇଁ ନ୍ୟାୟ ଦାବି କରି ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା। ସୂଚନା ଅନୁଯାୟୀ, ଶତାଧିକ ବିଜେଡି କର୍ମୀ ମାଷ୍ଟର କ୍ୟାଣ୍ଟିନ୍ ଛକରୁ ରାଜ୍ୟ ସଚିବାଳୟ ଅଭିମୁଖେ ପଦଯାତ୍ରା କରିବା ସମୟରେ ପୋଲିସ ଲୁହବୁହା ଗ୍ୟାସ୍ ସେଲ୍ ଏବଂ ପାଣି ମାଡ କରାଯାଇଥିଲା। ସୁରକ୍ଷା […]

Read More Text.
Bjd 2

ରଣକ୍ଷେତ୍ର ପାଲଟିଲା ଭୁବନେଶ୍ବର ଲୋକୟର ପିଏମଜି

ଭୁବନେଶ୍ବର: ସୌମ୍ୟାଶ୍ରୀଙ୍କ ମୃତ୍ୟୁ ମାମଲାକୁ ନେଇ ଏବେ ଉଠୁଛି ପଡୁଛି ଓଡିଶା । ବାଲେଶ୍ବର ଠାରୁ ଭୁବନେଶ୍ବର ସବୁଠି ବିରୋଧର ସ୍ବର ଦେଖିବାକୁ ମିଳୁଛି । ରଣକ୍ଷେତ୍ର ପାଲଟିଛି ଭୁବନେଶ୍ବର ଲୋକୟର ପିଏମଜି । ଆଜି ବିରୋଧୀ ବିଜେଡି ଲୋକସେବା ଭବନ ଘେରାଉ କରିବାକୁ ଉଦ୍ୟମ କରିଥିବା ବେଳେ ପୋଲିସ୍ ସହ ମୁହଁମୁହିଁ ହୋଇଥିଲେ । ବ୍ୟାରିକେଡ୍ ଡେଇଁ ଧସେଇ ଫସିବା ବେଳେ ଦୁଇ ଜଣ ବିଜେଡି ନେତା ଆହତ ହୋଇଥିବା ସୂଚନା ମିଳିଛି । ମିଳିଥିବା […]

Read More Text.
Img 20250715 wa0164

ରାଜ୍ୟସ୍ତରୀୟ ସାହାଣୀ କପ ଫୁଟବଲ ଚମ୍ପିୟାନସିପ ପାଇଁ ମୟୁରଭଞ୍ଜର ୨୫ ଜଣିଆ ଦଳ ଘୋଷିତ 

ବାରିପଦା : ଫୁଟବଲ ଏସୋସିଏସନ ଅଫ ଓଡିଶା ଆନୁକୂଲ୍ୟରେ ଗଞ୍ଜାମ ଜିଲ୍ଲାର ବ୍ରହ୍ମପୁର ଠାରେ ଅନୁଷ୍ଠିତ ହେବାକୁ ଥିବା ୬୪ ତମ ରାଜ୍ୟସ୍ତରୀୟ ବରିଷ୍ଠ ଆନ୍ତଃଜିଲ୍ଲା ଫୁଟବଲ ଚମ୍ପିୟାନସିପରେ ଅଂଶଗ୍ରହଣ କରିବା ପାଇଁ ମୟୁରଭଞ୍ଜର ୨୫ ଜଣିଆ ଦଳ ଘୋଷିତ ହୋଇଯାଇଛି I ରାଇସେନ ଟୁଡୁ (ଅଧିନାୟକ), ମାନଚିତ୍ର ମାର୍ଣ୍ଡି (ଉପ ଅଧିନାୟକ) ଙ୍କ ସମେତ ଜୀବନ ବାସ୍କେ, ନାରଣ ମୁଣ୍ଡା, ଵିଶାଲ ଟୋପୋ, ରାମଚନ୍ଦ୍ର ହେମ୍ବ୍ରମ, ସିପୁନ ହାଁସଦା, ଜିତମଲ ଟୁଡୁ, ମାଙ୍ଗତ ମାର୍ଣ୍ଡି, ରାମଚନ୍ଦ୍ର […]

Read More Text.
Rewrwe

ଅପହୃତ ନାବାଳିକା ଝିଅ ଫେରି ପାଇବାକୁ ନେଇ ବାପମା’ଙ୍କ ଜିଲ୍ଲାପାଳଙ୍କ ଠାରେ ଆକୁଳ ନିଵେଦନ

ବାରିପଦା: ମୟୂରଭଂଜ ଜିଲ୍ଲାର ଵହଳଦା ଥାନା ଅନ୍ତର୍ଗତ କୁଚିଣ୍ଡା ଗ୍ରାମର ଅନିଲ ମହାନ୍ତ ଏବଂ ତାଙ୍କ ପତ୍ନୀ ପୁଷ୍ପଵତୀ ମହାନ୍ତ ଗତ  ୨୬/୦୫/୨୫ ରେ ରାତିରେ ଖିଆପିଆ ଶୋଇଥିବାବେଳେ  ତାଙ୍କର  ୧୫ ବର୍ଷ ର ଝିଅ  ଘର ଛାଡ଼ି ପଳାଇଥିଲେ ।ଏହାକୁ ନେଇ ସେମାନେ ଵହଳଦା ଥାନାରେ ୨୮/୦୫ /୨୫ ତାରିଖରେ ଝିଅ ଅପହରଣ ମାମଲା ନେଇ ଲିଖିତ ଅଭିଯୋଗ କରିଥିଲେ ।ତାଙ୍କ ନାବାଳିକା ଝିଅକୁ ରାଇରଙ୍ଗପୁର ଟାଉନ ଥାନା ଅନ୍ତର୍ଗତ ଦାଣ୍ଡବୋଷ ଗ୍ରାମର‌  ଖଳା ପାତ୍ରଙ୍କ ପୁଅ […]

Read More Text.
Img 20250715 wa0214

ବିଜୁ ଜନତା ଦଳ ପକ୍ଷରୁ ବିକ୍ଷୋଭ ଓ କୁଶ ପୁତ୍ତଳିକା ଦାହ

ବାରିପଦା : ଫକିର ମୋହନ କଲେଜ ଛାତ୍ରୀ ସୌମ୍ଯାଶ୍ରୀ ବିଶି(୨୦) ଙ୍କ ଆତ୍ମାହୂତି ଘଟଣାରେ ବାମନଘାଟି  ଉପଖଣ୍ଡ ଵିଜେଡି ର ସମସ୍ତ ଶାଖା ତରଫରୁ ଆଜି ମଙ୍ଗଳବାର ଅପରାହ୍ନ ୫ ଘଟିକା ରେ ସ୍ଥାନୀୟ ଦୁର୍ଗା ମଣ୍ଡପ ଛକରେ ବିକ୍ଷୋଭ କରାଯିବା ସହ ଅଧଘଣ୍ଟାଏ ଜାତୀୟ ରାଜପଥ ରୋକ କରାଯାଇଥିଲା ।ବିଶେଷ କରି ଛାତ୍ରୀଙ୍କୁ ଦୁଃଖଦ ମୃତ୍ୟୁ ପାଇଁ ବିଜେଡି ପକ୍ଷରୁ କଲେଜ ଅଧ୍ୟକ୍ଷ ଦିଲିପ ଘୋଷ,ଏଡୁକେସନ ଅଧ୍ୟାପକ ଯୌନପିପାଷୁ ସମୀର ସାହୁ,,ସହଦେବ ଖୁଣ୍ଟା ଥାନାଧିକାରୀ ଅଜୟ ମୁର୍ମୁ,,ବାଲେଶ୍ଵର […]

Read More Text.