ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା : ଆସନ୍ତାକାଲି ଲୋକସେବା ଭବନ ଘେରାଉ କରିବ ବିଜେଡି
ଭୁବନେଶ୍ୱର : ସୌମ୍ୟାଶ୍ରୀଙ୍କ ମୃତ୍ୟୁ ଘଟଣା ପ୍ରତିବାଦରେ ଲୋକସେବା ଭବନ ଘେରାଉ କରିବ ବିଜେଡି। ଆସନ୍ତାକାଲି ଲୋକସେବା ଭବନ ଘେରାଉ କରିବ ବିଜେଡି । ଆଜି ସନ୍ଧ୍ୟାରେ ଦଳ ପକ୍ଷରୁ candle rally କରାଯିବ। ସିଟିଂ ଜଜଙ୍କ ଅଧ୍ୟକ୍ଷତାରେ ବିଚାର ବିଭାଗୀୟ ତଦନ୍ତ କରିବା ପାଇଁ ଦାବି କରିଛି ଦଳ । ସୌମ୍ୟାଶ୍ରୀଙ୍କ ପରିବାରକୁ ୨ କୋଟି ଟଙ୍କା କ୍ଷତିପୂରଣ ଦେବାକୁ ଦାବି କରିଛି । ସେହିଭଳି ବିଜେଡ଼ି ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ସୌମ୍ୟାଶ୍ରୀ ପରିବାରକୁ ୨ […]
Read More Text.