ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ପ୍ରଭାତୀ ପରିଡ଼ାଙ୍କ ପ୍ରତିକ୍ରିୟା: ଦୋଷୀକୁ ମିଳିବ କଠୋର ଦଣ୍ଡ
ଭୁବନେଶ୍ୱର : ମୃତ୍ୟୁ ସହ ସଂଗ୍ରାମ କରି ବାଲେଶ୍ୱର ଏଫଏମ୍ କଲେଜର ପୀଡିତାଙ୍କ ଦେହାନ୍ତ ହୋଇଛି । ଭୁବନେଶ୍ବର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ସୋମବାର ରାତି ୧୧.୪୬ରେ ତାଙ୍କର ମୃତ୍ୟୁ ହୋଇଛି । ଏନେଇ ଏମ୍ସ ପକ୍ଷରୁ ସୂଚନା ଦିଆଯାଇଛି । ସୌମ୍ୟାଶ୍ରୀଙ୍କ ମୃତ୍ୟୁକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ସେ କହିଛନ୍ତି ଦୋଷୀକୁ କଠୋର ଦଣ୍ଡ ମିଳିବ । ଆଶା କରିଥିଲୁ ଝିଅ ବଞ୍ଚିଯିବ ବୋଲି, କିନ୍ତୁ ସମ୍ଭବ ହେଲାନି । ଯେଉଁମାନେ […]
Read More Text.