ବାଲେଶ୍ବର ପୀଡିତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ବର: ସମାବର୍ତ୍ତନ ଉତ୍ସବ ଶେଷ ହେବା ପରେ ଏମ୍ସ ବର୍ଣ୍ଣ ୱାର୍ଡରେ ବାଲେଶ୍ବର ପୀଡିତାଙ୍କୁ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭେଟିଛନ୍ତି। ତାଙ୍କର ସ୍ୱାସ୍ଥ୍ୟବସ୍ଥା ଦେଖିବା ସହିତ ରାଷ୍ଟ୍ରପତି ସ୍ଥିତି ଅନୁଧ୍ୟାନ କରିଛନ୍ତି । ଏହା ସହିତ ପୀଡ଼ିତାଙ୍କ ପରିବାର ଲୋକଙ୍କୁ ଶାନ୍ତ୍ବନା ଦେଇଛନ୍ତି। ରାଷ୍ଟ୍ରପତି ଡାକ୍ତରଙ୍କ ସହ ଚିକିତ୍ସା ସମ୍ବନ୍ଧରେ ଆଲୋଚନା କରି ଭାବପ୍ରବଣ ହୋଇ ଯାଇଥିଲେ। ରାଷ୍ଟ୍ରପତି କହିଥିଲେ ଠାକୁରଙ୍କ ପାଖରେ ପ୍ରାର୍ଥନା କରନ୍ତୁ ସେ ସୁସ୍ଥ ହୋଇ ଫେରି ଆସନ୍ତୁ । ଏହା ସହ […]
Read More Text.