ଦେବୋତ୍ତର ଅଧୀନକୁ ଗଲା ଫତେଗଡ଼ ଶ୍ରୀରାମ ମନ୍ଦିର
ଭୁବନେଶ୍ୱର: ନୟାଗଡ଼ ଜିଲା ଫତେଗଡ଼ ମୌଜାରେ ଥିବା ଶ୍ରୀରାମ ମନ୍ଦିର ଦେବୋତ୍ତର ବିଭାଗ ଅଧୀନକୁ ଆସିଛି। ୨୦୨୪ ଜାନୁଆରୀ ୨୨ରେ ଅଯୋଧ୍ୟାରେ ଶ୍ରୀରାମ ମନ୍ଦିର ପ୍ରାଣପ୍ରତିଷ୍ଠା ସମୟରେ ଏଠାରେ ଶ୍ରୀରାମ ମନ୍ଦିରରେ ମର୍ୟ୍ୟାଦାପୁରୁଷ ପ୍ରଭୁ ଶ୍ରୀରାମ, ଲକ୍ଷ୍ମଣ ଓ ଦେବୀ ସୀତାଙ୍କ ମୂର୍ତ୍ତିର ପ୍ରାଣ ପ୍ରତିଷ୍ଠା କରାଯାଇଥିଲା। ସେବେଠାରୁ ଏହି ଭବ୍ୟ ମନ୍ଦିର ସ୍ଥାନୀୟ କିଛି ଲୋକଙ୍କ ଦ୍ବାରା ପରିଚାଳନା କରାଯାଉଥିଲା। ମନ୍ଦିର ପରିଚାଳନାରେ ଅନିୟମିତତା ହେଉଥିବା ଦେବୋତ୍ତର ଆୟୁକ୍ତ ଲଲାଟେନ୍ଦୁ ଜେନାଙ୍କ ନଜରକୁ ଆସିଥିଲା। ଆୟୁକ୍ତଙ୍କ […]
Read More Text.