ଦେଶର ସର୍ବବୃହତ୍ ଫ୍ରେଞ୍ଚ ଫ୍ରାଇଜ କାରଖାନା ଉଦ୍ଘାଟିତ, ଗୁଜରାଟରେ ୧୦୦୦ କୋଟି ନିବେଶ କଲା ଫାଲକନ ଏଗ୍ରିଫ୍ରିଜ୍
ମେହସାନା : ଓଡ଼ିଶାର ଅଗ୍ରଣୀ ବ୍ୟବସାୟ ପ୍ରତିଷ୍ଠାନ ଫାଲକନ ଗ୍ରୁପ ପକ୍ଷରୁ ଫାଲକନ ଏଗ୍ରିଫ୍ରିଜ ଫୁଡ୍ସ ପ୍ରାଇଭେଟ୍ ଲିମିଟେଡ ଜରିଆରେ ଗୁଜରାଟର ମେହସାନାରେ ନୂଆ ଫ୍ରୋଜେନ ପଟାଟୋ କାରଖାନା ସ୍ଥାପନ କରାଯାଇଛି। ତାହା ହେଉଛି ଦେଶର ସର୍ବବୃହତ ଫ୍ରେଞ୍ଚ ଫ୍ରାଇଜ କାରଖାନା, ଯେଉଁଥିରେ ୩୫୦ ମିଟରର ବୃହତ୍ ଉତ୍ପାଦନ ଲାଇନ୍ ରହିଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ ଏହାକୁ ଉଦଘାଟନ କରିଛନ୍ତି। ଦୁଇ ବର୍ଷ ମଧ୍ୟରେ ସ୍ଥାପନ କରାଯାଇଥିବା ଏହି କାରଖାନାର ଉତ୍ପାଦନ କ୍ଷମତା ଘଣ୍ଟା ପିଛା […]
Read More Text.