ଶରଧାବାଲି ଦଳାଚକଟା: ହସ୍ତକ୍ଷେପ କଲେ ରାଜ୍ୟ ମାନବିଧିକାର କମିଶନ
ପୁରୀ: ଶରଧାବାଲି ଦଳଚକଟା ଘଟଣାରେ ସିଧା ହସ୍ତକ୍ଷେପ କଲେ ରାଜ୍ୟ ମାନବିଧିକାର କମିଶନ । ଦଳାଚକଟା ଘଟଣାରେ ଶ୍ରୀମନ୍ଦିର ପ୍ରଶାସକ, ପୁରୀ ଜିଲ୍ଲାପାଳ, ଏସ୍ପିଙ୍କୁ ରିପୋର୍ଟ ମାଗିଲେ ରାଜ୍ୟ ମାନବିଧିକାର କମିଶନ । ଏଥିସହିତ ଯେପରି ଘଟଣାର ପୁନରାବୃତ୍ତି ନ ଘଟିବ ସେନେଇ ପଦକ୍ଷେପ ନେବାକୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି । ଅପରପଟେ ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନିଜେ ପୁରୀ ପରିଦର୍ଶନ କରି ମହାପ୍ରଭୁଙ୍କ ରଥଯାତ୍ରା ନିତିକାନ୍ତିର ସମୀକ୍ଷା କରିଛନ୍ତି । ଏବଂ ସ୍ବୀକାର କରିଛନ୍ତି ଯେ […]
Read More Text.