ବିଜେଡିର ପିଏସି ବୈଠକ: ଜାତୀୟ ସୁରକ୍ଷା, ରାଜ୍ୟ ରାଜନୀତି, ଶିଳ୍ପ ବିକାଶ ନେଇ ଆଲୋଚନା
ଭୁବନେଶ୍ବର: ଅନୁଷ୍ଠିତ ହୋଇଯାଇଛି ବିଜେଡିର ରାଜନୈତିକ ବ୍ୟାପାର କମିଟି(ପିଏସି) ବୈଠକ । ଶନିବାର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶଙ୍ଖ ଭବନରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜାତୀୟ ସୁରକ୍ଷା, ରାଜ୍ୟ ରାଜନୈତିକ ପରିସ୍ଥିତି ଓ ଦଳର ସାଙ୍ଗଠନିକ ବ୍ୟାପାର ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଛି । ଏଥିସହିତ ରାଜ୍ୟରେ ୨୦୧୫ ରୁ ୨୦୨୪ ମଧ୍ୟରେ ବିଜୁ ଜନତା ଦଳ ସରକାର ସମୟରେ ଶିଳ୍ପ ବିକାଶ କ୍ଷେତ୍ରରେ ଘଟିଥିବା ଉଲ୍ଲେଖନୀୟ ସଫଳତା […]
Read More Text.