ବାଜ୍ୟାପ୍ତି ହେବ ରାଜା ଚକ୍ରର ଅଲିସାନ ଫାର୍ମ ହାଉସ୍, ସିଲ ପରେ ଆରମ୍ଭ ହେଲା ପ୍ରକ୍ରିୟା
ଭୁବନେଶ୍ୱର: ବାଜ୍ୟାପ୍ତି ହେବ ରାଜା ଚକ୍ରର ଅଲିସାନ ଫାର୍ମ ହାଉସ୍ । ସିଲ ପରେ ଆରମ୍ଭ ହେଲା ପ୍ରକ୍ରିୟା । କେନ୍ଦୁଝର ଜିଲ୍ଲା ଗୋପାଳପୁର ମୌଜାରେ ୧୧ ଏକର ପରିମିତ ଜମିରେ ଗଢି ଉଠିଥିବା ରାଜା ଚକ୍ରର ଫାର୍ମ ହାଉସ୍ ଉପରେ ଚଢ଼ାଉ କରିଥିଲା EOW । ସ୍ଥାନୀୟ ପ୍ରଶାସନ ସାହାଯ୍ୟରେ କରାଯାଇଛି ମାପଚୁପ । ୧୧ ଏକର ଜମି ମଧ୍ୟରୁ ୭.୪ ଏକର ସରକାରୀ ଜମିରେ ଚିଲଡ୍ରେନ ପାର୍କ, ଅଲିଶାନ ବଙ୍ଗଳା , ସୁଉଚ୍ଚ ତୋରଣ, ଆମ୍ବ […]
Read More Text.