IAS ଅରବିନ୍ଦ ଅଗ୍ରୱାଲଙ୍କୁ ରଥଯାତ୍ରା ପରିଚାଳନାର ସ୍ୱତନ୍ତ୍ର ଦାୟିତ୍ୱ
ଭୁବନେଶ୍ୱର: ପୁରୀ ଶରଧାବାଲିରେ ଘଟିଥିବା ମର୍ମନ୍ତୁଦ ଦଳାଚକଟା ଘଟଣା ପରେ ରାଜ୍ୟ ସରକାର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଭିଡ଼ ପରିଚାଳନାରେ ବିଫଳତା ପାଇଁ ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ଓ ଏସ୍ପି ବିନିତ ଅଗ୍ରୱାଲଙ୍କୁ ବଦଳି କରାଯାଇଥିବା ବେଳେ ଡିସିପି ବିଷ୍ଣୁ ପତି ଏବଂ କମାଣ୍ଡାଣ୍ଟ ଅଜୟ କୁମାର ପାଢ଼ୀଙ୍କୁ ନିଲମ୍ବନ କରାଯାଇଛି। ନୂଆ ଜିଲ୍ଲାପାଳ ଭାବେ ଚଞ୍ଚଳ ରାଣା ଓ ନୂଆ ଏସ୍ପି ଭାବେ ପିନାକ ମିଶ୍ରଙ୍କୁ ଦାୟିତ୍ୱ ଦିଆଯାଇଛି। ମୁଖ୍ୟମନ୍ତ୍ରୀ ଏହି ଦୁର୍ଘଟଣାରେ […]
Read More Text.