Img 20250625 wa0174

ଜୁନ ମାସର ଜିଲାସ୍ତରୀୟ ଆନ୍ତର୍ଜାତିକ ସମବାୟ ବର୍ଷ: 2025 ସମାରୋହ

ବାରିପଦା: ସ୍ଥାନୀୟ ଶହୀଦ ସ୍ମୃତି ଭବନଠାରେ ‘ମୟୂରଭଞ୍ଜ ଜିଲାସ୍ତରୀୟ ଆନ୍ତର୍ଜାତିକ ସମବାୟ ବର୍ଷ ୨୦୨୫’ର ସମାରୋହ ତା.25.06.2025 ରିଖରେ ପାଳିତ ହେଇଯାଇଛି| କାର୍ଯ୍ୟକ୍ରମ ଆରମ୍ଭରେ ମୟୂରଭଞ୍ଜର ପ୍ରସିଦ୍ଧ ଛଉ ନୃତ୍ୟ ପରିବେଷଣ କରାଯାଇଥିଲା | ଏହି ଛଉ ନୃତ୍ୟ ମାଧ୍ୟମରେ ବୃକ୍ଷରୋପଣ ଓ ଯୁଦ୍ଧର କୌଶଳ ପ୍ରଦର୍ଶନ କରାଯାଇଥିଲା | ଏହି ସଭାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲାପାଳ ନେତ୍ରାନନ୍ଦ ମଲ୍ଲିକ, ସମ୍ମାନୀୟ ଅତିଥି ଭାବେ ମୟୂରଭଞ୍ଜ କେନ୍ଦ୍ର ସମବାୟ ବ୍ୟାଙ୍କର ସଭାପତି ସୁବ୍ରମନ୍ୟମ ମହାନ୍ତିଓ […]

Read More Text.
Img 20250626 wa0148

ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ ସମିତି ବୈଠକ

ବିଧାୟକ, ବଡ଼ସାହି ଶ୍ରୀ ସନାତନ ବିଜୁଳିଙ୍କ ଅଧ୍ୟକ୍ଷତାରେ ସମୀକ୍ଷା ବୈଠକ ବାରିପଦା – ଆଜି ବଡ଼ସାହି ପଂଚାୟତ ସମିତି ସମ୍ମିଳନୀ କକ୍ଷ ଠାରେ  ବିଧାୟକ, ବଡ଼ସାହି ଶ୍ରୀ ସନାତନ ବିଜୁଳିଙ୍କ ଅଧ୍ୟକ୍ଷତାରେ ବଡ଼ସାହି ବିଧାନସଭା ନିର୍ବାଚନ ମଣ୍ଡଳୀ ଉନ୍ନୟନ ସମିତିର ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକ ରେ ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ଶ୍ରୀ ଧର୍ମାନନ୍ଦ ବେହେରା ଓ ବାରିପଦା ଉପଜିଲ୍ଲାପାଳ ଡ. ଦୟାସିନ୍ଧୁ ପରିଡା ଯୋଗ ଦେଇଥିବା […]

Read More Text.
Img 20250626 wa0143

ଜିଲ୍ଲାସ୍ତରୀୟ ଅନ୍ତର୍ଜାତିକ ନିଶା ନିବାରଣ ଦିବସ ପାଳିତ

ନିଶାଦ୍ରବ୍ୟର କୁପ୍ରଭାବ ଓ ଚୋରା ଚାଲାଣ ତଥା ନିରାକରଣ ସଚେତନତା ରାଲି ଓ କର୍ମଶାଳା ବାରିପଦା: ମୟୂରଭଞ୍ଜ ଜିଲ୍ଲା ପ୍ରଶାସନ ତତ୍ତ୍ବାବଧାନରେ ଜିଲ୍ଲା ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଓ ଜିଲ୍ଲା ଅବକାରୀ ବିଭାଗ ଆନୁକୁଲ୍ୟରେ ଆନ୍ତର୍ଜାତୀୟ ନିଶାଦ୍ରବ୍ୟ ସେବନ ଓ ଅବୈଧ ଚାଲାଣ ବିରୋଧ ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ପୂର୍ବାହ୍ନ ୧୦ ଘଟିକାରେ ଜିଲ୍ଲାପାଳଙ୍କ କାର‌୍ୟାଳୟ ପରିସରରୁ ଏକ ସଚେତନତା ରାଲିକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବିଭୂତି ଭୂଷଣ […]

Read More Text.
Photo for the news of smart class

ସ୍ମାର୍ଟ କ୍ଲାସ ଶିକ୍ଷା ବ୍ୟବସ୍ଥା ପ୍ରହସନ, ବିଜୁଳି କଟିଲେ ପାଢପଢା ଠପ

ଆଗରପଡ଼ା :ଗତ ସେପ୍ଟେମ୍ବର ମାସରେ “ସ୍ମାର୍ଟ କ୍ଲାସ୍ ଶିକ୍ଷା ବ୍ୟବସ୍ଥା ପ୍ରହସନ; ବିଜୁଳି କଟିଲେ ପାଠପଢା ଠପ”ଶୀର୍ଷକ ଖବର ବିଭିନ୍ନ ଗଣମାଧ୍ୟମରେ ପ୍ରକାଶ ପାଇଥିଲା । ଖବର ପ୍ରକାଶକୁ ଇତି ମଧ୍ୟରେ ୯ମାସ ବିତିଯିବା ସହ ଏକ ନୂତନ ଶିକ୍ଷା ବର୍ଷ ଚାଲୁଥିଲେ ସୁଦ୍ଧା ବିଭାଗ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାନଯିବା ବିଭାଗୀୟ ଅଧିକାରୀଙ୍କ କାର୍ଯ୍ୟପନ୍ଥା ଉପରେ ପ୍ରଶ୍ନବାଚୀ ସୃଷ୍ଟି କରିଛି । ଏହିପରି ଦୃଷ୍ଟାନ୍ତ ଦେଖିବାକୁ ମିଳିଛି ଭଦ୍ରକ ଜିଲ୍ଲା ବନ୍ତ ଶିକ୍ଷାଧିକାରୀଙ୍କ କ୍ଷେତ୍ରରେ […]

Read More Text.
Ata

ଶ୍ରୀ ଅଟ୍ଟାଳି ଜଗନ୍ନାଥଙ୍କ ନବଯୌବନ ଦର୍ଶନ

ଆଠଗଡ଼: ଆଠଗଡ଼ର ଆରାଧ୍ୟ ପ୍ରଭୁ ଶ୍ରୀ ଅଟ୍ଟାଳି ଜଗନ୍ନାଥ ଦେବଙ୍କ ନେତ୍ରୋତ୍ସବ ଓ ନବଯୌବନ ଦର୍ଶନ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ୧୫ ଦିନ ପରେ ଅଣସର ଘରୁ ବାହାରିଥିବା ଶ୍ରୀ ଅଟ୍ଟାଳି ଜଗନ୍ନାଥଙ୍କୁ ଏହି ଅପରୂପ ବେଶରେ ଦର୍ଶନ ପାଇଁ ବହୁ ସଂଖ୍ୟକ ଭକ୍ତଙ୍କ ସମାଗମ ହୋଇଥିଲା । ପରମ୍ପରା ଅନୁସାରେ ସ୍ନାନପୂର୍ଣ୍ଣିମାଠାରୁ ଅଣସର ଘରେ ଜ୍ୱରରେ ପୀଢିତ ହୋଇ ଚିକିତ୍ସିତ ହୋଇ ସୁସ୍ଥ ହେବା ପରେ ପ୍ରଭୁ ଶ୍ରୀ ଅଟ୍ଟାଳି ଜଗନ୍ନାଥ ଦେବଙ୍କର ନବଯୌବନ ଦର୍ଶନ […]

Read More Text.
Zz

ଭୁବନେଶ୍ୱରରେ ଇସ୍କନ ରଥଯାତ୍ରା ପାଇଁ ଟ୍ରାଫିକ୍ କଟକଣା

ଭୁବନେଶ୍ୱର: ଭୁବନେଶ୍ୱରର ଇସ୍କନ ମନ୍ଦିରର ରଥଯାତ୍ରା, ବାହୁଡା ଯାତ୍ରା ଏବଂ ସୁନାବେଶ ଉତ୍ସବକୁ ଦୃଷ୍ଟିରେ ରଖି, କମିସନରେଟ୍ ପୁଲିସ ଭକ୍ତମାନଙ୍କ ପାଇଁ ସୁଗମ ଯାନବାହାନ ଚଳାଚଳ ଏବଂ ଅସୁବିଧାମୁକ୍ତ ଅଂଶଗ୍ରହଣ ସୁନିଶ୍ଚିତ କରିବା ପାଇଁ ଏକ ବିସ୍ତୃତ ଟ୍ରାଫିକ୍ ପରାମର୍ଶ ଜାରି କରିଛି। ଇସ୍କନ ମନ୍ଦିରରେ ରଥ‌ଯାତ୍ରା କାର୍ଯ୍ୟକ୍ରମ ଯଥାକ୍ରମେ ଜୁନ୍ ୨୭, ଜୁଲାଇ ୫ ଏବଂ ଜୁଲାଇ ୬ ରେ ଅନୁଷ୍ଠିତ ହେବାକୁ ଯାଉଛି। ଇସ୍କନ୍ ମନ୍ଦିର ପରିସରରେ ଶ୍ରଦ୍ଧାଳୁଙ୍କ ବିପୁଳ ସମାଗମ ହେବାର ଆଶା […]

Read More Text.
Images

ଶାବର ଶ୍ରୀକ୍ଷେତ୍ରରେ ରଥଯାତ୍ରା ପ୍ରସ୍ତୁତି ଶେଷ : ସୁରକ୍ଷାରେ ୧୪ ପ୍ଲାଟୁନ ପୋଲିସ ଫୋର୍ସ

କୋରାପୁଟ : ଶୁକ୍ରବାର ମହାବାହୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା। ପବିତ୍ର ରଥଯାତ୍ରା ନେଇ କୋରାପୁଟ ଶାବର ଶ୍ରୀକ୍ଷେତ୍ର ହୋଇ ଉଠିଛି ଚଳଚଞ୍ଚଳ। ୩ ରଥ ଏବଂ ବଡଦାଣ୍ଡ ପ୍ରସ୍ତୁତ ହୋଇ ରହିଥିବା ବେଳେ ରଥଯାତ୍ରାକୁ ଶାନ୍ତି ଶୃଙ୍ଖଳା ମଧ୍ୟରେ ଶେଷ କରିବା ପାଇଁ ଜିଲା ପୋଲିସ ପ୍ରଶାସନ ପକ୍ଷରୁ ୧୪ ପ୍ଲାଟୁନ ପୋଲିସ ଫୋର୍ସ ନିୟୋଜିତ କରାଯାଇଛି। ଗୁରୁବାରଠାରୁ ସହରର ବିଭିନ୍ନ ସ୍ଥାନ ଯଥା ମନ୍ଦିର, ରଥ ଖଳା, ଶ୍ରୀଗୁଣ୍ଡିଚା ମନ୍ଦିର ସହିତ ସହର ମୁଖ୍ୟ ଟ୍ରାଫିକ ଛକ, […]

Read More Text.
Mkg saheed pillar destroyed 2025 06 26 19 48 00

ମାଓବାଦୀଙ୍କ ସହିଦସ୍ତମ୍ଭକୁ ଧ୍ବଂସ କଲେ ଯବାନ

ମାଲକାନଗିରି: ସୀମାନ୍ତ ଛତିଶଗଡ଼ର ବିଜାପୁର ଜିଲ୍ଲାରେ ଯବାନ ନକ୍ସଲଙ୍କ ସହିଦସ୍ତମ୍ଭକୁ ଧ୍ବଂସ କରିଛନ୍ତି। ବିଜାପୁର ଜିଲ୍ଲାର ନେଲସନାର ଥାନା ଅଂଚଳରେ ଥିବା ଇନ୍ଦ୍ରାବତୀ ନଦୀ କୂଳରେ ଥିବା ଗ୍ରାମ ବାଙ୍ଗୋଲି ଗ୍ରାମ ନିକଟରେ ଯବାନମାନେ କମ୍ବିଂ ଅପରେସନ୍‌ରେ ଥିଲେ। ଏହି ଗ୍ରାମ ଠାରେ ରହିଥିବା ଏକ ୧୫ ଫୁଟ ଉଚ୍ଚର ଏକ ବିଶାଳ ସହିଦସ୍ତମ୍ଭକୁ ଦେଖିବା ପରେ ତାକୁ ତୁରନ୍ତ ଧ୍ବଂସ କରିଥିଲେ। ନକ୍ସଲ ଗାଁ ଗାଁରେ ଏଭଳି ସହିଦସ୍ତମ୍ଭ ନିର୍ମାଣ କରି ସେମାନଙ୍କର ନିୟମ କାନୁନକୁ […]

Read More Text.
Img 20250626 112208

ଓଡ଼ିଶା ହେବ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ: ଅବକାରୀ ମନ୍ତ୍ରୀ

ଭୁବନେଶ୍ବର: ନିଶା ନିବାରଣ ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଓଡ଼ିଶା ସରକାର ରାଜ୍ୟକୁ ସମ୍ପୂର୍ଣ୍ଣ ଗଞ୍ଜେଇ ମୁକ୍ତ କରିବା ପାଇଁ ଏକ ଅଭିଯାନ ଆରମ୍ଭ କରିଛନ୍ତି। ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଗୁରୁବାର ଘୋଷଣା କରିଛନ୍ତି ଯେ, ରାଜ୍ୟ ସାରା ଗଞ୍ଜେଇ ଚାଷ ଏବଂ ଏହାର ଅବୈଧ ବାଣିଜ୍ୟକୁ ଦୂର କରିବା ପାଇଁ ଏକ ଯୋଜନାବଦ୍ଧ ପ୍ରକ୍ରିୟା ଆରମ୍ଭ ହୋଇସାରିଛି। ଗଣମାଧ୍ୟମକୁ ସମ୍ବୋଧିତ କରି ମନ୍ତ୍ରୀ ସାଧାରଣ ଲୋକଙ୍କୁ, ବିଶେଷକରି ଆଦିବାସୀ ବହୁଳ ଅଞ୍ଚଳରେ, ଗଞ୍ଜେଇ […]

Read More Text.
3a47d49d 022c 4f38 9422 2d8f13a81668 2025 06 26 17 36 10

ସଜହେଲା ନନ୍ଦିଘୋଷ ଉଠ କାଳିଆ – ସପନ ଭାଙ୍ଗୁ ଏଥର ନୀଳାଚଳିଆ : କାଳିଆର ଯାତ୍ରା ଲାଗି ସବୁ ପ୍ରସ୍ତୁତି ଶେଷ

ପୁରୀ: ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା-୨୦୨୫ ପାଇଁ ଶ୍ରୀକ୍ଷେତ୍ର ଲୋକାରଣ୍ୟ ହେବାରେ ଲାଗିଛି। ବଡ଼ଦାଣ୍ଡରେ ଗହଳି ବଢ଼ିବାରେ ଲାଗିଛି। ରଥଯାତ୍ରା ପୂର୍ବ ଦିନ ଅର୍ଥାତ ଆଜି ପୁରୀ ସହରକୁ ଲକ୍ଷଲକ୍ଷ ଭକ୍ତମାନଙ୍କର ଆଗମନ ହୋଇସାରିଛି। ରାତି ପାହିଲା ବେଳକୁ ଶ୍ରୀକ୍ଷେତ୍ରକୁ ବାହାରୁ ୧୦ଲକ୍ଷରୁ ଊର୍ଦ୍ଧ୍ବ ଭକ୍ତ ପହଞ୍ଚି ସାରିଥିବେ ବୋଲି ଆଶା କରାଯାଉଛି। ରାଜ୍ୟର ଚାରିଆଡୁ ଶ୍ରଦ୍ଧାଳୁ ପୁରୀ ମୁହାଁ ହୋଇଛନ୍ତି। ରଥାରୁଢ଼ କାଳିଆ ସାଆନ୍ତଙ୍କ ଦର୍ଶନ ପାଇଁ ଦେଶ-ବିଦେଶରୁ ଭକ୍ତ ଆସି ପୁରୀ ପହଞ୍ଚୁଛନ୍ତି। ଚଳିତ […]

Read More Text.