Untitled 1 copy

ଏମ୍ସ ଭୁବନେଶ୍ୱର ହେଲା ଭାରତର ଦ୍ୱିତୀୟ ଶ୍ରେଷ୍ଠ ଉଦୀୟମାନ ମେଡିକାଲ କଲେଜ

ଭୁବନେଶ୍ୱର: ଉତ୍କର୍ଷତାର ଉଲ୍ଲେଖନୀୟ ଯାତ୍ରା ଜାରି ରଖିବା ସହିତ, ଜାତୀୟ ସ୍ବାସ୍ଥ୍ୟ ପ୍ରତିଷ୍ଠାନ ଏମ୍ସ ଭୁବନେଶ୍ବର, ପ୍ରତିଷ୍ଠିତ ଇଣ୍ଡିଆ ଟୁଡେ-ଏମଡିଆରଏ ମେଡିକାଲ କଲେଜ ସର୍ଭେ ୨୦୨୫ରେ ସମଗ୍ର ଦେଶରେ ଦ୍ୱାଦଶ ଶ୍ରେଷ୍ଠ ମେଡିକାଲ କଲେଜ ଭାବେ ସ୍ଥାନ ପାଇଛି। ଏଥିସହିତ ଏହି ପ୍ରତିଷ୍ଠାନ ଦେଶର ଶ୍ରେଷ୍ଠ ୧୦ ଉଦୀୟମାନ ମେଡିକାଲ କଲେଜ ବର୍ଗରେ ମଧ୍ୟ ଦ୍ୱିତୀୟ ସ୍ଥାନ ହାସଲ କରିଛି। ଯାହାକି ଗୁଣାତ୍ମକ ସ୍ୱାସ୍ଥ୍ୟସେବା ଏବଂ ମେଡିକାଲ୍ ଶିକ୍ଷା କ୍ଷେତ୍ରରେ ଶ୍ରେଷ୍ଠତାର ଦ୍ରୁତ ବର୍ଦ୍ଧିତ ପ୍ରତିଷ୍ଠାର ପ୍ରମାଣ […]

Read More Text.
Dagdagdazvcv 2025 06 26 01 26 06

ସମ୍ବିଧାନ ହତ୍ୟା ଦିବସ-୨୦୨୫: ସ୍ବାଧୀନତା ସଂଗ୍ରାମୀଙ୍କ ପରି ଲୋକତନ୍ତ୍ର ସେନାନୀଙ୍କୁ ସମ୍ମାନ ମିଳିବ

ଭୁବନେଶ୍ୱର: ଦେଶରେ ଜରୁରିକାଳୀନ ପରିସ୍ଥିତି ଘୋଷଣାର ୫୦ ବର୍ଷ ପୂର୍ତ୍ତି ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସମ୍ବିଧାନ ହତ୍ୟା ଦିବସ ପାଳିତ ହୋଇଛି। ରେଳ ପ୍ରେକ୍ଷାଳୟରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟଅତିଥି ଭାବେ ‌ଯୋଗଦେଇ କହିଲେ ଜରୁରିକାଳୀନ ପରିସ୍ଥିତି ସ୍ୱାଧୀନ ଭାରତ ଇତିହାସର ଏକ କଳଙ୍କିତ ଅଧ୍ୟାୟ। ଜରୁରିକାଳୀନ ପରିସ୍ଥିତିରେ ଯେଉଁଭଳି ଦମନଲୀଳା, ଅକଥନୀୟ ଅତ୍ୟାଚାର ଜାରି ରହିଥିଲା ତାହାକୁ କେହି ଭୁଲିପାରିବେ ନାହିଁ। ଏକଛତ୍ରବାଦୀ ଶାସନ […]

Read More Text.

ସାମୟିକ କର୍ମଚାରୀଙ୍କ କାର୍ଯ୍ୟାନ୍ତର ରାଶି ବୃଦ୍ଧି

ଭୁବନେଶ୍ୱର,୨୬।୬: ଓଡ଼ିଶା ସରକାର ରାଜ୍ୟର ସାମୟିକ କର୍ମଚାରୀଙ୍କ ପାଇଁ କାର୍ଯ୍ୟାନ୍ତର ରାଶି ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ, ଏବେ ସାମୟିକ କର୍ମଚାରୀମାନେ କାର୍ଯ୍ୟରୁ ଅବସର ଗ୍ରହଣ କରିବା ପରେ ଏକକାଳୀନ ୨.୫ ଲକ୍ଷ ଟଙ୍କା ପାଇବେ। ପୂର୍ବରୁ ଏହି ରାଶି ଥିଲା ୧ ଲକ୍ଷ ୫୦ ହଜାର ଟଙ୍କା। ଏହି ନିଷ୍ପତ୍ତି ରାଜ୍ୟର ହଜାର ହଜାର ସାମୟିକ କର୍ମଚାରୀଙ୍କ ପାଇଁ ଆର୍ଥିକ ସହାୟତା ବୃଦ୍ଧି କରିବ ବୋଲି ଆଶା କରାଯାଉଛି। ମୁଖ୍ୟମନ୍ତ୍ରୀଙ୍କ ଏହି […]

Read More Text.
Zzzz

ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ବର୍ଷିଲେ ଶଙ୍କରାଚାର୍ଯ୍ୟ

ପୁରୀ,୨୬ା୬: ପଶ୍ଚିମବଙ୍ଗର ଦୀଘା ଜଗନ୍ନାଥ ମନ୍ଦିର ପ୍ରସଙ୍ଗରେ ଗୁରୁବାର ପ୍ରବଳ ବର୍ଷିଛନ୍ତି ଗୋବର୍ଦ୍ଧନ ପୀଠ ମୁଖ୍ୟ ତଥା ଜଗଦ୍‌ଗୁରୁ ଶଙ୍କରାଚାର୍ଯ୍ୟ। ସେ କହିଛନ୍ତି, ଏହି ମନ୍ଦିରର ନିର୍ମାଣ ଧର୍ମୀୟ ଭାବନା ପାଇଁ ନୁହେଁ, ଆୟ ପାଇଁ ଏହା କରାଯାଇଛି। ବହୁତ ସଂଖ୍ୟାରେ ଭକ୍ତ ପଶ୍ଚିମବଙ୍ଗରୁ ପୁରୀକୁ ଆସିଥାନ୍ତ। ଏହାକୁ ଦୃଷ୍ଟିରେ ରଖି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜାଣିଶୁଣି ଦୀଘାରେ ଜଗନ୍ନାଥ ମନ୍ଦିର କରିଛନ୍ତି। ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ହେଉଛି ବିଶ୍ବପ୍ରସିଦ୍ଧ ଓ ମହାପ୍ରଭୁ ଜଗନ୍ନାଥଙ୍କ ଧାମ […]

Read More Text.
Puri 2 750x430

ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌, ୨ ଅଟକ

ପୁରୀ : ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ୍‌। ଗୁରୁବାର ପୁରୀ ଶ୍ରୀଜଗନ୍ନାଥ ମନ୍ଦିର ଉପରେ ଏକ ଡ୍ରୋନ୍‌ ଉଡ଼ୁଥିବା ଦେଖିବାକୁ ମିଳିଥିଲା। ଅନଧିକାର ଭାବେ ଉଡୁଥିବା ଏହି ଡ୍ରୋନକୁ ପୁଲିସ ଖସାଇ ଏହାକୁ ଜବତ କରିଛି। ଏଥିସହ ଘଟଣାରେ ଦୁଇ ଜଣଙ୍କୁ ଅଟକ ରଖିଛି ପୁଲିସ। ସୂଚନାଯୋଗ୍ୟ, ଶ୍ରୀମନ୍ଦିର ଉପରେ ଡ୍ରୋନ୍ ଉଡ଼ାଣ ବାରଣ ନେଇ କଡ଼ା ନିର୍ଦେଶନାମା ସତ୍ବେ ଏହା ପୂର୍ବରୁ ଏକାଧିକ ବାର ଶ୍ରୀମନ୍ଦିର ଉପରେ ଡ୍ରୋନ୍‌ ଉଡ଼ିବା ଘଟଣା ସାମ୍ନାକୁ ଆସିଛି […]

Read More Text.
69 1 750x430

ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷରିତ- ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ବିଭିନ୍ନ ସ୍ଥାନରେ ବନ୍ଦର, ଜେଟି ଓ ଅନ୍ୟାନ୍ୟ ଭିତ୍ତିଭୂମି ସ୍ଥାପନ କରି ଓଡିଶାରେ ସାମୁଦ୍ରିକ ବାଣିଜ୍ୟର ବିକାଶ ଉପରେ ରାଜ୍ୟ ସରକାର ପ୍ରାଥମିକତା ଦେଉଛନ୍ତି ବୋଲି ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୋପାଳପୁର ବନ୍ଦର ଉନ୍ନତିକରଣ ଏବଂ ଜଟାଧାର ମୁହାଣରେ କ୍ୟାପ୍‌ଟିଭ୍ ଜେଟି ନିର୍ମାଣ ପାଇଁ ରିହାତି ଚୁକ୍ତିନାମା ସ୍ୱାକ୍ଷର ଅବସରରେ କହିଛନ୍ତି। ସୂଚନାଯୋଗ୍ୟ ଯେ, ଜଗତସିଂହପୁର ଜିଲ୍ଲା ଏରସମା ତହସିଲ ଅନ୍ତର୍ଗତ ଜଟାଧାର ମୁହାଣଠାରେ ଏକ କ୍ୟାପ୍‌ଟିଭ୍ ଜେଟି ନିର୍ମାଣ […]

Read More Text.
Pm modi naveen patnaik

ନବୀନଙ୍କୁ ଫୋନ୍ କରି କଥା ହେଲେ ପ୍ରଧାନମନ୍ତ୍ରୀ ମୋଦୀ, ସ୍ୱାସ୍ଥ୍ୟ କଥା ବୁଝି କଲେ ଆରୋଗ୍ୟ କାମନା

ନୂଆଦିଲ୍ଲୀ,୨୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ସ୍ୱାସ୍ଥ୍ୟ ସମ୍ପର୍କରେ ପଚାରିବା ପାଇଁ ଗତକାଲି ରାତିରେ ତାଙ୍କ ସହ ଫୋନରେ କଥା ହୋଇଛନ୍ତି ଏବଂ ଶୀଘ୍ର ଓ ପୂର୍ଣ୍ଣ ଆରୋଗ୍ୟ ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ବିଜୁ ଜନତା ଦଳ (ବିଜେଡି) ସଭାପତି ନବୀନ ପଟ୍ଟନାୟକ ନିକଟରେ ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭିକାଲ ଆର୍ଥ୍ରାଇଟିସର ଅସ୍ତ୍ରୋପଚାର କରିଥିଲେ। ଜୁନ ୨୨ରେ ତାଙ୍କର ଅସ୍ତ୍ରୋପଚାର ସଫଳତାର ସହ […]

Read More Text.
Img 20250625 wa0150

ବେତନଟୀ ଠାରେ ବେତନଟୀ ଓ ବଡ଼ସାହି ବ୍ଲକ ସ୍ତରୀୟ ସ୍ୱତନ୍ତ୍ର ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

ସମୁଦାୟ ୯୫୫ଟି ଅଭିଯୋଗର ଶୁଣାଣି ହେଲା। ମାନ୍ୟବର ବିଧାୟକ  ସମସ୍ତ ଅଭିଯୋଗର ତ୍ୱରିତ ସମାଧାନ ପାଇଁ  ନିର୍ଦ୍ଦେଶ ଦେଇଛନ୍ତି। ବାରିପଦା:  ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ମାନ୍ୟବର ବିଧାୟକ ବଡ଼ସାହି, ଶ୍ରୀ ସନାତନ ବିଜୁଳିଙ୍କ ଅଧ୍ୟକ୍ଷତାରେ ବେତନଟୀ ବ୍ଲକ ବୈଠକ ଗୃହ ଠାରେ ବେତନଟୀ ଓ ବଡ଼ସାହି ବ୍ଲକ ସ୍ତରୀୟ ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ ହୋଇଯାଇଛି। ଉକ୍ତ ଶିବିରରେ ୯୫୫ଟି ଅଭିଯୋଗ ଶୁଣାଣି ହୋଇଥିବା ବେଳେ ମାନ୍ୟବର ବିଧାୟକ  ଜନସାଧାରଣଙ୍କ ଅଭିଯୋଗ ଗୁଡିକ ଶୁଣି ସେସବୁର ଆବଶ୍ୟକ […]

Read More Text.
Img 20250625 wa0135

ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା ପାଇଁ ପୂର୍ବ ତଟ ରେଳପଥ ତରଫରୁ ସ୍ୱତନ୍ତ୍ର ରେଳ ସେବା

ବାରିପଦା – ଚଳିତ ବର୍ଷ ପୁରୀ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ସମୟରେ ବିଶେଷ ଦିନମାନଙ୍କରେ ଭକ୍ତ, ଶ୍ରଦ୍ଧାଳୁ, ତୀର୍ଥଯାତ୍ରୀ ସର୍ବପରି ସାଧାରଣ ଜନତାଙ୍କ ସୁଗମ ଯାତାୟାତ ପାଇଁ ପୂର୍ବ ତଟ ରେଳପଥ ତରଫରୁ ସ୍ୱତନ୍ତ୍ର ରେଳ ସେବାର ବ୍ୟବସ୍ଥା କରାଯାଇଛି। ଏହି କ୍ରମରେ ମୟୁରଭଞ୍ଜ ଜିଲ୍ଲାରୁ ତା ୨୫-୦୬-୨୦୨୫ ରିଖ ଏବଂ ତା ୦୪-୦୭-୨୦୨୫ ରିଖ ସ୍ୱତନ୍ତ୍ର ରେଳ ନମ୍ବର ୦୮୩୭୯ ବାଦାମପାହାଡ ରେଳ ଷ୍ଟେସନରୁ ବାହାରି ମୁଖ୍ୟ ଷ୍ଟପେଜ ହିଜିଲି, ଜଳେଶ୍ୱର, ବାଲେଶ୍ୱର,ଭଦ୍ରକ, କଟକ ଦେଇ […]

Read More Text.
Img 20250625 wa0190

ବିଜୁ ଯୁବ ଛାତ୍ର ଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ଙ୍କ କୁଶ ପୁତ୍ତଳିକା ଦାହ

ବାରିପଦା : ରାଜ୍ୟରେ ଛାତ୍ରୀ ମାନଙ୍କୁ ଅସଦାଚରଣ, ଦୁଷ୍କର୍ମ ହତ୍ୟା ଭଳି ଘଟଣା ଅହେତୁକ ବୃଦ୍ଧି ପାଇଥିବା ବେଳେ ରାଜ୍ୟ ବିଜେପି ସରକାର ନିରବଦ୍ରଷ୍ଟା ସାଜିଛନ୍ତି। ଗୋପାଳପୁର ର ଛତ୍ରୀ ଗଣ ଦୁଷ୍କର୍ମ ଏବଂ ମହିଳା ନିର୍ଯାତନା ବିରୁଦ୍ଧ ରେ ଆଜି ମୟୁରଭଞ୍ଜ ଜିଲ୍ଲା ର ଵିଜୁ ଯୁବ ଛତ୍ରା ଜନତା ଦଳ ତରଫ ରୁ ବାରିପଦା ମହାବିଦ୍ୟାଳୟ ସମ୍ମୁଖରେ ଏକ ବିରାଟ ପ୍ରତିବାଦ ସଭା ଏବଂ ବିକ୍ଷବ ଅଯୋଜନା କରାଯାଇଥିଲା. ବାରିପଦା ର ବିଭିନ୍ନ ମହାବିଦ୍ୟାଳୟ ରୁ […]

Read More Text.