ଭାରତ-ପାକିସ୍ତାନ ବିବାଦ: ସେନାବାହିନୀକୁ ଦୃଢ଼ ସମର୍ଥନ କରିବାପାଇଁ ରାଜ୍ୟପାଳଙ୍କ ଆହ୍ବାନ
ଭୁବନେଶ୍ୱର: ପହଲଗାମରେ ସମ୍ପ୍ରତି ଘଟିଯାଇଥିବା ଜଘନ୍ୟ ଆତଙ୍କବାଦୀ ଆକ୍ରମଣ ଘଟଣା ଏବଂ ତତ୍ ପରେ ଭାରତ ଓ ପାକିସ୍ତାନ ମଧ୍ୟରେ ଉପୁଜିଥିବା ଘଟଣା କ୍ରମ ପରିପ୍ରେକ୍ଷୀରେ ଶନିବାର ଅପରାହ୍ନରେ ରାଜଭବନର ନ୍ୟୁ ଅଭିଷେକ ହଲ ଠାରେ ଏକ ସ୍ବତନ୍ତ୍ର ବୈଠକ ଆୟୋଜିତ ହୋଇଯାଇଛି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି ବୈଠକରେ ବିଭିନ୍ନ ଧାର୍ମିକ ଅନୁଷ୍ଠାନର କର୍ମକର୍ତ୍ତା ଏବଂ ବିଭିନ୍ନ ଗୋଷ୍ଠୀର ପ୍ରତିନିଧି ମାନେ ଏହି ବୈଠକରେ ଅଂଶଗ୍ରହଣ କରିଥିଲେ । ୨୬ […]
Read More Text.