ବିଜେପି ସରକାରର ବର୍ଷ ପୂର୍ତ୍ତି କାର୍ଯ୍ୟକ୍ରମ : ଓଡ଼ିଶାରେ ବିଜେପି ଡବଲ ଇଂଜିନ ସରକାରର ଲାଭ ମିଳୁଛି : ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ରାଜ୍ୟ ସରକାରଙ୍କ ବର୍ଷପୂର୍ତ୍ତି କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି । ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦି । ଓଡ଼ିଶାର ପରମ୍ପରା ଓ ଲୋକଙ୍କୁ ପ୍ରସଂଶା କଲେ । ମୁଁ ଓଡ଼ିଶାବାସୀଙ୍କୁ ହୃଦୟରୁ ଅଭିନନ୍ଦନ ଜଣାଉଛି କହିଲେ । ଓଡିଶା ଆମ ଭାରତୀୟ ସଂସ୍କୃତିକୁ ପରିପୂର୍ଣ୍ଣ କରିଛି । ମୋହନ ସରକାଙ୍କ ଟିମକୁ ସ୍ୱାଗତ ଜଣାଇଲେ । ଓଡ଼ିଶାରେ ବିଜେପି ସୁଶାସନ ସ୍ଥାପନର ବର୍ଷ ପୂରଣ କଲା ବୋଲି କହିଲେ […]
Read More Text.