ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କ ନାଁରେ ଆଉ ଏକ ଏତଲା
ପୁରୀ: ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସମହାପାତ୍ରଙ୍କ ନାଁରେ ଆଉ ଏକ ଏତଲା। ଦୀଘା ଜଗନ୍ନାଥ ମନ୍ଦିର ‘ଦାରୁ’ ବିବାଦକୁ ନେଇ ସିଂହଦ୍ବାର ଥାନାରେ ଏତଲା। ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ଓ ରାମକୃଷ୍ଣ ଦାସମହାପାତ୍ରଙ୍କ ନାଁରେ ଏତଲା ହୋଇଛି। ଜଗନ୍ନାଥ ସେନା ପକ୍ଷରୁ ଥାନାରେ ଏତଲା ହେବା ସହ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି ହୋଇଛି। ଗତକାଲି ଅନଲାଇନରେ ଏତଲା ଦେଇଥିଲେ ଆର୍ଟିଆଇ କର୍ମୀ ଜୟନ୍ତ ଦାସ। ଆଜି ଜଗନ୍ନାଥ ସେନା ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନ ଓ ଦଇତାପତି […]
Read More Text.