କେନ୍ଦ୍ର ସାହିତ୍ୟ ଏକାଡେମୀର ଯୁବ ଓ ବାଳ ସାହିତ୍ୟ ପୁରସ୍କାର ଘୋଷିତ
ଭୁବନେଶ୍ୱର: କେନ୍ଦ୍ର ସାହିତ୍ୟ ଏକାଡେମୀର ଯୁବ ଓ ବାଳ ସାହିତ୍ୟ ପୁରସ୍କାର ଘୋଷିତ। ରାଜକିଶୋର ପାଢ଼ୀ ପାଇବେ ଚଳିତ ବର୍ଷର ବାଲ୍ ସାହିତ୍ୟ ପୁରସ୍କାର। ‘କେତେ ଫୁଲ ଫୁଟିଛି’ ପୁସ୍ତକ ପାଇଁ ପୁରସ୍କୃତ ହେବେ ରାଜକିଶୋର ପାଢ଼ୀ। ଓଡ଼ିଆ ଭାଷା ପାଇଁ ଯୁବ ଲେଖକ ସୁବ୍ରତ ସେନାପତି ପାଇବେ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର। ‘କଦମ୍ବ ବନ’ ପୁସ୍ତକ ପାଇଁ ପୁରସ୍କୃତ ହେବେ ସୁବ୍ରତ ସେନାପତି। ଓଡ଼ିଆ ବିଭାଗର ଏହି ଯୁବ ପୁରସ୍କାର ପାଇଁ ବିଚାରକ […]
Read More Text.