‘ହଇଜା ରୋକିବା ପାଇଁ ତୁରନ୍ତ ଦୃଢ଼ ପଦକ୍ଷେପ ନିଅନ୍ତୁ ସରକାର’

ଭୁବନେଶ୍ବର: ମୋହନ ଚରଣ ମାଝୀଙ୍କ ନେତୃତ୍ବରେ ରାଜ୍ୟରେ ପରିଚାଳିତ ବିଜେପି ସରକାର ବର୍ଷ ପୂର୍ତ୍ତି ପାଳନ କରୁଥିବା ବେଳେ କେନ୍ଦୁଝର, ଯାଜପୁର, ଭଦ୍ରକ, ପୁରୀ ଓ କଟକରେ ଡାଇରିଆ ଓ ହଇଜା ସଂକ୍ରମଣ ବ୍ୟାପିଚାଲିଛି। ଏହାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି। ବିରୋଧୀ ଦଳର ନେତା ଶ୍ରୀ ପଟ୍ଟନାୟକ ସାମାଜିକ ଗଣମାଧ୍ୟମ ‘ଏକ୍ସ’ ମାଧ୍ୟମରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ନବୀନ ‘ଏକ୍ସ’ରେ ଲେଖିଛନ୍ତି ହଇଜା ଲୋକଙ୍କ ଜୀବନକୁ ସଙ୍କଟରେ […]

Read More Text.
Nandankanana

‘ଦ୍ବିତୀୟ ରଜ’ରେ ନନ୍ଦନକାନନ ବୁଲିଲେ ୩୭,୧୦୮ ଜଣ ପର୍ଯ୍ୟଟକ

ବାରଙ୍ଗ: ଭୁବନେଶ୍ବର ଉପକଣ୍ଠରେ ଥିବା ପର୍ଯ୍ୟଟକମାନଙ୍କ ପାଇଁ ଉଦ୍ଦିଷ୍ଟ ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ରେକର୍ଡ ପର୍ଯ୍ୟଟକ ବୁଲିଛନ୍ତି। ଗଣପର୍ବ ‘ରଜ’ ଅବସରରେ ପର୍ଯ୍ୟଟକମାନେ ଆଜି ସକାଳ ଠାରୁ ସନ୍ଧ୍ୟା ପର୍ଯ୍ୟନ୍ତ ବୁଲିଛନ୍ତି। ସବୁଠାରୁ ବଡ଼ କଥା ହେଲା ପର୍ଯ୍ୟଟକମାନେ ଭଲ ବୁଲିବାର କାରଣ ହେଲା ଅନୁକୂଳ ପାଗ। ଦ୍ବିତୀୟ ରଜରେ ନନ୍ଦନକାନନ ପ୍ରାଣୀ ଉଦ୍ୟନରେ ୩୭ ହଜାରରୁ ଅଧିକ ପର୍ଯ୍ୟଟକ ଆସିଥିଲେ। ସେହିପରି ରାଜ୍ୟ ଉଦ୍ଭିଦ ଉଦ୍ୟାନକୁ ପ୍ରାୟ ‌‌ଅଢ଼େଇ ହଜାର ଲୋକ ବୁଲିବାକୁ ଯାଇଥିଲେ। […]

Read More Text.
Ph9dp5issthqvfxmdwj7

ବିସ୍ଫୋରକ ଲୁଟ୍ ଘଟଣାର ମୁଖ୍ୟ ଅଭିଯୁକ୍ତକୁ ଗିରଫ କଲା ପୁଲିସ୍

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା କେ. ବଲାଙ୍ଗ ଥାନା ଅଞ୍ଚଳରୁ ବିସ୍ଫୋରକ ଲୁଟ୍ ଘଟଣାର ମୁଖ୍ୟ ଅଭିଯୁକ୍ତ ଜର୍ଜ ମୁଣ୍ଡାକୁ ପୁଲିସ ଗିରଫ କରିଛି। ଏନେଇ ଆଜି ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାୟ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି। ମାଓବାଦୀଙ୍କ ଇନଫର୍ମର ସାଜି ଜର୍ଜ ବିସ୍ଫୋରକ ଲୁଟ୍ କରିଥିଲା ବୋଲି ସେ କହିଛନ୍ତି। ସୂଚନାଯୋଗ୍ୟ, ରାଉରକେଲା ବାଲୁଘାଟ ପେ‌ଟ୍ରୋଲ ପମ୍ପରୁ ବିସ୍ଫୋରକ ଜବତ ଘଟଣାରେ ଗିରଫ ହୋଇଥିବା ବାରୁଦ ବ୍ୟବସାୟୀ ଶ୍ରବଣ ଅଗ୍ରୱାଲ ଓ ତାଙ୍କ ପତ୍ନୀ […]

Read More Text.
Gtduppexoaeefox 750x430

ଯାଜପୁରରେ କେନ୍ଦ୍ରୀୟ ଟିମ୍ : ହଇଜା ସ୍ଥିତି ନେଇ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା

ଯାଜପୁର : ହଇଜା ସ୍ଥିତି ସମୀକ୍ଷା ପାଇଁ ଯାଜପୁରରେ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ସ୍ଵାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରୁଛି ୧୪ ଜଣିଆ କେନ୍ଦ୍ରୀୟ ଟିମ୍। ଜିଲ୍ଲାପାଳ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ଙ୍କ ସହ ଆଲୋଚନା କରୁଛି। ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ସହ ଯାଜପୁର ସାଂସଦ, ବଡ଼ଚଣା ଓ ଧର୍ମଶାଳା ବିଧାୟକ, ଜିଲ୍ଲାପାଳ ଓ ଏସପି ଉପସ୍ଥିତ ରହିଛନ୍ତି । ଯାଜପୁର ଜିଲ୍ଲାରେ କିଛି ଆକ୍ରାନ୍ତଙ୍କ ପାଖରେ କଲେରା ବ୍ୟାକ୍ଟେରିଆ ଚିହ୍ନଟ ପରେ ଚିନ୍ତା ବଢିଛି। ଏହାର […]

Read More Text.
Mukesh 300x300

ଯାଜପୁର ଜିଲ୍ଲା ଗସ୍ତରେ ସ୍ବାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ: ଧର୍ମଶାଳାରେ ସ୍ଥିତିର ଅନୁଧ୍ୟାନ କଲେ

ଯାଜପୁର/ଭୁବନେଶ୍ବର: ଯାଜପୁର ଜିଲ୍ଲାରେ ଡାଇରିଆରେ ପରେ ହଇଜା ସଂକ୍ରମଣ ବ୍ୟାପିବା ପରେ ସ୍ଥିତିର ଅନୁଧ୍ୟାନ କରିବା ଲାଗି ରାଜ୍ୟ ସ୍ବାସ୍ଥ୍ୟ ମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ ଧର୍ମଶାଳାରେ ପହଞ୍ଚି ରୋଗୀ ଓ ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ମନ୍ତ୍ରୀ କହିଛନ୍ତି, କଟକ ଏସସିବିରେ ସ୍ବତନ୍ତ୍ର ଡାକ୍ତରୀ ଟିମ୍ କାମ କରୁଛନ୍ତି। ସରକାର ଡାଇରିଆକୁ ପ୍ରତିହିତ କରିବାକୁ ପୁରାପୁରି ପ୍ରସ୍ତୁତ ଅଛନ୍ତି। ଝାଡ଼ାବାନ୍ତି ହେଉଥିଲେ ତୁରନ୍ତ ନିକଟସ୍ଥ ଡାକ୍ତରଖାନାକୁ ଆସିବାକୁ ସେ ଜନସାଧାରଣଙ୍କୁ ନିବେଦନ କରିଛନ୍ତି। […]

Read More Text.

ଢେଙ୍କାନାଳ ଜିଲାକୁ ଡେଇଁଲା ଝାଡ଼ାବାନ୍ତି, ଭୁବନରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର : ଢେଙ୍କାନାଳ ଜିଲାକୁ ବ୍ୟାପିଲା ଝାଡ଼ାବାନ୍ତି। ଯାଜପୁର ଜିଲା ଏବଂ କଟକର ବାଙ୍କୀ ପରେ ଢେଙ୍କାନାଳର ଭୁବନ ବ୍ଲକ ଏବଂ ଏନଏସି ଅଞ୍ଚଳରେ ଝାଡ଼ାବାନ୍ତି ବ୍ୟାପିଥିବା ସାମ୍ନାକୁ ଆସିଛି। ଝାଡ଼ାବାନ୍ତିରେ ଭୁବନର ଜଣେ ବ୍ୟକ୍ତି ପ୍ରାଣ ହରଇଥିବା ସୂଚନା ମିଳିଛି। ମୃତକ ହେଲେ ଭୁବନ ଏନଏସି ଅନ୍ତର୍ଗତ ୧୨ ନମ୍ବର ଓ୍ବାର୍ଡର କୃପାସିନ୍ଧୁ ମଲ୍ଲିକ। ଭୁବନରେ ୪୦ରୁ ଅଧିକ ବ୍ୟକ୍ତି ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଜିଲା ମୁଖ୍ୟ ଚିକିତ୍ସାଳୟ ଏବଂ ଭୁବନ ଡାକ୍ତରଖାନାରେ […]

Read More Text.
Rath yatra 7b 750x400

ଅଣ ସେବାୟତ ରଥ ଉପରେ ଚଢ଼ିଲେ ଗିରଫ

ପୁରୀ : ଚଳିତ ମାସ ୨୭ରେ ମହାପ୍ରଭୁଙ୍କ ବିଶ୍ବପ୍ରସିଦ୍ଧ ରଥଯାତ୍ରା। ଏହି ଘୋଷଯାତ୍ରାରେ ଶୃଙ୍ଖଳା ରକ୍ଷା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି। ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ସରକାରଙ୍କ ଆକ୍ସନ୍ ପ୍ଲାନ୍ ପ୍ରସ୍ତୁତ କରିଛନ୍ତି। ସଂସ୍କାର ଓ କଠୋର ଆଭିମୁଖ୍ୟ ସ୍ପଷ୍ଟ କରିଛନ୍ତି ଆଇନ୍ ମନ୍ତ୍ରୀ। ସେ କହିଛନ୍ତି ଅଣ ସେବାୟତମାନେ ରଥ ଉପରକୁ ଚଢିଲେ ଗିରଫ ହେବେ। ରଥରେ ସେବାୟତମାନେ ମୋବାଇଲ ବ୍ୟବହାର କରିପାରିବେନି। ଠାକୁରଙ୍କ ପହଣ୍ଡି ସମୟରେ କେଉଁ ସେବାୟତ […]

Read More Text.
Zzz

ସବୁ ବିଦ୍ୟାଳୟରେ ହେବ ଯୋଗ ଦିବସ

ଭୁବନେଶ୍ବର : ଆସନ୍ତା ୨୧ ତାରିଖରେ ୧୧ତମ ଆନ୍ତର୍ଜାତିକ ଯୋଗ ଦିବସ। ଚଳିତବର୍ଷର ବିଷୟବସ୍ତୁ ରହିଛି ‘ଏକ ପୃଥିବୀ, ଏକ ସ୍ବାସ୍ଥ୍ୟ ପାଇଁ ଯୋଗ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ବରେ ଚଳିତବର୍ଷ ଐତିହାସିକ ଯୋଗ ସଙ୍ଗମ (ଗଣ ଯୋଗ ପ୍ରଦର୍ଶନ) ସକାଳ ସାଢ଼େ ୬ଟାରୁ ୭ଟା ୪୫ ମିନିଟ ପର୍ଯ୍ୟନ୍ତ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ଅନୁଷ୍ଠିତ ହେବ। ସୁସ୍ଥ ଜୀବନ ପାଇଁ ଯୋଗର ଲାଭ ସମ୍ପର୍କରେ ପିଲାମାନେ ଜାଣିବା ଉଦ୍ଦେଶ୍ୟରେ ଏଥର ରାଜ୍ୟର ସମସ୍ତ ବିଦ୍ୟାଳୟରେ ଆନ୍ତର୍ଜାତିକ […]

Read More Text.
1000143585 1024x576

ଗୃହରକ୍ଷୀ ନିଯୁକ୍ତି ନିମନ୍ତେ ଗୃହରକ୍ଷୀ ବାହିନୀ ମୟୁରଭଞ୍ଜ କାର୍ଯ୍ୟାଳୟ ପକ୍ଷରୁ ସୂଚନା

ବାରିପଦା :  ମୟୁରଭଞ୍ଜ ଜିଲ୍ଲା ଗୃହ ରକ୍ଷୀ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୨୭୦ ତା ୧୩-୦୬-୨୦୨୫ ରିଖ ଅନୁଯାୟୀ ସମସ୍ତ ଜନସାଧାରଣଙ୍କ ଅବଗତି ନିମନ୍ତେ ସୂଚାଇ ଦିଆଯାଉଅଛିକି ଶ୍ରୀମାନ ମହସମlଦେଷ୍ଟା ଗୃହରକ୍ଷୀ ବାହିନୀ, ଓଡିଶା, କଟକଙ୍କ ପତ୍ର ସଂଖ୍ୟା ୨୩୩/ତା ୦୫-୦୨-୨୦୨୫ ରିଖ ଅନୁଯାୟୀ ମୟୁରଭଞ୍ଜ ଜିଲ୍ଲାର ଥାନା ଗୁଡିକରେ ଖାଲି ପଡିଥିବା ମୋଟ ୧୭୫ ଗୋଟି ଗୃହରକ୍ଷୀ ସ୍ବେଛାସେବୀ ପଦବୀ ନିମନ୍ତେ ପୂର୍ବରୁ ଵିଜ୍ଞାପନ ସଂଖ୍ୟା ୧୦୮ ତା ୦୩-୦୩-୨୦୨୫ ରିଖରେ ଆବେଦନ ଆହ୍ୱାନ କରାଯାଇଥିଲା। ବର୍ତମାନ […]

Read More Text.
4

ବିଶ୍ୱ ରକ୍ତଦାତା ଦିବସ ପାଳିତ – ରକ୍ତଦାତା ହେଲେ ସମ୍ବର୍ଦ୍ଧିତ 

ବାରିପଦା – ତା :- ୧୪/୦୬/ ସ୍ଥାନୀୟ ମୁଖ୍ୟ ଚିକିତ୍ସାଳୟ ପରିସରରେ ଥିବା ଜାତୀୟ ସ୍ୱାସ୍ଥ୍ୟ ମିଶନ ସମ୍ମିଳନୀ କକ୍ଷରେ ଓଡିଶା ରକ୍ତ କେନ୍ଦ୍ର, ବାରିପଦା ଆନୁକୂଲ୍ୟରେ ବିଶ୍ୱ ରକ୍ତଦାତା ଦିବସ ଅନୁଷ୍ଠିତ ହୋଇଯାଇଛି । ରକ୍ତ ବର୍ଗୀକରଣର ଆବିଷ୍କାରକ ବୈଜ୍ଞାନିକ କାର୍ଲ ଲ୍ୟାଣ୍ଡଷ୍ଟେନରଙ୍କ ପ୍ରତିଛବିରେ ପୁଷ୍ପାର୍ଘ୍ୟ ପ୍ରଦାନ ପରେ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଓଡିଶା ରକ୍ତ କେନ୍ଦ୍ର, ବାରିପଦାର ରକ୍ତ ଭଣ୍ଡାର ଅଧିକାରୀ ଡଃ ସୌମ୍ୟରଞ୍ଜନ ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟ […]

Read More Text.