Whatsapp image 2025 06 14 at 10.32.25 750x430

ଉଦ୍ୟାନ ବିଭାଗ ଉପନିର୍ଦ୍ଦେଶକଙ୍କ ବିରୋଧରେ ଉପମୁଖ୍ୟମନ୍ତ୍ରୀଙ୍କୁ ଅଭିଯୋଗ

ଗୋପାଳପୁର: ବ୍ରହ୍ମପୁର ଠାରେ କାର୍ଯ୍ୟରତ ଉଦ୍ୟାନ ବିଭାଗ ଉପନିର୍ଦ୍ଦେଶକ କୁଆଡେ଼ ସରକାରୀ ସାହାଯ୍ୟ ନେଲେ ପିସି ଦେବାକୁ ପଡ଼ିବ, ନହେଲେ ମୁଁ କୈାଣସି ଅନୁମୋଦନ କରିବି ନାହଁ ବୋଲି ରୋକ ଠୋକ ଚାଷୀ ସମେତ ଗଞ୍ଜାମ ଜିଲ୍ଲା ଫୁଲ ଚାଷୀ ସଂଘ ସମ୍ମୁଖରେ କହୁଥିବା ନେଇ ଗୋପାଳପୁର ଗସ୍ତରେ ଆସିଥିବା ଓଡିଶା ଉପ ମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କୁ ଏକ ଦାବିପତ୍ର ପ୍ରଦାନ ସହ ଦୁର୍ନୀତିଗ୍ରସ୍ତ ଅଫିସର ବିରୁଦ୍ଧରେ ଦୃଢ କାର୍ଯ୍ୟନୁଷ୍ଠାନ ଗ୍ରହଣ କରିବାକୁ ଲିଖିତ ଭାବେ ଦାବି […]

Read More Text.
Zzzzzz

ଧର୍ମଶାଳାରେ ରୋଗୀଙ୍କୁ ଭେଟିଲେ ପିସିସି ସଭାପତି ଭକ୍ତ ଦାସ

ଧର୍ମଶାଳା : ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଶନିବାର ମଧ୍ୟାହ୍ନରେ ପିସିସି ସଭାପତି ଭକ୍ତ ଦାସ ପହଞ୍ଚିଛନ୍ତି। ଧର୍ମଶାଳା ଅଞ୍ଚଳରେ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ ଅନେକ ରୋଗୀ ଚିକିତ୍ସିତ ହେଉଥିବା ବେଳେ ଜାତୀୟ କଂଗେସ ଦଳ ପକ୍ଷରୁ ପିସିସି ସଭାପତି ଭକ୍ତ ଦାସ, ଧର୍ମଶାଳାର କଂଗ୍ରେସ ନେତା ଶ୍ରୀନାଥ ମିଶ୍ର, କିଷାନ ପଣ୍ଡା, ମଧୁସ୍ମିତା ଆଚାର୍ଯ୍ୟ ଓ ଅନ୍ୟ ନେତା ଓ କର୍ମୀମାନେ ପହଞ୍ଚି ସ୍ବାସ୍ଥ୍ୟକେନ୍ଦ୍ରରେ ରୋଗୀମାନଙ୍କୁ ଭେଟିଥିଲେ। ପରେ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀଙ୍କ ସହ ଏ […]

Read More Text.
Cbnr26uci8pjblnpchfu

ମାଓବାଦୀଙ୍କ ଆଇଡି ବିସ୍ପୋରଣରେ ଯବାନ ସହିଦ

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲା କୋଇଡା ସୀମାନ୍ତ ସରଣ୍ଡା ଜଙ୍ଗଲରେ ସର୍ଚ୍ଚ ଅପରେସନ ବେଳେ ମାଓବାଦୀ ଆଇଇଡି ବିସ୍ପୋରଣ କରିଛନ୍ତି । ଆଇଡି ବିସ୍ପୋରଣରେ ଜଣେ ଯବାନ ସହିଦ ହୋଇଛନ୍ତି । ଯବାନ ଉତ୍ତରପ୍ରଦେଶର ସତ୍ୟବାନ ସିଂହ ବୋଲି ଜଣାଯାଇଛି । ତାଙ୍କୁ ଗୁରୁତର ଅବସ୍ଥାରେ ରାଉରକେଲା ସେକ୍ଟର ୧୯ ସ୍ଥ ଏକ ଘରୋଇ ହସ୍ପିଟାଲରେ ଭର୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ଯବାନଙ୍କ ମରଶରୀରକୁ ରାଉରକେଲାରୁ ସ୍ୱତନ୍ତ୍ର ହେଲିକେପଟର ଯୋଗେ ଝାରଖଣ୍ଡ ରାଞ୍ଚିନିକଟସ୍ଥ […]

Read More Text.
11111

ଯାଜପୁରରେ ହୋଟେଲ, ରେଷ୍ଟୁରାଣ୍ଟ ଉପରେ ଚଢ଼ାଉ: ସିଲ୍‌ ହେଲା

ଯାଜପୁର,୧୪।୬: ଯାଜପୁର ରୋଡ଼ରେ ଜିଲା ପ୍ରଶାସନ ନିର୍ଦ୍ଦେଶରେ ଖାଦ୍ୟ ନିରାପତ୍ତା ବିଭାଗ ଓ ବ୍ୟାସନଗର ତହସିଲ ପ୍ରଶାସନ ପୌର ପ୍ରଶାସନର ଏକ ଟିମ୍‌ ବିଭିନ୍ନ ହୋଟେଲ ଓ ରେଷ୍ଟୁରାଣ୍ଟ ଉପରେ ଚଢ଼ାଉକରି ବାସୀ ଓ ଦୂଷିତ ଖାଦ୍ୟ ପଦାର୍ଥର ନମୁନା ସଂଗ୍ରହ କରିବା ସହ ରେଷ୍ଟୁରାଣ୍ଟ ଗୁଡିକୁ ଯୋଉମୁଦ ଦେଇ ସିଲ କରିଛନ୍ତି । ପ୍ରଶାସନିକ ନିର୍ଦ୍ଧେଶ ନ ଆସିବା ପର୍ଯ୍ୟନ୍ତ ସିଲ ହୋଟେଲ ଖୋଲି ପରିବେନାହିଁ ବୋଲି କୁହାଯାଇଛି। ଏହି କ୍ରମରେ ବ୍ୟାସନଗର ନହକା ଗୋଲେଇ […]

Read More Text.
Ani 20250613072744

ଯାଜପୁରରେ ଡାଇରିଆ-ହଇଜା: ସ୍ଥିତି ପରଖିବେ ୧୪ଜଣିଆ କେନ୍ଦ୍ରୀୟ ଟିମ୍‌

ଯାଜପୁର/ଭୁବନେଶ୍ବର: ଯାଜପୁର ଜିଲ୍ଲାରେ ଡାଇରିଆରେ ପରେ ହଇଜା ସଂକ୍ରମଣ ବ୍ୟାପିବା ଆରମ୍ଭ କରିଛି। ଜିଲ୍ଲାରେ ଡାଇରିଆର ବ୍ୟାପିବାର କାରଣ ହଇଜା (କଲେରା) ଜୀବାଣୁ ହୋଇଥାଏ ବୋଲି ମଧ୍ୟ ଚର୍ଚ୍ଚା ହେଉଛି। ଏହାରି ମଧ୍ୟରେ ଜିଲ୍ଲାର ପରିସ୍ଥିତି ସଂପର୍କରେ ଅବଗତ ହେବା ପାଇଁ କେନ୍ଦ୍ରୀୟ ଟିମ୍‌ ଓଡ଼ିଶାଗସ୍ତରେ ଆସୁଛନ୍ତି। ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଡା. ନୀଳକଣ୍ଠ ମିଶ୍ର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ଡା. ମିଶ୍ର କହିଛନ୍ତି, ଓଡ଼ିଶା ଗସ୍ତରେ ୧୪ ଜଣିଆ ଟିମ୍‌ ଆସିବେ। ଏହି ଟିମ୍‌ରେ ଭାରତୀୟ […]

Read More Text.

ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟାଯିବ: ମନ୍ତ୍ରୀ ରବି ନାରାୟଣ ନାୟକ

ଭୁବନେଶ୍ବର: ୨୦ ତାରିଖ ଅପରାହ୍ନ ୩ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ । ମନ୍ତ୍ରୀ କହିଛନ୍ତି, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ୨୦ ତାରିଖରେ ଅନ୍ତ୍ୟୋଦୟ ଗୃହ ଯୋଜନାରେ କାର୍ଯ୍ୟାଦେଶ ବଣ୍ଟାଯିବ। ୫୦ ହଜାର ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ କରାଯିବ। ୨୦ ତାରିଖ ଅପରାହ୍ନ ୩ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ । ମନ୍ତ୍ରୀ […]

Read More Text.

ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାମ ଶୀଘ୍ର ସାରିବାକୁ ଏଏସଆଇଙ୍କୁ ଚିଠି

ଭୁବନେଶ୍ବର: ମହାପ୍ରଭୁଙ୍କ ରତ୍ନଭଣ୍ଡାର ମରାମତି ଓ ସଂରକ୍ଷଣ କାମ ଶୀଘ୍ର ସାରିବା ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଡକ୍ଟର ଅରବିନ୍ଦ ପାଢ଼ୀ ଏଏସଆଇକୁ ଚିଠି ଲେଖିଛନ୍ତି। ରଥଯାତ୍ରା ସମୟରେ (ଆସନ୍ତା ଜୁନ୍ ୨୮ ରୁ ଜୁଲାଇ ୬ ମଧ୍ୟରେ) ବାକି ଥିବା ରତ୍ନଭଣ୍ଡାର କାମ ତ୍ୱରାନ୍ବିତ କରି ଶୀଘ୍ର ଶେଷ କରିବା ପାଇଁ ଚିଠିରେ ଉଲ୍ଲେଖ କରିଛନ୍ତି। ରତ୍ନଭଣ୍ଡାରର ଗୁରୁତ୍ବ ଦୃଷ୍ଟିରେ ଅଗ୍ରାଧିକାର ଭିତ୍ତିରେ କାମ ଶେଷ କରିବାକୁ କୁହାଯାଇଛି। ଶ୍ରୀମନ୍ଦିରର ଦୀର୍ଘମିଆଦି ସଂରକ୍ଷଣ ତଥା ସ୍ଥାପତ୍ୟ […]

Read More Text.
1

ଯାଜପୁରରେ କଲେରା ଜୀବାଣୁ ଚିହ୍ନଟ: ଭୋଜି ନ କରିବାକୁ ଜିଲ୍ଲା ପ୍ରଶାସନର ପରାମର୍ଶ

ଯାଜପୁର/ଭୁବନେଶ୍ବର: ଯାଜପୁର ଜିଲ୍ଲାରେ ଡାଇରିଆରେ ଶତାଧିକ ଆକ୍ରାନ୍ତଙ୍କ ମଧ୍ୟରୁ ୮ଜଣଙ୍କଠାରେ ହଇଜା (କଲେରା) ଜୀବାଣୁ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ସତର୍କତା ଲାଗି ପରାମର୍ଶ ଦିଆଯାଇଛି। ସାମୂହିକ ସମାବେଶରେ ଭୋଜିର ଆୟୋଜନ ନ କରିବାକୁ ଜିଲ୍ଲା ପ୍ରଶାସନ କହିଛି । ଘରର ଗରମ ଖାଦ୍ୟ ଖାଇବାକୁ ପରାମର୍ଶ ଦିଆଯାଇଛି । ଫୁଟା ଏବଂ ଫିଲଟର୍ କରାଯାଇଥିବା ପାଣି ପିଇବାକୁ ବି ପରାମର୍ଶ ଦିଆଯାଇଛି। ଯାଜପୁର ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଡାଇରିଆ ନିୟନ୍ତ୍ରଣକୁ ଆସୁନାହିଁ। ଏହାକୁ ଦୃଷ୍ଟିରେ […]

Read More Text.
Img 20250613 wa0181

ସମ୍ବର୍ଦ୍ଧିତ ହେଲେ ଶିଶୁଶ୍ରମିକରୁ ଉଚ୍ଚଶିକ୍ଷା ଲାଭ କରୁଥିବା ୨ ଛାତ୍ର 

ବାରିପଦା :  ପରିବାରର ପ୍ରତିପୋଷଣ ପାଇଁ ଅନେକ ଶିଶୁ ଶ୍ରମିକ ଭାବେ ନିୟୋଜିତ ଥିବା ବେଳେ ତତ୍କାଳୀନ ଜିଲ୍ଲାପାଳ ରାଜେଶ ପ୍ରଭାକର ପାଟିଲଙ୍କ ନେତୃତ୍ୱରେ ସେମାନଙ୍କୁ ଉଦ୍ଧାର କରାଯାଇଥିଲା । ସେମାନଙ୍କୁ ମୁଖ୍ୟ ସ୍ରୋତରେ ସାମିଲ କରିବା ପାଇଁ ବିଭିନ୍ନ ବିଦ୍ୟାଳୟରେ ହଷ୍ଟେଲ ଖୋଲାଯାଇ ଥଇଥାନ କରାଯାଇଥିଲା ।  ତନ୍ମଧ୍ୟରୁ ସାରସକଣା ବ୍ଲକ ଅନ୍ତର୍ଗତ ଡୁମୁରିଆ ଗ୍ରାମର ସୋମନାଥ ନାଏକ ଓ ଶାନ୍ତିଲତା ନାଏକଙ୍କ ପୁତ୍ର ମାନସ ଏବଂ ଖୁଣ୍ଟା ବ୍ଲକ ଅନ୍ତର୍ଗତ ବାଙ୍ଗରା ଗ୍ରାମର ଚୈତନ […]

Read More Text.

 ପୋଲିସ ଦ୍ବାରା ମହିଳାଙ୍କ ଝୁଲନ୍ତା ଶବ ଉଦ୍ଧାର

ବାରିପଦା :    ଦିନକୁ ଦିନ ମହିଳାଙ୍କ ମଧ୍ୟରେ ଆତ୍ମହତ୍ୟା ପ୍ରବଣତା ବୃଦ୍ଧି ପାଉଛି । କେଉଁଠି ଅଭାବ ଅନାଟନ,ଶାରିରୀକ ଓ ମାନସିକ ନିର୍ଯାତନା  ସହି ନ ପାରି ମହିଳାମାନେ ନିଜକୁ ଅସହାୟ ମନେକରି ଅକାଳରେ ଜୀବନ ହାରି ଦେଉଛନ୍ତି । ମୟୂରଭଂଜ ଜିଲ୍ଲାର  ଵିଜାତଳା ବ୍ଳକର ମୁଣ୍ଡାଠାକୁରା ଗ୍ରାମର ଜନୈକ ମହିଳା ରଶି ଲଗାଇ ଝୁଲି ପଡି ଜୀବନ ହାରିଥିବା ଅଭିଯୋଗ ହୋଇଛି ।ସୂଚନା ଯୋଗ୍ୟ ମୁଣ୍ଡାଠାକୁରା ଗ୍ରାମର  କରିମ ବେହେରା ଙ୍କ ପତ୍ନୀ ନନ୍ଦିନୀ […]

Read More Text.