ରଥଯାତ୍ରା ପାଇଁ ପ୍ରସ୍ତୁତି ବୈଠକ
ସ୍ନାନଯାତ୍ରା ଓ ରଥଯାତ୍ରା କାର୍ଯ୍ୟକ୍ରମର ଶୃଖଂଳିତ ସମ୍ପାଦନ ଉପରେ ଗୁରୁତ୍ୱlରୋପ ବାରିପଦା : ଚଳିତ ବର୍ଷ ବାମନଘାଟି ଉପଖଣ୍ଡ ର ରାଇରଙ୍ଗପୁର ରଥଯାତ୍ରା କାର୍ଯ୍ୟକ୍ରମକୁ ବ୍ୟବସ୍ଥିତ ଢଙ୍ଗରେ ପରିଚାଳନା ନିମନ୍ତେ ଉପଖଣ୍ଡ ପ୍ରଶାସନ ତତ୍ତ୍ୱlବଧାନରେ ରାଇରଙ୍ଗପୁର ଦେବତ୍ତର ବିଭାଗ ପକ୍ଷରୁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷଠାରେ ଲୋକସଭା ସାଂସଦ ତଥା ଚଳିତ ବର୍ଷ ରାଇରଙ୍ଗପୁର ରଥଯାତ୍ରା ପରିଚାଳନା କମିଟିର ଅଧ୍ୟକ୍ଷ ଶ୍ରୀ ନବ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି. ଉକ୍ତ […]
Read More Text.