ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ କାର୍ଯ୍ୟକ୍ରମ ସମ୍ଭନ୍ଧୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ବାରିପଦା : ଆଜି ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କତୃପକ୍ଷଙ୍କ ଆନୁକୂଲ୍ୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ବିପର୍ଯ୍ୟୟ ପରିଚାଳନା ଅଭ୍ୟାସ କାର୍ଯ୍ୟକ୍ରମ ସମ୍ୱନ୍ଧୀୟ ଏକ ପ୍ରସ୍ତୁତି ବୈଠକ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବିଭୁତି ଭୂଷଣ ନାୟକଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି | ଜିଲ୍ଲା ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ, ମୟୁରଭଞ୍ଜ ଓ ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ, ଭୁବନେଶ୍ୱର ସହଯୋଗରେ ଆସନ୍ତା ତା ୧୮.୦୬.୨୦୨୫ ରିଖରେ ଜିଲ୍ଲାର ସମସ୍ତ ବ୍ଲକ, ବିଜ୍ଞାପିତ ଅଞ୍ଚଳ […]
Read More Text.