ଜୁଲାଇ ୮ରୁ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଚେତାବନୀ ଦେଲା ରାଜ୍ୟ ପରିବହନ ମଞ୍ଚ
ଭୁବନେଶ୍ଵର: ରାଜ୍ୟରେ ଯାନବାହାନଗୁଡ଼ିକୁ ଚେକିଂ କରିବା କ୍ଷମତା ପୋଲିସକୁ ଦେବା ପ୍ରସଙ୍ଗକୁ ବିରୋଧ ସହିତ ୭ ଦଫା ଦାବିରେ ଏକାଠି ହୋଇଛନ୍ତି ବସ୍, ଟ୍ରକ୍, ମିନିଟ୍ରକ୍ ମାଲିକଙ୍କ ସମେତ ଡ୍ରାଇଭର ସଂଘ। ଆସନ୍ତା ମାସ ୮ ତାରିଖ ସୁଦ୍ଧା ଦାବି ପୂରଣ ପାଇଁ ରାଜ୍ୟ ସରକାରଙ୍କୁ ମହଲତ ଦେଲା ରାଜ୍ୟ ପରିବହନ ମଞ୍ଚ। ଆସନ୍ତା ଜୁଲାଇ ୮ ତାରିଖ ସୁଦ୍ଧା ଏହି ଦାବି ପୂରଣ ନହେଲେ ଷ୍ଟିଅରିଂ ଛାଡ଼ ଆନ୍ଦୋଳନ ଡାକରା ଦିଆଯିବାକୁ ଚେତାବନୀ ଦେଲା ରାଜ୍ୟ […]
Read More Text.