ସରିଲା ରାମକୃଷ୍ଣ ଦାସ ମହାପାତ୍ରଙ୍କ ନିଲମ୍ବନ ଅବଧି; ଶ୍ରୀଜିଉଙ୍କ ସେନାପଟା ଲାଗି ନୀତିରେ ହେଲେ ସାମିଲ
ପୁରୀ : ସରିଲା ଦଇତାପତି ନିଯୋଗ ସମ୍ପାଦକ ରାମକୃଷ୍ଣ ଦାସ ମହାପାତ୍ରଙ୍କ ନିଲମ୍ବନ ଅବଧି । ନିଲମ୍ବନ ହଟିବା ପରେ ଶ୍ରୀମନ୍ଦିରକୁ ପ୍ରବେଶ କଲେ ରାମକୃଷ୍ଣ ଦାସ ମହାପାତ୍ର । କାଲି ଦେବସ୍ନାନ ପୂର୍ଣ୍ଣିମା ଥିବାରୁ ଆଜି ଦଇତାପତି ସେବା କାର୍ଯ୍ୟରେ ଯୋଗଦେଇଛନ୍ତି । ଶ୍ରୀଜିଉଙ୍କ ସେନାପଟା ଲାଗି ନୀତିରେ ସାମିଲ ହୋଇଛନ୍ତି । ସୂଚନା ଅନୁଯାୟୀ, ଗତ ମେ’ ମାସ ୧୧ ତାରିଖରେ ଶ୍ରୀମନ୍ଦିର ପରମ୍ପରା ବିରୋଧୀ କାର୍ଯ୍ୟ ଯୋଗୁ ୩୦ ଦିନ ପାଇଁ ରାମକୃଷ୍ଣ ଦାସ […]
Read More Text.