ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ରାଜଧାନୀରେ ହେବ ଗେଷ୍ଟ ହାଉସ୍
ଭୁବନେଶ୍ବର: ଭୁବନେଶ୍ବର ଆସୁଥିବା ପାଇଁ ପ୍ରତି ଜିଲ୍ଲାର ଲୋକଙ୍କ ପାଇଁ ହେବ ଗେଷ୍ଟ ହାଉସ୍ । ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ରବିବାର ଏହି ସୂଚନା ଦେଇଛନ୍ତି। ମୋହନ ସରକାରଙ୍କ ଏହି ପଦକ୍ଷେପ କାର୍ଯ୍ୟରେ ପରିଣତ ହେଲେ ଅନ୍ୟ ଜିଲ୍ଲାରୁ ତଥା ଶହଶହ କିଲୋମିଟର ଦୂରରୁ ଭୁବନେଶ୍ବର ଆସୁଥିବା ଲୋକଙ୍କୁ ସାମୟିକ ସମୟ ପାଇଁ ରହିବା ଓ ଫ୍ରେସ୍ ହେବା ଭଳି ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ। ରାଜସ୍ୱମନ୍ତ୍ରୀ କହିଛନ୍ତି ଅନେକ ଲୋକ ରାଜଧାନୀକୁ ସ୍ବାସ୍ଥ୍ୟ […]
Read More Text.