ଭୁବନେଶ୍ୱରରେ ହେବ ନାହିଁ ଏଲିଭେଟେଡ଼ ମେଟ୍ରୋ : ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ
ଭୁବନେଶ୍ୱର : ଭୁବନେଶ୍ୱରରେ ହେବ ନାହିଁ ଏଲିଭେଟେଡ଼ ମେଟ୍ରୋ । ଏଥିପାଇଁ ନୂଆ ଆଲାଇନ ମେଣ୍ଟ ତିଆରି କରିବ ନଗର ଉନ୍ନୟନ ବିଭାଗ । ତେବେ ଏଥିପାଇଁ ସର୍ଭେ ହେବା ପାଇଁ ସମୟ ଲାଗିବ । ଏଲିଭେଟେଡ଼ ମେଟ୍ରୋ ହେଲେ ଭୁବନେଶ୍ୱର ସହରର ସୌନ୍ଦର୍ଯ୍ୟ ନଷ୍ଟ ହେବ । ଏହାକୁ ଦୃଷ୍ଟିରେ ରଖି ଅଣ୍ଡର ଗ୍ରାଉଣ୍ଡ ମେଟ୍ରୋ କରିବାକୁ ଯୋଜନା କରାଯାଇଛି ବୋଲି କହିଛନ୍ତି ଆଇନ ଓ ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ପ୍ରଶାସନ ବର୍ତ୍ତମାନ ମାଟିତଳେ […]
Read More Text.