ପୋଷଣ ଅଭିଯାନକୁ ସଫଳ କରି ସୁସ୍ଥ ମାନବ ସମ୍ବଳ ତିଆରି କରିବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ
ଭୁବନେଶ୍ୱର ; ସମୃଦ୍ଧ ଓଡିଶା ଗଠନ ପାଇଁ ଓଡିଶାକୁ କୁପୋଷଣ ମୁକ୍ତ କରିବା ଆମର ପ୍ରାଥମିକତା । ଏଥିପାଇଁ ଅନେକ ଫଳପ୍ରଦ ଯୋଜନା କରାଯାଇଛି। ତେବେ ଏହାର ସଫଳତା ପାଇଁ ସାମୁହିକ ସଚେତନତା ଖୁବ୍ ଜରୁରୀ । ଆଜି ସ୍ଥାନୀୟ ମହିଳା ଓ ଶିଶୁ ପ୍ରତିଷ୍ଠାନରେ ଆୟୋଜିତ ରାଜ୍ୟ ସ୍ତରୀୟ ପୋଷଣ ପକ୍ଷ-୨୦୨୫ ପାଳନ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପୋଷଣ ଅଭିଯାନକୁ ସଫଳ କରି ସୁସ୍ଥ ମାନବ ସମ୍ବଳ ତିଆରି କରିବାକୁ ଆହ୍ୱାନ ଦେଇଛନ୍ତି […]
Read More Text.