ଅକ୍ଷୟ ତୃତୀୟା ସୁଦ୍ଧା ସରିବ ପୁରୀ ଜଗନ୍ନାଥ ମନ୍ଦିର ରତ୍ନ ଭଣ୍ଡାର ମରାମତି କାମ : ଜଷ୍ଟିସ ବିଶ୍ୱନାଥ ରଥ
ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ସହିତ ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଅନୁଧ୍ୟାନ କରିଛନ୍ତି ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ୱନାଥ ରଥ । ଆଜି ସକାଳେ ଜଷ୍ଟିସ ବିଶ୍ୱନାଥ ରଥ ମହାପ୍ରଭୁଙ୍କ ଦର୍ଶନ କରି ରତ୍ନଭଣ୍ଡାର ମରାମତି କାର୍ଯ୍ୟର ଅନୁଧ୍ୟାନ କରିବା ପରେ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଯେ, ଶ୍ରୀମନ୍ଦିର ପ୍ରଶାସନ ଏବଂ ଏଏସଆଇ କାର୍ଯ୍ୟର ଶୀଘ୍ର ସମାପ୍ତି ପାଇଁ ସମସ୍ତ ପ୍ରୟାସ କରୁଛନ୍ତି, ଏହା ଆହୁରି ୭୫ ଏବଂ ୧୦୦ ବର୍ଷ ପାଇଁ ରତ୍ନଭଣ୍ଡାରକୁ […]
Read More Text.