ମୂଲ୍ୟହୀନ ପାଲଟିଛି ସୂଚନା ଫଳକ, କେଉଁଠି ଗଡ଼ିପଡ଼ିଲାଣିତ କେଉଁଠି ଗଡ଼ିପଡ଼ିବା ଅବସ୍ଥା ହେଲାଣି
ଆଗରପଡ଼ା :ସରକାରୀ ଅନୁଦାନରେ ଯେକୈାଣସି କାର୍ଯ୍ୟ ଆରମ୍ଭ ହେବା ପୂର୍ବରୁ କାର୍ଯ୍ୟସ୍ଥଳି ନିକଟରେ ସର୍ବସାଧାରଣଙ୍କ ଅବଗତି ନିମନ୍ତେ ସୂଚନା ଫଳକ ନିର୍ମାଣ କରି ସେଥିରେ ସବିଶେଷ ସୂଚନା ଲେଖାଯିବାର ନିୟମ ଥିଲେ ସୁଦ୍ଧା ଭଦ୍ରକ ଜିଲ୍ଲା ବନ୍ତ ପଂଚାୟତ ସମିତି ପକ୍ଷରୁ ହେଉଥିବା ଉନ୍ନୟନ କାର୍ଯ୍ୟରେ ଏହାର ବ୍ୟତିକ୍ରମ ହେଉଥିବା ଦେଖିବାକୁ ମିଳୁଛି । ସେହିପରି ନିର୍ମାଣାଧିନ ଫଳକ ନିର୍ମାଣର ଅଳ୍ପ ଦିନ ମଧ୍ୟରେ କେଉଁଠି ଗଡ଼ିପଡ଼ିଲାଣିତ ଆଉ କେଉଁଠି ଗଡ଼ାଇଦିଆଗଲାଣିତ ଆଉ କେଉଁଠୀ ଗଡ଼ିବଡ଼ିବା ଅବସ୍ଥା […]
Read More Text.