ଅନଲାଇନ୍ ବେଟିଂ ଜରିଆରେ ୧ କୋଟିରୁ ଅଧିକ ଠକେଇ, ୨ ଗିରଫ

ଭୁବନେଶ୍ୱର: ଓଡ଼ିଶା କ୍ରାଇମ୍ ବ୍ରାଞ୍ଚ ଏକ ଅନଲାଇନ୍ ବେଟିଂ ରାକେଟର ପର୍ଦ୍ଦାଫାସ କରିଛି। ଏଥିରେ ଦୁଇଜଣ ବ୍ୟକ୍ତି ଯାଜପୁରର ଜଣେ ବାସିନ୍ଦାଙ୍କ ଠାରୁ ୧.୦୮ କୋଟି ଟଙ୍କା ଠକି ନେଇଥିଲେ। ଗିରଫ ୨ ବ୍ୟକ୍ତି ହେଲେ ପଶ୍ଚିମବଙ୍ଗର କଣ୍ଟାଇର ରାୟପୁର ପଶିମ୍ବର୍ହରର ରୋହନ ଓରଫ ଏସକେ ୱାସିଉଲ୍ ଇସଲାମ (୨୯) ଏବଂ ଭୁବନେଶ୍ୱରର ୟୁନିଟ୍-୩ର ଜ୍ୟୋତି ପ୍ରକାଶ ପଲ୍ଲାଇ (୩୬)। ଇସଲାମ କ୍ରୀଡା ସାମଗ୍ରୀ ଏବଂ କାଜୁ ବ୍ୟବସାୟ କରୁଥିବା ବେଳେ ଜ୍ୟୋତି ପ୍ରକାଶ ନିର୍ମାଣ କାର୍ଯ୍ୟରେ […]

Read More Text.

ବଢିଲା ମନ୍ତ୍ରୀ ଓ ଅଧିକାରୀଙ୍କ ଗାଡ଼ି ଖର୍ଚ୍ଚ, ପୂର୍ବ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରେ ସଂଶୋଧନ

ଭୁବନେଶ୍ୱର : ବଢିଲା ମନ୍ତ୍ରୀ ଓ ଅଧିକାରୀଙ୍କ ଗାଡ଼ି ଖର୍ଚ୍ଚ । ପୂର୍ବ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରେ ସଂଶୋଧନ କରି ମାସିକ ଗାଡ଼ି ଖର୍ଚ୍ଚ ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ବୃଦ୍ଧି ପରେ ମନ୍ତ୍ରୀଙ୍କ ଗାଡ଼ି ଖର୍ଚ୍ଚ ୫୦,୪୦୦ ଟଙ୍କା ହୋଇଛି । ସେହିପରି ଜିଲାପାଳ, ଏସ୍‌ପିଙ୍କ ଗାଡ଼ି ଖର୍ଚ୍ଚ ୪୪, ୪୦୦ ଟଙ୍କାକୁ ବୃଦ୍ଧି ପାଇଛି । ବ୍ଲକ, ତହସିଲ, ଫିଲ୍ଡ ଅଫିସ୍ ଗାଡ଼ି ଖର୍ଚ୍ଚ ୩୭ ହଜାର ୨୦୦କୁ ବୃଦ୍ଧି ହୋଇଛି । ପ୍ରମୁଖ […]

Read More Text.

ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଲା ଦକ୍ଷିଣପଶ୍ଚିମ ମୌସୁମୀ ବାୟୁ

ଭୁବନେଶ୍ୱର :  ଓଡ଼ିଶା ଛୁଇଁଲା ମୌସୁମୀ । ଓଡ଼ିଶା ଛୁଇଁଲା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ନିର୍ଦ୍ଧାରିତ ସମୟ ପୂର୍ବରୁ ଓଡ଼ିଶା ଛୁଇଁଛି ମୌସୁମୀ ବାୟୁ । ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳକୁ ମୌସୁମୀ ବାୟୁ ଅଗ୍ରସର ହୋଇଛି । ଏପଟେ ରାଜ୍ୟରେ ଲାଗି ରହିଛି ଲଘୁଚାପ ବର୍ଷା । ୩୧ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଅଧିକାଂଶ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଝଟକା ପବନ ମଧ୍ୟ ବହିବ […]

Read More Text.

ମେୟର ସୁଲୋଚନା ଦାସଙ୍କ ବିରୋଧରେ ଥାନାରେ ଏତଲା

ବାଂଲାଦେଶୀ ପ୍ରବାସୀମାନଙ୍କ ଉପରେ ଦେଇଥିବା ମନ୍ତବ୍ୟ ପାଇଁ ଭୁବନେଶ୍ୱର ମେୟର ସୁଲୋଚନା ଦାସଙ୍କ ବିରୋଧରେ ଆଜି ବିଜେପି ମହିଳା ମୋର୍ଚ୍ଚାର ସଦସ୍ୟମାନେ ମହିଳା ଥାନାରେ ଏତଲା ଦାୟର କରିଛନ୍ତି। ଭୁବନେଶ୍ୱର ମେୟର ସୁଲୋଚନା ଦାସ ପୂର୍ବରୁ ବାଂଲାଦେଶୀ ପ୍ରବାସୀଙ୍କୁ ସମର୍ଥନ କଲା ଭଳି ମନ୍ତବ୍ୟ ଦେଇଥିଲେ। ସେବେଠାରି ବିଜେପି ପକ୍ଷରୁ ବିରୋଧ ପ୍ରଦର୍ଶନ କରାଯାଉଥିଲା।

Read More Text.

ପୋଲ ଉପରେ ୪ ଫୁଟର ପାଣି, ବୌଦ୍ଧ-ବଲାଙ୍ଗୀର ଯୋଗାଯୋଗ ବିଚ୍ଛିନ୍ନ

ବୌଦ୍ଧ ଜିଲ୍ଲାରେ ଏକ ପୋଲ ଉପରେ ୪ ଫୁଟ ଉଚ୍ଚରେ ପାଣି ପ୍ରବାହିତ ହେଉଥିବାରୁ ବୌଦ୍ଧ ଏବଂ ବଲାଙ୍ଗୀର ଜିଲ୍ଲା ମଧ୍ୟରେ ସଡ଼କ ଯୋଗାଯୋଗ ବିଚ୍ଛିନ୍ନ ହୋଇଯାଇଛି । ଖବର ଅନୁସାରେ, ବୌଦ୍ଧ ଜିଲ୍ଲାର କଣ୍ଟାମାଳ ବ୍ଲକ ଅନ୍ତର୍ଗତ ଘଣ୍ଟାପଡ଼ାକୁ ରେକଡୋଲ ଦେଇ ବଲାଙ୍ଗୀର ଜିଲ୍ଲା ସହିତ ସଂଯୋଗ କରୁଥିବା ମାଣ୍ଡିଆ ଜୋରରେ ସମଲେଶ୍ୱରୀ ସେତୁ ଉପରେ ପାଣି ପ୍ରବାହିତ ହେଉଥିବାରୁ ଯୋଗାଯୋଗ ପ୍ରଭାବିତ ହୋଇଛି । ସୂଚନାନୁସାରେ, ବୌଦ୍ଧ ଜିଲ୍ଲା କଣ୍ଟାମାଲ ବ୍ଲକ ଘଣ୍ଟାପଡା ଠାରୁ […]

Read More Text.

ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା, ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର : ଆସନ୍ତା ୩୧ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଆସନ୍ତାକାଲି ପାଇଁ ୪ ଜିଲ୍ଲାକୁ ଅରେଞ୍ଜ ଓ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଓ କେନ୍ଦ୍ରାପଡ଼ାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବାବେଳେ କେନ୍ଦୁଝର, ଯାଜପୁର, ଜଗତସିଂହପୁର, କଟକ, ଅନୁଗୁଳ, ଢେଙ୍କାନାଳ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସୂଚନାଯୋଗ୍ୟ ବୁଧବାର ଓଡିଶା ଛୁଇଁଛି […]

Read More Text.

ଆଗରପଡ଼ା-ବରପଦା ପୂର୍ତ୍ତବିଭାଗ ର ସ୍ଥାୟୀ ରାସ୍ତା ନିର୍ମାଣ ପରିବର୍ତ୍ତେ ଆରମ୍ଭ ହେଲା ତାଳିପକା କାମ

ଆଗରପଡ଼ା :ଆଗରପଡ଼ା-ବନ୍ତ ଓ ଆଗରପଡ଼ା-ବରପଦା ରାସ୍ତା ନିର୍ମାଣ କାର୍ଯ୍ୟ ଅନୁମୋଦିତ ହୋଇଥିବା ବେଳେ ଏହାର ନିର୍ମାଣ କାର୍ଯ୍ୟରେ ବିଳମ୍ବ ପ୍ରସଙ୍ଗକୁ ନେଇ ଗତ ମାର୍ଚ୍ଚ ମାସରେ ସ୍ଥାନୀୟ ବିଧାୟକ ସଂଜୀବ ମଲ୍ଲିକ ବିଧାନସଭାରେ ପ୍ରଶ୍ନ ଉଠାଇବା ସହ ଏହାର କାର୍ଯ୍ୟକ୍ଷମକୁ ନେଇ ବିଭାଗୀୟ ମନ୍ତ୍ରୀଙ୍କ ଉତ୍ତର ଚାହିଁଥିଲେ । ଉକ୍ତ ପ୍ରସଙ୍ଗକୁ ଇତି ମଧ୍ୟରେ ୨ମାସ ବିତିବାକୁ ବସିଥିବା ବେଳେ ବିଭାଗ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନଥିବାରୁ ଉକ୍ତ ରାସ୍ତା ଦିନକୁ ଦିନ ବିଗିଡ଼ିବା ସହ […]

Read More Text.

ବ୍ଳକ ସ୍ତରୀୟ ଷ୍ଟାଡ଼ିୟମ ନିର୍ମାଣ ନିମନ୍ତେ ଜିଲ୍ଲାପାଳଙ୍କୁ ଦାବିପତ୍ର

ଆଗରପଡ଼ା :ଗତ ମଙ୍ଗଳବାର ବନ୍ତ ବ୍ଲକରେ ଜିଲ୍ଲାପାଳଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥିବା ଜନ ଅଭିଯୋଗ ଶୁଣାଣିରେ ବ୍ଲକର ପୂର୍ବତନ ଅଧ୍ୟକ୍ଷ ଓ ଟିଲୋ ପଂଚାୟତର ପୂର୍ବତନ ସରପଂଚ ସମୁହ ଟିଲୋ ନେହ୍ନୁଆଁ ପଡ଼ିଆ ଠାରେ ବ୍ଲକ୍ ସ୍ତରୀୟ ଷ୍ଟାଡିୟମ୍ ନିର୍ମାଣ ନିମନ୍ତେ ଏକ ଦାବିପତ୍ର ଜିଲ୍ଲାପାଳଙ୍କୁ ଦେଇଥିବା ଜଣାପଡ଼ିଛି । ଟିଲୋ ଗ୍ରାମ ପଂଚାୟତଟି ତେରଗୋଟି ସାହିକୁ ନେଇ ଗଠିତ । ଏଠାକାର ଲୋକସଂଖ୍ୟା ୨୦ ହଜାରରୁ ଉର୍ଦ୍ଧ୍ୱ ହୋଇଥିବା ବେଳେ ସ୍ଥାନୀୟ ଜନସାଧାରଣ ତଥା ଯୁବ […]

Read More Text.

ବୁଲା ଗୋରୁଙ୍କ ଯୋଗୁଁ ଦୁର୍ଘଟଣା

ଆଗରପଡ଼ା :ଆଗରପଡ଼ା ଅଂଚଳରେ କ୍ରମଶଃ ବୁଲା ଗୋରୁ ଗାଈଙ୍କ ଯୋଗୁଁ ସଡ଼କ ଦୁର୍ଘଟଣା ବୃଦ୍ଧି ପାଉଥିବାର ଜଣାପଡ଼ିଛି । ସ୍ଥାନୀୟ କାଣ୍ଡବା ସାଳନ୍ଦୀ ସେତୁ ଉପରେ ସଂଖ୍ୟାଧିକ ଗୋରୁ ଗାଈମାନେ ଦିନରାତି ଆଡ୍ଡା ଜମାଉଥିବାରୁ ଯାନବାହାନ ଚଳାଚଳରେ ବ୍ୟାଘାତ ସୃଷ୍ଟି ହେବା ସହ ଅନେକ ସମୟରେ ଦୁର୍ଘଟଣାମାନ ଘଟୁଛି । ଗୋରୁ ଗାଈମାନେ ରାସ୍ତା ଅବରୋଧ କରି ଠିଆ ହେଉଥିବାରୁ ବାଇକ୍ ଧକ୍କା ହୋଇ ଆରୋହୀମାନେ କ୍ଷତ ବିକ୍ଷତ ହେବା ସହ ୪ ଚକିଆ ଯାନ ଧକ୍କାରେ […]

Read More Text.

ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ପରିବାର, କେହିବି ଶୁଣୁ ନାହାନ୍ତି ଗୁହାରି

ଆଗରପଡ଼ା :ଲୋକପ୍ରତିନିଧିମାନଙ୍କ ଠାରୁ ଆରମ୍ଭ କରି ପ୍ରଶାସନିକ ଅଧିକାରୀଙ୍କ ପର୍ଯ୍ୟନ୍ତ ସମସ୍ତଙ୍କର ଗୋଟିଏ କଥା,ବଧିର ପରିବାରକୁ ମିଳିବ ସରକାରୀ ସାହାଯ୍ୟ ମାତ୍ର ସେହି ପ୍ରତିଶୃତି କେବଳ ପ୍ରତିଶୃତିରେ ହିଁ ରହିଯାଇଛି । ବନ୍ତ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତ ସ୍ଥିତ ପାନପଦୀ ଗ୍ରାମରେ ଏହି ବଧିର ବ୍ରାହ୍ମଣ ପରିବାର ବସବାସ କରିଥାନ୍ତି । ପରିବାରର ସମସ୍ତେ ବଧିର ଏକଥା ବିଶ୍ୱାସ ହେଉନଥିଲେ ମଧ୍ୟ ନିରାଟ ସତ୍ୟ । ଉକ୍ତ ଗ୍ରାମରେ ବାଞ୍ଛାନିଧି ପଣ୍ଡାଙ୍କ ଘର । ସେ ତାଙ୍କ […]

Read More Text.