ପୁରୀ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ସୁରକ୍ଷା ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ
ପୁରୀ : ସୁଦୃଢ ହେବ ଜଗଦଗୁରୁ ଶଙ୍କରାଚାର୍ଯ୍ୟଙ୍କ ସୁରକ୍ଷା ବ୍ୟବସ୍ଥା । ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ପୁରୀ ବାଲିସାହି ସ୍ଥିତ ଶଙ୍କରାଚାର୍ଯ୍ୟଙ୍କ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ବିକାଶ ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପୁରୀ ଗୋବର୍ଦ୍ଧନ ପୀଠର ସୁରକ୍ଷା ଓ ସଂରକ୍ଷଣ, ସମସ୍ତ ପୂର୍ବାଚାର୍ଯ୍ୟମାନଙ୍କ ସମାଧୀ ସ୍ଥଳର ସୁରକ୍ଷା, ପୂଜ୍ୟ ଜଗଦଗୁରୁଙ୍କ ସୁରକ୍ଷା ବ୍ୟବସ୍ଥା, ମଠ ପରିସରରେ ଥିବା ଗୋବର୍ଦ୍ଧନ ଗୋଶାଳାର ବିକାଶ, […]
Read More Text.